ମେଟ୍ରୋ

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ…

5 months ago

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ…

5 months ago

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର…

5 months ago

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଯିଏ…

5 months ago

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ…

5 months ago

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା ସୀମାରାଣୀ…

5 months ago

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜ…

5 months ago

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା…

5 months ago

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ କାର୍ଯ୍ୟାଳୟ…

5 months ago

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି। ତାଙ୍କ…

5 months ago