ମେଟ୍ରୋ

ଏମ୍‌ସ ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା: ଭୁବନେଶ୍ୱର ଏମ୍‌ସ ଛାତ୍ରୀ ଭିନିଥା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ)- ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍‌ସ ପକ୍ଷରୁ ଘୋଷଣା କରାଯାଇଛି। ଶ୍ରେଷ୍ଠ ୧୦୦ରେ ଏମ୍‌ସର…

6 years ago

ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍‌ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍‌ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ(ସ୍ପେଶାଲ ଟାକ୍ସ…

6 years ago

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ; ୩୨୦୦ ଛୁଇଁଲା ମୋଟ ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଟୁଇଟ୍‌…

6 years ago

ରଥଯାତ୍ରା ପାଇଁ ପୁଣି ପିଟିସନ୍‌: ପୁରୀ ସହରକୁ ସଟ୍‌ଡାଉନ୍‌ କରି ରଥଯାତ୍ରା କରାଯାଉ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଏବର୍ଷ ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଗୁରୁବାର ରାୟ ଶୁଣାଇଛନ୍ତି। ହେଲେ ଏହାକୁ ସାମାନ୍ୟ ପରିବର୍ତ୍ତନ କରିବାକୁ ଶୁକ୍ରବାର ମୋଡିଫିକେସନ୍‌ ପିଟିସନ ଦାୟର ହୋଇଛି। ପକ୍ଷଭୁକ୍ତ…

6 years ago

ଶ୍ରମିକ କୋଭିଡ କିଟ୍ସ କିଣାରେ ୩୦୦ କୋଟି ଦୁର୍ନୀତି ଅଭିଯୋଗ: ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ପ୍ରଦୀପ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟ ସରକାର କୋଭିଡ ମୁକାବିଲାରେ ବ୍ୟସ୍ତ ଥିବା ବେଳେ ଏହି ସମୟରେ ବିଭିନ୍ନ ଦୁର୍ନୀତି ନେଇ ଅଭିଯୋଗ ଆସୁଛି। ଏହି କ୍ରମରେ ଶ୍ରମିକଙ୍କ…

6 years ago

ଭାବବିହ୍ବଳ ହୋଇ କାନ୍ଦି ପକାଇଲେ ସୁର: କହିଲେ ରାତିରେ ଶୋଇପାରିଲି ନାହିଁ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଚଳିତ ବର୍ଷ ରଥଯାତ୍ରା ଉପରେ ସୁପ୍ରିମକୋର୍ଟଙ୍କ ରୋକ ଲଗାଇଛନ୍ତି। ଏହି ପ୍ରସଙ୍ଗରେ ଭାବବିହ୍ବଳ ହେଲେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ।…

6 years ago

ସରକାରଙ୍କ ଆନ୍ତରିକତା ନ ଥିଲା; ଗୁରୁବାର ଓଡ଼ିଶା ଇତିହାସରେ ସ୍ମରଣୀୟ ଦିନ ହୋଇ ରହିବ: ବିଜୟ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରଥଯାତ୍ରା ବନ୍ଦ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା ନେତା ବିଜୟ ମହାପାତ୍ର। ସେ କହିଛନ୍ତି, ଓଡ଼ିଶା ଇତିହାସରେ ଗୁରୁବାର ସ୍ମରଣୀୟ ଦିନ ହୋଇ…

6 years ago

ଭୁବନେଶ୍ୱରରେ ଥମୁନି କରୋନା ଆକ୍ରାନ୍ତ ସଂଖ୍ୟା: ପୁଣି ଚିହ୍ନଟ ହେଲେ ୭ ସଂକ୍ରମିତ; ଅଛନ୍ତି ରେଳ ବିଭାଗ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୁଣି ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି।…

6 years ago

CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ ସୂଚନା…

6 years ago

ଆଉ କିଛି ସମୟ ମଧ୍ୟରେ ପଞ୍ଚଭୂତରେ ବିଲୀନ ହେବେ ୨ ବୀର ଯବାନ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ପୂର୍ବ ଲଦାଖ ସୀମା ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଚାଇନା ଶତ୍ରୁ ସହ ଲଢ଼ି ଦେଶ ପାଇଁ ଶହୀଦ ହୋଇଥିବା ଦୁଇ ଓଡ଼ିଆ ବୀରଙ୍କ ଜନ୍ମମାଟିରେ ଆଉ ମାତ୍ର…

6 years ago