ମେଟ୍ରୋ

୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଟଣୀ, ୨୩।୭(ଡି.ଏନ୍‌.ଏ.): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଖୋର୍ଦ୍ଧା ଜିଲା ଜଟଣୀ କୁଦିଆରି ଦଳିତ ସାହିରୁ ମଙ୍ଗଳବାର ୧୭ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ନଗଦ ୬…

5 years ago

ବିଭିନ୍ନ ଦାବିନେଇ ଭାରତ ଗ୍ୟାସ ଡିପୋ ସମ୍ମୁଖରେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ଥିବା ଭାରତ ଗ୍ୟାସ ଡିପୋ ସମ୍ମୁଖରେ ମଙ୍ଗଳବାର ଠିକା ଶ୍ରମିକଙ୍କ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇଛି । ୧୭ ଜଣ ଛଟେଇ…

5 years ago

ଖୋର୍ଦ୍ଧା ତହସିଲ ଅଞ୍ଚଳର ବେଆଇନ ପଥରଖଣି, କ୍ରଶର ଉପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚଢ଼ାଉ

ଖୋର୍ଦ୍ଧା ଅଫିସ,୨୩।୭: ଖୋର୍ଦ୍ଧା ତହସିଲ ଅଞ୍ଚଳର ବିଭିନ୍ନ ବେଆଇନ ପଥର ଖଣି ଓ କ୍ରଶର ଉପରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ପକ୍ଷରୁ ମଙ୍ଗଳବାର ଚଢ଼ାଉ ଜାରିରହିଛି। ଏକକାଳୀନ କ୍ରାଇମବ୍ରାଞ୍ଚ…

5 years ago

ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

କଟକ ଅଫିସ, ୨୩।୭: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ପରିଚୟ…

5 years ago

ଶ୍ରାବଣ ମାସ ପ୍ରଥମ ସୋମବାର ଶ୍ରୀଲିଙ୍ଗରାଜଙ୍କ ପୀଠରେ ୩ ହଜାର କାଉଡ଼ିଆ

ପୁରୁଣା ଭୁବନେଶ୍ୱର,୨୩। ୭(ଡି.ଏନ.ଏ.): ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କୁ ପ୍ରାୟ ୩ ହଜାର ୪୦ ଜଣ କାଉଡ଼ିଆ ଜଳଲାଗି କରିଥିବା ପ୍ରଶାସନ ସୂତ୍ରରୁ ପ୍ରକାଶ।…

5 years ago

ପ୍ରଶାସନ ପକ୍ଷରୁ ୨ୟ ପର୍ଯ୍ୟାୟ ଉଚ୍ଛେଦ ମାଟିରେ ମିଶିଲା ଛୋଟାଙ୍କ ଆଉ ୨୪ ବଖରା

ଖୋର୍ଦ୍ଧା ଅଫିସ,୨୨। ୭ ବ୍ରାଉନସୁଗାର ଓ ପଥର ବ୍ୟବସାୟୀ ସୁଧାଂଶୁ ପରିଡା ଓରଫ ଛୋଟା ଏସଟିଏଫ ରିମାଣ୍ଡ ଅବଧି ସରିଲା ପରେ ଏବେ ଖୋର୍ଦ୍ଧା ସବ୍‌ଜେଲରେ ଅଛନ୍ତି।…

5 years ago

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ ନେଇ…

5 years ago

ଶିକ୍ଷାର ଉନ୍ନତି ପାଇଁ ଭାରତକୁ ସହଯୋଗ କରିବ ଚାଇନା

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଚାଇନାର କନସୁଲ୍‌ ଜେନେରାଲ୍‌ ଝା ଲିଉ ଓ ତାଙ୍କର ପତ୍ନୀ ଝେଙ୍ଗ ହୁଇକୁନ୍‌ ସୋମବାର ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ପରିଦର୍ଶନ କରିଛନ୍ତି। ସାଇ ଇଣ୍ଟରନ୍ୟାଶନାଲ୍‌ର…

5 years ago

ଶିକ୍ଷା ସବୁ ସମସ୍ୟାର ସମାଧାନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଶିକ୍ଷା ସମସ୍ତ ସମସ୍ୟାର ସମାଧାନ କରିପାରେ। ଉପଯୁକ୍ତ ଶିକ୍ଷା ପାଇପାରିଲେ ଜୀବନରେ ଶାନ୍ତି ଓ ସଫଳତା ମିଳେ। ଶିକ୍ଷା ସମସ୍ତଙ୍କର ଅଧିକାର ବୋଲି କହିଛନ୍ତି ଭାରତରେ…

5 years ago

ଲୋକଙ୍କ ଅକ୍ତିଆରରେ ‘ମୋ ସାଇକେଲ’

ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଭୁବନେଶ୍ୱରରେ ହକି ବିଶ୍ୱକପ୍‌ ଆରମ୍ଭ ହେବା ପୂର୍ବରୁ କ୍ୟାପିଟାଲ ରିଜିୟନ୍‌ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ମୋ ସାଇକେଲ ଓ ମୋ ବସ୍‌କୁ ଉଦ୍‌ଘାଟନ କରାଯାଇଥିଲା।…

5 years ago