Advertisement

ମେଟ୍ରୋ

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନାବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ବସ୍‌ରେ ମହିଳାଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ: ମହିଳା ସିଟରେ ପୁରୁଷ ବସିଲେ ଜରିମାନା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଘରୋଇ ବସ୍‌ ଓ ମୋ ବସ୍‌ରେ ମହିଳା ଯାତ୍ରୀ ଅନେକ ସମୟରେ ଦୁର୍ବ୍ୟବହାରର ଶିକାର ହେଉଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ନିଯୁକ୍ତ ଏସ୍‌ପିଓମାନେ ପୋଲିସ…

5 years ago
ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରକ୍ତ ଦେଇ ଗର୍ଭବତୀଙ୍କ ଜୀବନ ବଞ୍ଚାଇଲେ ଫାର୍ମାସିଷ୍ଟ:ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଆଜି ବି ମାନବିକତା ବଞ୍ଚିରହିଛି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ୟୁଷିତ ମାଲ୍‌କାନଗିରି ଜିଲାରେ। ଜଣେ ଗର୍ଭବତୀ ମହିଳାଙ୍କୁ ରକ୍ତ ଦେଇ ତାଙ୍କ…

5 years ago
ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲାପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପଞ୍ଚାନନଙ୍କ ଚିତ୍ରକଳା ‘ୱାନ୍‌ନେସ୍‌’ ପୁସ୍ତକରେ ସ୍ଥାନ ପାଇଲା

ପୁରୁଣା ଭୁବନେଶ୍ୱର,୨୯।୧  (ଡି.ଏନ.ଏ.):ପୁଡୁଚେରିର ଆରୋଧନ ଗ୍ୟାଲେରୀ ଦ୍ୱାରା ବିଶ୍ୱର କେତେଜଣ ବିଶିଷ୍ଟ ଚିତ୍ରକର, ମୂର୍ତ୍ତିିକାର, ନୃତ୍ୟଶିଳ୍ପୀ, ଲେଖକ, ଅଭିନେତା, ଫଟୋ ଗ୍ରାଫର ଓ ସଙ୍ଗୀତ ଶିଳ୍ପୀଙ୍କ କୃତୀକୁ…

5 years ago
ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦରସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ସୁରକ୍ଷା ପାଇଁ ଡିଜିପିଙ୍କ ଦ୍ୱାରସ୍ଥ ହେଲେ ପରବିନ୍ଦର

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଞ୍ଜାବୀ ଯୁବକ ପରବିନ୍ଦର ପାଲ୍‌ ସିଂଙ୍କୁ ପୋଲିସ ସମ୍ମୁଖରେ ସଂଘବଦ୍ଧ ଆକ୍ରମଣ ଓ ତାଙ୍କ ପଗଡ଼ିକୁ ଗୋଇଠାମାଡ଼ ଘଟଣାରେ ପୋଲିସର ପଦକ୍ଷେପକୁ ନେଇ ନାନା ଚର୍ଚ୍ଚା…

5 years ago
ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ମଧ୍ୟବର୍ତ୍ତିକାଳୀନ କ୍ଷତିପୂରଣ ସହ ପୀଡ଼ିତାଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାକତ୍ାର ଘଟଣାକୁ ନେଇ ରାଜ୍ୟ କଂଗ୍ରେସର ଏକ ପ୍ରତିନିଧି ଦଳ ମଙ୍ଗଳବାର ରାଜ୍ୟ ମାନବିକ ଅଧିକାର…

5 years ago
ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭାଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଆଜି ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶୋକସଭା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ଶାସ୍ତ୍ରୀୟ ସଙ୍ଗୀତ ଜଗତର ମହାନ୍‌ କିମ୍ବଦନ୍ତୀ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ବୁଧବାର ସାରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଏକ ରାଜ୍ୟସ୍ତରୀୟ ଶୋକସଭା ଅନୁଷ୍ଠିତ…

5 years ago
୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍‌ସିର ଚଢ଼ାଉ୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍‌ସିର ଚଢ଼ାଉ

୪ ପଲିଥିନ ଫ୍ୟାକ୍ଟ୍ରିରେ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସରକାର ପଲିଥିନ ଓ ପ୍ଲାଷ୍ଟିକ୍‌ ବ୍ୟବହାର ଉପରେ କଟକଣା ଲଗାଇବା ସହ ଏହାର ଉପତ୍ାଦନକୁ ନିୟନ୍ତ୍ରିତ କରିବାରେ ପଦକ୍ଷେପ ନେଉଛନ୍ତି। ହେଲେ କେତେକ ପଲିଥିନ୍‌ ଫ୍ୟାକ୍ଟ୍ରି ବା…

5 years ago
ତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନ

ତରୁଣକାନ୍ତି ମିଶ୍ର ପାଇଲେ ପ୍ରାଣନାଥ ସମ୍ମାନ

ଖୋର୍ଦ୍ଧା ଅଫିସ,୨୯।୧ :ଖୋର୍ଦ୍ଧାର ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ୬୧ତମ ସାମ୍ବତ୍ସରିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଅଧ୍ୟକ୍ଷତାରେ…

5 years ago
ଖୋଜିଲେ ମିଳୁନି ଐତିହ୍ୟ ରାଜନଅରଖୋଜିଲେ ମିଳୁନି ଐତିହ୍ୟ ରାଜନଅର

ଖୋଜିଲେ ମିଳୁନି ଐତିହ୍ୟ ରାଜନଅର

ପୁରୁଣା ଭୁବନେଶ୍ୱର,୨୯।୧ (ଡି.ଏନ୍‌.ଏ.):ଓଡ଼ିଶା ପର୍ଯ୍ୟଟନ ବିଭାଗ ଅଧୀନରେ ଥିବା ତଥା ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗ ସୂଚୀ ୧୫୨ରେ ସ୍ଥାନ ପାଇଥିବା ପୁରୁଣା ଭୁବନେଶ୍ୱରର ଐତିହ୍ୟ ରାଜନଅର ନିଜର ସ୍ଥିତି…

5 years ago
ଆରମ୍ଭ ହେଲା ପଦୋନ୍ନତି ଅଦାଲତଆରମ୍ଭ ହେଲା ପଦୋନ୍ନତି ଅଦାଲତ

ଆରମ୍ଭ ହେଲା ପଦୋନ୍ନତି ଅଦାଲତ

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ପଦୋନ୍ନତି ପାଇବାକୁ ଆଶା ରଖିଥିବା କର୍ମଚାରୀମାନଙ୍କର ମଙ୍ଗଳବାର ଠାରୁ ପଦୋନ୍ନତି ଅଦାଲତରେ ଶୁଣାଣି ଆରମ୍ଭ ହୋଇଛି। ପୂର୍ବ ଘୋଷଣା ମୁତାବକ ୬ଟି ସ୍ଥାନରେ ଆବେଦନଗୁଡ଼ିକର ଶୁଣାଣି…

5 years ago