Advertisement

ମେଟ୍ରୋ

ବିଧାୟକଙ୍କ ପତ୍ନୀ ବିୟୋଗବିଧାୟକଙ୍କ ପତ୍ନୀ ବିୟୋଗ

ବିଧାୟକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୩ା୨(ବ୍ୟୁରୋ)- ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ପତ୍ନୀ ନୀଳିମା ପ୍ରଧାନଙ୍କ ରବିବାର ପରଲୋକ ହୋଇଛି। କିଛିଦିନ ତଳେ କାନରେ ସେ ଯନ୍ତ୍ରଣା ଅନୁଭବ କରିବାରୁ…

5 years ago
ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ରରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର

ରାଜ୍ୟ ଦାୟିତ୍ୱରୁ ମୁକ୍ତ ହେଲେ ରୂପା ମିଶ୍ର

ଭୁବନେଶ୍ୱର,୩ା୨(ବ୍ୟୁରୋ): ୨୦୦୪ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ରୂପା ମିଶ୍ରଙ୍କୁ ନିକଟରେ କେନ୍ଦ୍ରୀୟ ନିଯୁକ୍ତି ମିଳିଛି। ସେ କେନ୍ଦ୍ରରେ ଜଳଶକ୍ତି ମନ୍ତ୍ରଣାଳୟ ଅଧୀନସ୍ଥ ପାନୀୟଜଳ ଏବଂ ପରିମଳ ବିଭାଗର…

5 years ago
ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌

ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ…

5 years ago
୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

୪ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୨(ବ୍ୟୁରୋ): କିଛିଦିନ ଧରି ଉଭାନ୍‌ ହୋଇଯାଇଥିବା ଶୀତ ଏବେ ପୁଣି ଫେରିବା ଆରମ୍ଭ କରିଛି। ସନ୍ଧ୍ୟା ହେଲେ ଥଣ୍ଡା ଅନୁଭୂତ ହେଉଥିବାବେଳେ ରାତିରେ ବିଭିନ୍ନ ସ୍ଥାନରେ କୁହୁଡ଼ି…

5 years ago
ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନାଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

ଇସ୍କନ ବିରୋଧରେ ଏତଲା ଦେଲା ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୨ା୨:ଇସ୍କନ ପକ୍ଷରୁ ମୁମ୍ବାଇରେ ଗତ ଗୁରୁବାର ଅଦିନିଆ ରଥଯାତ୍ରା ଆୟୋଜିତ ହୋଇଥିଲା। ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହାପ୍ରଭୁଙ୍କ ପ୍ରତି ଅପମାନ ବୋଲି ଦର୍ଶାଯାଇ…

5 years ago
ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍‌ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍‌

ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୨ା୨(ବ୍ୟୁରୋ) - ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ…

5 years ago
ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଦୁର୍ନୀତି ନିରୋଧ ଅଭିଯାନ: ମାସକ ମଧ୍ୟରେ ୧୦ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨।୨(ବ୍ୟୁରୋ)- ଦୁର୍ନୀତି ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗୋଟିଏ ମାସରେ ୧୦ଜଣଙ୍କୁ ବରଖାସ୍ତ କରାଗଲାଣି। ରାଜ୍ୟରୁ ଦୁର୍ନୀତି ହଟାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

5 years ago
ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା କରିବାର…

5 years ago
ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ…

5 years ago
କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀକୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ…

5 years ago