Advertisement

ମେଟ୍ରୋ

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସଂଖ୍ୟାଲଘୁ ଧର୍ମାନୁଷ୍ଠାନ ବିକାଶ ଲାଗି ୧୬ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ବିଭିନ୍ନ ଜିଲାରେ ଥିବା ସଂଖ୍ୟାଲଘୁ ଧର୍ମାନୁଷ୍ଠାନଗୁଡ଼ିକର ବିକାଶ ନିମନ୍ତେ ୧୬ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସ୍ବତନ୍ତ୍ର ସମସ୍ୟା…

5 years ago
ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତାଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱରରେ ଡ୍ରେନେଜ ବ୍ୟବସ୍ଥା ବ୍ୟବସ୍ଥିତ କରିବାକୁ ବୁଧବାର ଚିଠି ଲେଖି ସେ ଅନୁରୋଧ କରିଛନ୍ତି।…

5 years ago
ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ…

5 years ago
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତାପ

ଭୁବନେଶ୍ୱର,୧୨।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଲୋକସେବା ଭବନରେ ଉଭୟଙ୍କ ସାକ୍ଷାତ୍‌ ହୋଇଛି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ…

5 years ago
‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

‘ମୋ ସରକାର’ରେ ସାମିଲ ହେଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ‘ମୋ ସରକାର’ରେ ସାମିଲ ହୋଇଛି। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ବତନ୍ତ୍ର…

5 years ago
ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାରପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର

ପିଆଜ କିଣି ଅଡୁଆରେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୨।୨(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜର ଦର ବୃଦ୍ଧି ଦୁଇ ତିନି ମାସ ଧରି ସାଧାରଣ ଖାଉଟିଙ୍କୁ ହନ୍ତସନ୍ତ କରିବା ପରେ ଏବେ ବଜାରରେ ମୂଲ୍ୟ ହ୍ରାସ ପାଇବାରେ ଲାଗିଛି।…

5 years ago
ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶ

ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟିବା ଘଟଣା: ପୋଲିସକୁ ଭୁଆଁ ବୁଲାଇଲେ ଆଶିଷ, ରାଜେଶ

ଭୁବନେଶ୍ୱର, ୧୨।୨(ବ୍ୟୁରୋ):ବନ୍ଧୁକରେ ରୋମାନ୍ସ ବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ମଙ୍ଗଳବାର ଜେଲ ଯିବାକୁ ପଡ଼ିଛି। ତାଙ୍କୁ…

5 years ago
ଶିଶୁର ଜୀବନ ଚାଲିଯିବା ପରେ…ରାସ୍ତା ନା ହସ୍ପିଟାଲ ଦାୟୀଶିଶୁର ଜୀବନ ଚାଲିଯିବା ପରେ…ରାସ୍ତା ନା ହସ୍ପିଟାଲ ଦାୟୀ

ଶିଶୁର ଜୀବନ ଚାଲିଯିବା ପରେ…ରାସ୍ତା ନା ହସ୍ପିଟାଲ ଦାୟୀ

ଭୁବନେଶ୍ୱର, ୧୨।୨ (ବ୍ୟୁରୋ): ବିଳମ୍ବ ଯୋଗୁ ଚାଲିଯାଇଛି ୫ବର୍ଷର ନୀଲ୍‌ ନୀତୀଶ ନାୟକଙ୍କ ଜୀବନ। ରାଜଧାନୀ ରାଜରାସ୍ତାରେ ମଙ୍ଗଳବାର ପୂର୍ବାହ୍ନରେ ଘଟିଥିଲା ଏହି ହୃଦୟଥରା ଘଟଣା। ତ୍ରୁଟିପୂର୍ଣ୍ଣ…

5 years ago
ଭୁବନେଶ୍ୱର ହେବ ଗାର୍ବେଜ୍‌ ଫ୍ରି ସିଟିଭୁବନେଶ୍ୱର ହେବ ଗାର୍ବେଜ୍‌ ଫ୍ରି ସିଟି

ଭୁବନେଶ୍ୱର ହେବ ଗାର୍ବେଜ୍‌ ଫ୍ରି ସିଟି

ଭୁବନେଶ୍ୱର, ୧୨।୨ (ବ୍ୟୁରୋ):ଭୁବନେଶ୍ୱର ଆଗାମୀଦିନରେ ଆଉ ଡଷ୍ଟବିନ୍‌ ଦେଖିବାକୁ ମିଳିବ ନାହିଁ। ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି), ମ୍ୟାଟେରିଆଲ ରିକୋଭରି ଫ୍ୟାସିଲିଟି ସେଣ୍ଟର (ଏମ୍‌ଆରଏଫ) ଓ ପ୍ୟାରୋଲାଇସିସ୍‌…

5 years ago
ରେଳମନ୍ତ୍ରୀଙ୍କୁ ଭେଟିଲା ବିଧାନସଭା ରେଲଓ୍ବେ କମିଟିରେଳମନ୍ତ୍ରୀଙ୍କୁ ଭେଟିଲା ବିଧାନସଭା ରେଲଓ୍ବେ କମିଟି

ରେଳମନ୍ତ୍ରୀଙ୍କୁ ଭେଟିଲା ବିଧାନସଭା ରେଲଓ୍ବେ କମିଟି

ଭୁବନେଶ୍ୱର,୧୨।୨(ବ୍ୟୁରୋ) :ଚଳିତବର୍ଷ ଓଡ଼ିଶାର ବିଭିନ୍ନ ରେଳ ପ୍ରକଳ୍ପ ଲାଗି କେନ୍ଦ୍ର ସରକାର ବଜେଟରେ ୪୩୭୩ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହା ଗତବର୍ଷ ବ୍ୟୟବରାଦଠାରୁ ୧୬୨୦କୋଟି ଟଙ୍କା…

5 years ago