ମେଟ୍ରୋ

ଚାକରାଣୀଙ୍କ ଛୁରା ମାଡ଼ରେ ବୃଦ୍ଧ ଗୁରୁତର

ଭୁବନେଶ୍ୱର, ୧୯ା୭(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ କପିଳପ୍ରସାଦ ଅଞ୍ଚଳରେ ଚାକରାଣୀଙ୍କ ଛୁରା ମାଡ଼ରେ ଜଣେ ୯୦ ବର୍ଷୀୟ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ବେକ, ହାତ,…

5 years ago

ଭରସା ସାଜିଛି ବିପଦସଙ୍କୁଳ ବାଉଁଶ ପୋଲ

ସାକ୍ଷୀଗୋପାଳ, ୨୦ା୭(ଡି.ଏନ୍‌.ଏ.): ରତ୍ନଚିରା ଖଲାସୀ ନାଳପାରି ହେବାପାଇଁ ସ୍ଥାୟୀ ସେତୁଟିଏ ନାହିଁ। ଫଳରେ ପୁରୀଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଶ୍ରୀରାମଚନ୍ଦ୍ରପୁର ଗ୍ରାମପଞ୍ଚାୟତ ମଧୁବନ ମାଳର ଲୋକମାନେ ବିପଦସଙ୍କୁଳ…

5 years ago

୧୭ ଫାଇଲ୍‌ ଗାଏବ ଚର୍ଚ୍ଚା: ଭିଜିଲାନ୍ସ ତଦନ୍ତ ଦାବି

ଗୋପ, ୨୦ା୭(ଡି.ଏନ୍‌.ଏ.): ଗୋପ ବ୍ଲକରେ ଫନୀ ସହାୟତା ରାଶି ବଣ୍ଟନରେ ବ୍ୟାପକ ଦୁର୍ନିତୀ ହୋଇଥିବା ନେଇ ଅଭିଯୋଗ ଆସିଛି। ସହାୟତା ରାଶି ବଣ୍ଟନରେ ଅନ୍ତର୍ଭୁକ୍ତ ୧୭ ଗୋଟି…

5 years ago

ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରିଲେ ନିର୍ମାଣ ଶ୍ରମିକ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ ସହାୟତା କଲ୍ୟାଣ ବୋର୍ଡର ପ୍ରତ୍ୟାହାର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ଶ୍ରମ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ ହୋଇଛି। ନିର୍ମାଣ ଶ୍ରମିକମାନଙ୍କ…

5 years ago

ବିକାଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଶାଖା ୧.୪୧ ଲକ୍ଷ ଛୁଇଁଛି। ବ୍ୟାଙ୍କଗୁଡିକ ଦେଶର ୯୫% ଲୋକଙ୍କ ନିକଟରେ ପହଞ୍ଚି ପାରିଛନ୍ତି। ଦେଶର ଭିତ୍ତିଭୂମି…

5 years ago

ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍‌: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍‌

କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍‌ରେ ଯାତ୍ରୀଙ୍କ…

5 years ago

ରେଭେନ୍‌ଶା ବିଶ୍ୱବିଦ୍ୟାଳୟ: ନାମଲେଖାରେ ଅସନ୍ତୋଷ: ନିର୍ଦ୍ଧାରିତ ସିଟ୍‌ର ଦୁଇଗୁଣା ଛାତ୍ରୀଛାତ୍ରଙ୍କୁ ନିମନ୍ତ୍ରଣ

କଟକ ଅଫିସ,୨୦ା୭: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଆଇଏସ୍‌ଟି ଓ ଆଇଟିଏମ୍‌ ବିଭାଗରେ ନାମଲେଖା ସମୟରେ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ନିର୍ଦ୍ଧାରିତ ସିଟ୍‌ଠାରୁ ଅଧିକ…

5 years ago

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ ପାଇବେ ଗାନ୍ଧୀ ସେବା ସମ୍ମାନ

କଟକ ଅଫିସ, ୨୦ା୭: ସ୍ବାଧୀନତା ସଂଗ୍ରାମୀ ଓ ପ୍ରାକ୍ତନ ଏମ୍‌ପି ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକ ମର୍ଯ୍ୟାଦାଜନକ ଗାନ୍ଧୀ ସେବା ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।…

5 years ago

ଲିଙ୍ଗରାଜଙ୍କ ଜମିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ, ୨୦ା୭: ଭୁବନେଶ୍ୱରର ଭୀମପୁର ମୌଜାରେ ମହାପ୍ରଭୁ ଲିଙ୍ଗରାଜଙ୍କ ୨ ଏକର ୩୫୬ ଡେସିମିଲ ଜମିକୁ ଦିଲ୍ଲୀର ଏକ ଘରୋଇ ସଂସ୍ଥାକୁ ୯୯ ବର୍ଷ ପାଇଁ…

5 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ବିଶ୍ୱଭୂଷଣ

ପୁରୀ ଅଫିସ, ୨୦ା୭: ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ବିଶ୍ୱଭୂଷଣ ହରିଚନ୍ଦନ ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପ୍ରାୟ ଅଧଘଣ୍ଟା ମନ୍ଦିରରେ…

5 years ago