Advertisement

ମେଟ୍ରୋ

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସାଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି…

5 years ago
୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା…

5 years ago
ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ…

5 years ago
ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ

ପୁଣି ସଭାପତି ହଟାଇବାକୁ କଂଗ୍ରେସ ନେତାଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): କିଛିଦିନର ବିରତି ପରେ ପୁଣି କଂଗ୍ରେସର ପୁରୁଣା ରୋଗ ଦେଖିବା ପାଇଁ ମିଳିଛି। ଦଳର କେତେଜଣ ବରିଷ୍ଠ ନେତା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ…

5 years ago
ବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହାବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହା

ବାତିଲ ହେଲା ଗସ୍ତ, ୧୨ରେ ଓଡ଼ିଶା ଆସିବେନି ଶାହା

ଭୁବନେଶ୍ୱର,୪।୨(ବ୍ୟୁରୋ):  ଆସନ୍ତା ୧୨ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାବେଳେ ଏହା ବାତିଲ ହୋଇଯାଇଛି। କେଉଁ କାରଣରୁ ଶାହାଙ୍କ ଗସ୍ତକୁ ବାତିଲ କରାଗଲା…

5 years ago
କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗକରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ

କରୋନାକୁ ନେଇ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଚିନ୍ତା: ଆଡଭାଇଜରି ଜାରି କଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର,୪।୨(ବ୍ୟୁରୋ): ପ୍ରାଣଘାତକ କରୋନା ଭୂତାଣୁକୁ ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଆଗକୁ…

5 years ago
ସିଲ୍‌ ହେଲା ଓୟୁଏଟି କୁକୁଡା ଫାର୍ମସିଲ୍‌ ହେଲା ଓୟୁଏଟି କୁକୁଡା ଫାର୍ମ

ସିଲ୍‌ ହେଲା ଓୟୁଏଟି କୁକୁଡା ଫାର୍ମ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକୁଡ଼ା ଫାର୍ମ ମଙ୍ଗଳବାର ସିଲ୍‌ କରାଯାଇଛି। ବାର୍ଡ ଫ୍ଲୁ ଯୋଗୁ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ୩…

5 years ago
୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ

୬ ବର୍ଷରୁ ଅଧିକ ରହିପାରିବେନି ବିଇଓ, ଡିଇଓ ଅଫିସରେ ଥିବା କିରାଣି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଏଣିକି ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ଓ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟରେ ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ…

5 years ago
ଅଦିନିଆ ବର୍ଷା: ଫସଲ ପରିଚାଳନା ପାଇଁ ଓୟୁଏଟି ପକ୍ଷରୁ କୃଷି ପରାମର୍ଶଅଦିନିଆ ବର୍ଷା: ଫସଲ ପରିଚାଳନା ପାଇଁ ଓୟୁଏଟି ପକ୍ଷରୁ କୃଷି ପରାମର୍ଶ

ଅଦିନିଆ ବର୍ଷା: ଫସଲ ପରିଚାଳନା ପାଇଁ ଓୟୁଏଟି ପକ୍ଷରୁ କୃଷି ପରାମର୍ଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ଦକ୍ଷିଣ କୋଙ୍କଣ ଓ ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ୩ରୁ ୭ ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା…

5 years ago
ରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରିରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରି

ରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରି

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀରେ ବେଆଇନ ମଣ୍ଡପ ସିଲ ପ୍ରକ୍ରିୟା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଙ୍ଗଳବାର ପ୍ରଥମେ ଏକାମ୍ର କଲେଜ ପାଖରେ ଥିବା ଗୋଖି ବାବା କଲ୍ୟାଣ ମଣ୍ଡପକୁ ସିଲ…

5 years ago