ମେଟ୍ରୋ

ଓଏଏସ୍‌ସ୍ତରରେ ଅଦଳବଦଳ,ପକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ସ୍ତରରେ ମଙ୍ଗଳବାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ହେଲେ…

5 years ago

୧୩ରେ ବିଧାୟକମାନଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୦।୯(ବ୍ୟୁରୋ) - ଚଳିତ ମାସ ୧୩ ଏବଂ ୧୪ ତାରିଖରେ ଓଡ଼ିଶା ବିଧାନସଭାର ନବନିର୍ବାଚିତ ସଦସ୍ୟାସଦସ୍ୟମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଲୋକସଭା ସଚିବାଳୟ (ଗଣତନ୍ତ୍ର…

5 years ago

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ…

5 years ago

ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି

ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ ।…

5 years ago

ରାଜଧାନୀରୁ ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକ ରୋଡ଼,୧୦।୯(ଡି.ଏନ୍‌.ଏ): କଟକ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ମଙ୍ଗଳବାର ରାଜଧାନୀ କିଟ୍‌ ଛକରେ ଚଢ଼ାଉକରି ଜଣେ ବ୍ରାଉନ୍‌ସୁଗାର ବ୍ୟବବସାୟୀଙ୍କୁ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର…

5 years ago

ବାଳ ଅପରାଧୀଙ୍କୁ ମୁଖ୍ୟସ୍ରୋତକୁ ଆଣିବାକୁ ଉଦ୍ୟମ: ଜାମୁଝରୀରେ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଜାମୁଝରୀଠାରେ ବାଳ ଅପରାଧୀଙ୍କ ପାଇଁ ନିର୍ମାଣ ହେବ ‘ପ୍ଲେସ୍‌ ଅଫ୍‌ ସେଫ୍ଟି ହୋମ୍‌’। ସେମାନଙ୍କ ମାନସିକତାରେ ପରିବର୍ତ୍ତନ ଆଣିବା ସହ ସମାଜର ମୁଖ୍ୟ…

5 years ago

ଶଳାଙ୍କୁ ଛୁରାମାଡ଼ କରି ଜେଲ ଗଲେ ଭିଣୋଇ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଖୁଦୁରୁକୁଣୀ ଭାରକୁ କେନ୍ଦ୍ରକରି ବଚସା ପରେ ଶଳାଙ୍କୁ ଛୁରାମାଡ କରିବା ଘଟଣାରେ ଭିଣୋଇଙ୍କୁ ପୋଲିସ ଗିରଫ କରିକୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପୁରୀ…

5 years ago

ଅନନ୍ତ ବାସୁଦେବ ମନ୍ଦିର: ଅବକ୍ଷୟ ହେଉଛି କାରୁକାର୍ଯ୍ୟ, ପାର୍ଶ୍ୱ ଦେବଦେବୀ

ପୁରୁଣା ଭୁବନେଶ୍ୱର,୧୦।୯ (ଡି.ଏନ୍‌.ଏ.): ପବିତ୍ର ବିନ୍ଦୁସାଗର କୂଳରେ ଅବସ୍ଥିତ ତ୍ରୟୋଦଶ ଶତାବ୍ଦୀର ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର ଐତିହ୍ୟର ଅନ୍ୟ ଏକ ମୂକ ସାକ୍ଷୀ ହେଉଛି ମହାପ୍ରଭୁ…

5 years ago

ବିଏମ୍‌ସିର ଏନ୍‌ଓସି ପ୍ରସ୍ତାବକୁ ପୂଜା କମିଟିର ନା

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜଧାନୀରେ ଦୁର୍ଗାପୂଜା ପାଇଁ ମଣ୍ଡପଗୁଡ଼ିକ ବିଭିନ୍ନ ବିଭାଗର ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି) ଆଣିଥାନ୍ତି। ପୋଲିସ, ଅଗ୍ନିଶମ, ପୂର୍ତ୍ତ, ବିଦ୍ୟୁତ୍‌, ସାଧାରଣ ପ୍ରଶାସନ ବିଭାଗ…

5 years ago

ଘାରିଛି ହେଲ୍‌ମେଟ୍‌ ଭୟ: ବଢ଼ିଛି ବ୍ୟବସାୟ

କଟକ ଅଫିସ,୧୦।୯: ନିଦ ହଜାଇ ସାରିଲାଣି ମୋଟର ଯାନ ଆଇନ-୨୦୧୯। ନିୟମ ଉଲ୍ଲଂଘନ କରି ଯାତାୟତ କରୁଥିବା ବାଇକ ଚାଳକମାନେ ଏବେ ଟ୍ରାଫିକ ପୋଲିସକୁ ଦେଖି ବାଟ…

5 years ago