ମେଟ୍ରୋ

ଦୁଇଭାଗ ହେବ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲା

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ୨୦୦୮ରେ କମିଶନରେଟ ପୋଲିସ ପ୍ରତିଷ୍ଠା ହେବା ସମୟରେ ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଜନସଂଖ୍ୟା ଥିଲା ୧୦ଲକ୍ଷ। ବର୍ତ୍ତମାନ ଏହା ୧୬ ଲକ୍ଷ ଟପିଗଲାଣି।…

5 years ago

ବର୍ଷା, ଚାଷୀ ଆତ୍ମହତ୍ୟା ନେଇ ଗୃହରେ ଉଦ୍‌ବେଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଧୋକା ଦେଇଛି। ରାଜ୍ୟରେ ନିଅଣ୍ଟିଆ ବର୍ଷା। ଜୁନ ପହିଲାରୁ ଜୁଲାଇ ୧୯ ତାରିଖ ମଧ୍ୟରେ ରାଜ୍ୟରେ ୨୬ ପ୍ରତିଶତ ବର୍ଷା…

5 years ago

ଅସମାହିତ ପ୍ରଶ୍ନ

ଖୋର୍ଦ୍ଧାରେ ବିସ୍ତାର ଲାଭ କରିଆସିଛି ଖଣି ଓ ଡ୍ରଗ୍ସ ମାଫିଆଙ୍କ ବ୍ୟବସାୟ। କେଇଟା ମାସ, ବର୍ଷ ଭିତରେ ସେମାନଙ୍କୁ କୋଟିପତି ଓ ଲକ୍ଷପତି କରି ପକାଇଛି। ବ୍ୟବସାୟକୁ…

5 years ago

ଏସ୍‌ସିବିରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ ୟୁନିଟ୍‌ ସ୍ଥାପନ ପ୍ରସଙ୍ଗ: ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ପ୍ରସ୍ତୁତି ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର/କଟକ ଅଫିସ, ୨୦ା୭(ବ୍ୟୁରୋ): ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଯକୃତ ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ୍‌) ୟୁନିଟ୍‌ ସ୍ଥାପନ…

5 years ago

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଖର୍ଚ୍ଚ ଦାବି ଆଲୋଚନା: ପେସା ଆଇନ କଥା ଉଠାଇଲେ ନରସିଂହ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବିଧାନସଭାରେ ଶୁକ୍ରବାର ଅପରାହ୍ନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଥିଲେ।…

5 years ago

ମୁଲତବୀ ଆଲୋଚନା:ବାଡ ଫସଲ ଖାଇଲେ…

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେଉଁ ବଣ ଜଙ୍ଗଲ ଅଞ୍ଚଳ ନୁହେଁ,ଖୋଦ ରାଜଧାନୀରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଉଛି। ବାଡ ଯଦି ଫସଲ ଖାଇବ ତେବେ କଥା ସରିଲା। ସରକାରଙ୍କ ଆଦିବାସୀ…

5 years ago

ଶ୍ରୀ ଅନନ୍ତ ବାସୁଦେବ ମନ୍ଦିର: ଐଶାନ୍ୟ କୋଣରେ ନିର୍ମାଣ ହେବ ରୋଷଘର

ପୁରୁଣା ଭୁବନେଶ୍ୱର, ୨୦ା୭ (ଡି.ଏନ୍‌.ଏ.): ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିରର ରୂପରେଖ ବଦଳିବ। ବର୍ଷ ବର୍ଷ ଧରି ମନ୍ଦିର ପରିସରରେ ଥିବା ରୋଷଘର ମନ୍ଦିରର କାରୁକାର୍ଯ୍ୟ ନଷ୍ଟ…

5 years ago

ଫନୀକୁ ବିତିଲା ୨ମାସ, ସଳଖିହେଉନି ସୂଚନାଫଳକ

ନରାଜ,୨୦ା୭(ଡି.ଏନ୍‌.ଏ.): ବାରଙ୍ଗ ଅଞ୍ଚଳରେ ବିିଭିନ୍ନ ଅଞ୍ଚଳକୁ ରାସ୍ତା ଜଣାଇବା ପାଇଁ ଥିବା ସୂଚନାଫଳକଗୁଡିକ ବାତ୍ୟା ଫନୀରେ ଭାଙ୍ଗି ଯାଇଥିଲା। ଫନୀ ଯିବାର ଦୁଇମାସରୁ ଊର୍ଦ୍ଧ୍ୱ ହୋଇଯାଇଥିଲେ ବି…

5 years ago

କେନ୍ଦ୍ରାପଡ଼ାରେ ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଓଏଚ୍‌ଆରସିରେ ଅଭିଯୋଗ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): କେନ୍ଦ୍ରାପଡାରେ କାର୍ଯ୍ୟରତ ଜଣେ ଟିଭି ଖବରଦାତାଙ୍କୁ ଏସ୍‌ପି ନୀତି ଶେଖର ହାତ ଉଠାଇବା ସହ ଦୁର୍ବ୍ୟବହାର କରିଥିଲେ। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ତୀବ୍ର ପ୍ରତିକ୍ରିୟା…

5 years ago

ଘରଭଙ୍ଗା ବିପନ୍ନଙ୍କୁ ସାହାଯ୍ୟର ହାତବଢ଼ାଇଲେ କମ୍ରେଡ

ପୁରୁଣା ଭୁବନେଶ୍ୱର,୨୦ା୭ (ଡି.ଏନ୍‌.ଏ.): ବାତ୍ୟା ଫନୀ ଯିବାର ୨ମାସ ୧୪ଦିନ ପରେ ମଧ୍ୟ ବିପନ୍ନଙ୍କୁ ଏଯାବତ ସହାୟତା ମିଳିପାରି ନାହିଁ। ସମ୍ପୂର୍ଣ୍ଣ ଘର ଭାଙ୍ଗିଥିବା ବିପନ୍ନଙ୍କ ନଁା…

5 years ago