ମେଟ୍ରୋ

ନିଆରା ରଜ ପାଇଁ ସଜବାଜ: ଅନ୍‌ଲାଇନରେ ହେବ ରଜ ମହୋତ୍ସବ

ଭୁବନେଶ୍ୱର,୧୨। ୬(ବ୍ୟୁରୋ): କରୋନା ଲାଗି ଏଥର ଫିକା ପଡ଼ିପାରେ ରଜ। ନା ହେବ ଦୋଳିଖେଳ ନା ଜମିବ ରଜଖଟି। ଶଟ୍‌ଡାଉନ୍‌ ଓ ଅନ୍‌ଲକ୍‌ ମଧ୍ୟରେ ରଜ ମଉଜ…

6 years ago

ଆଦିବାସୀ ହଷ୍ଟେଲକୁ ଆଇଏସ୍‌ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍‌.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ ହଷ୍ଟେଲରେ…

6 years ago

ଶ୍ରେଷ୍ଠ ୧୦୦ରେ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ‘ନ୍ୟାଶନାଲ ଇନଷ୍ଟିଚ୍ୟୁସନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ’ (ଏନ୍‌ଆଇଆର୍‌ଏଫ୍‌) ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ-୧୦୦ ଶିକ୍ଷାନୁଷ୍ଠାନ ତାଲିକାରେ ଏଥର ମଧ୍ୟ ଓଡ଼ିଶାର ୪…

6 years ago

ନିୟମ ଅନୁଯାୟୀ ମାସ୍କ କିଣା: ସସ୍ମିତ

ଭୁବନେଶ୍ୱର,୧୨ା୬(ବ୍ୟୁରୋ):କରୋନା(କୋଭିଡ୍‌-୧୯) ମହାମାରୀ ସମଗ୍ର ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟିକରିଛି। ଲକ୍‌ଡାଉନ ଯୋଗୁ ମାସ୍କ ଦର ବଢିଥିଲା। ଉତ୍ପାଦନ ଦାମ୍‌ ବଢିବାରୁ ୧୦ ଟଙ୍କାର ମାସ୍କ ୧୬ ଟଙ୍କାରେ…

6 years ago

ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ ହେଲେ…

6 years ago

ଭଦ୍ରକରେ ନିର୍ମାଣହେବ କାନ୍ତକବିଙ୍କ ସ୍ମାରକୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ)-ଭଦ୍ରକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରାଯିବ। ଏହି କାଳଜୟୀ କବିଙ୍କ ରଚନା ‘ବନ୍ଦେ ଉତ୍କଳ ଜନନୀ’ ନିକଟରେ ରାଜ୍ୟ ସଙ୍ଗୀତର ମାନ୍ୟତା…

6 years ago

୧୫ ଦୋକାନ, ମଲ୍‌ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍‌ଲକ୍‌-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍‌ଡାଉନ୍‌ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର ଲକ୍‌ଡାଉନ୍‌-୫ରେ…

6 years ago

ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ

ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ…

6 years ago

ବାଲିଅନ୍ତା ତହସିଲଦାରଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ବାଲିଅନ୍ତା ତହସିଲଦାର, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଜାମିନ ମିଳିଛି। ତହସିଲଦାର ରଶ୍ମୀରେଖା ପ୍ରଧାନ, ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ହାଇକୋର୍ଟ ଗୁରୁବାର ସର୍ତ୍ତମୂଳକ ଜାମିନ…

6 years ago

କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା ୧୬ ଟଙ୍କାରୁ ଟଙ୍କାଟିଏ ବି ଅଧିକ ଦେଇନାହିଁ ଓଡ଼ିଶା; କଂଗ୍ରେସର ଅପପ୍ରଚାର ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ମାସ୍କ ଅଧିକ ଦରରେ କିଣିବା ଅଭିଯୋଗ ନେଇ ଗୁରୁବାର ଉତ୍ତର ରଖିଛି ବିଜେଡି। ରାଜ୍ୟ ସରକାର କେନ୍ଦ୍ର ସରକାର ଧାର୍ଯ୍ୟ କରିଥିବା…

6 years ago