ମେଟ୍ରୋ

ଶିଳ୍ପ ପାଇଁ ଜମି ନେଇ ସ୍କୁଲ, କଲେଜ ହୋଇଛି , ଏହାର ଯାଞ୍ଚ କରାଯାଉ: ସୁରେଶ ରାଉତରାୟ

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ଖୋର୍ଦ୍ଧା ଜିଲାରେ ରାଜ୍ୟସ୍ତରୀୟ ସିଙ୍ଗିଲ ଓ୍ବିଣ୍ଡୋ କମିଟି କର୍ତ୍ତୃପକ୍ଷଙ୍କ ଅନୁମୋଦିତ ଦ୍ୱାରା ୯ଟି ବୃହତ୍‌ ଶିଳ୍ପ ସ୍ଥାପିତ ହୋଇଛି। ସେଗୁଡିକ ହେଲା ହିନ୍ଦୁସ୍ଥାନ ଅର୍ବାନ୍‌…

5 years ago

କ୍ରୀଡ଼ାକୁ ପ୍ରୋତ୍ସାହନ: ଖୁବ୍‌ଶୀଘ୍ର ଆସିବ ନୂଆ କ୍ରୀଡ଼ା ନୀତି

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ନୂତନ କ୍ରୀଡ଼ା ନୀତି (ସ୍ପୋର୍ଟସ୍‌ ପଲିସି) ଆସିବ। ଏଥିପାଇଁ ଚିଠା ନୀତି ପ୍ରସ୍ତୁତି ଚାଲିଛି। କ୍ରୀଡ଼ା ଓ କ୍ରୀଡ଼ା ବ୍ୟକ୍ତିଙ୍କୁ ପ୍ରୋତ୍ସାହନ…

5 years ago

ରାଜ୍ୟରେ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ ସ୍ଥାନ ଚିହ୍ନଟ: ଉତ୍ପାଦନ ହେବ ୩୪୦ ମେଗାଓ୍ବାଟ୍‌

ଭୁବନେଶ୍ୱର, ୧୯।୭(ବ୍ୟୁରୋ): ରାଜ୍ୟରେ ୧ରୁ ୨୫ ମେଗାଓ୍ବାଟ୍‌ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପାଇଁ ୮୭ଟି ସ୍ଥାନ ଚିହ୍ନଟ କରାଯାଇଛି। ଏହିସବୁ ପ୍ରକଳ୍ପ କେନ୍ଦ୍ରାପଡ଼ା, ରାୟଗଡ଼ା, ଫୁଲବାଣୀ,…

5 years ago

ପାଟକୁରାବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌: ଆପଣଙ୍କ ପସନ୍ଦର ପ୍ରାର୍ଥୀଙ୍କୁ ଚୟନ କରିଛି; ଅଞ୍ଚଳର ବିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦିଅନ୍ତୁ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଏହାର ୪୮ ଘଣ୍ଟା ପୂର୍ବରୁ ଅର୍ଥାତ ଗୁରୁବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହୋଇଛି। ଗୋଟିଏ ପଟେ ଉକ୍ତ ଆସନକୁ…

5 years ago

ସିଇଓଙ୍କୁ ଭାଜପାର ଫେରାଦ: ଡେରାବିଶ ବ୍ଲକରେ ହେଉଛି ମଦ କାରବାର; ଏବେ ବି ପାଟକୁରାରେ ବୁଲୁଛନ୍ତି ବିଜେଡି ବିଧାୟକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ଶନିବାର ପାଟକୁରାରେ ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ ବିଜେଡିର ବିଧାୟକ ତଥା ନେତାମାନେ ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛନ୍ତି।…

5 years ago

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର ଏବେ…

5 years ago

ମିସେସ୍‌ ଇଣ୍ଡିଆ ପାଇଁ ଭୁବନେଶ୍ୱର ଚୟନ ପ୍ରକ୍ରିୟା ୨୧ରେ

ଭୁବନେଶ୍ୱର,୧୯।୭(ବ୍ୟୁରୋ) : ମିସେସ୍‌ ଇଣ୍ଡିଆ ୨୦୧୯ ପ୍ରତିଯୋଗିତା ପାଇଁ ଭୁବନେଶ୍ୱରରେ ଅଡିସନ ବା ଚୟନ ପ୍ରକ୍ରିୟା ସ୍ଥାନୀୟ ହୋଟେଲ ହିନ୍ଦୁସ୍ତାନ ଇଣ୍ଟରନ୍ୟାଶନାଲ (ଏଚ୍‌ଏଚ୍‌ଆଇ) ଠାରେ ଆସନ୍ତା ଜୁଲାଇ…

5 years ago

ଅର୍ଥ ଥାଇ ହୋଇପାରିନି ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍‌

କଟକ ଅଫିସ,୧୯ା୭: ୨୦୧୬-୧୭ରୁ ୨୦୧୮-୧୯ ମଧ୍ୟରେ ଏସ୍‌ସିବି ମେଡିକାଲକୁ ଆସିଥିବା ଲିଭର୍‌ ରୋଗୀମାନଙ୍କ ମଧ୍ୟରୁ ୧୧୯୬ ଜଣଙ୍କ ଲିଭର ପ୍ରତିରୋପଣ (ଲିଭର ଟ୍ରାନ୍ସପ୍ଲାଣ୍ଟ)ର ଆବଶ୍ୟକତା ଥିବା ଜଣାପଡ଼ିଛି।…

5 years ago

ଡବ୍ଲ୍ୟୁଓଡିସି କାର୍ଯ୍ୟାଳୟ : ପଶ୍ଚିମ ଓଡ଼ିଶା ସ୍ଥାନ୍ତାନ୍ତର ନ ହେବା ନେଇ ଉଦ୍‌ବେଗ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି)ର ମୁଖ୍ୟାଳୟ ପଶ୍ଚିମ ଓଡ଼ିଶାକୁ ସ୍ଥାନ୍ତାନ୍ତରିତ ହୋଇପାରିଲା ନାହିଁ। ଦକ୍ଷ ଲୋକଙ୍କୁ ଅଧ୍ୟକ୍ଷ କରିବା ବଦଳରେ ହାରିଥିବା ଅଥବା ଦଳୀୟ ଟିକେଟ୍‌ରୁ…

5 years ago

ନିଶା ବେପାରୀଙ୍କ ବେଆଇନ ଦୋକାନ ଉଚ୍ଛେଦ କରିବ ବିଡିଏ: ଡିସିପି

ଭୁବନେଶ୍ୱର, ୧୯ା୭(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସରକାରୀ ସ୍ଥାନକୁ ଜବରଦଖଲ କରି ବେଆଇନ ନିଶା କାରବାର ଚାଲୁଛି। ବିଭିନ୍ନ ଦୋକାନ ଖୋଲି ସେଥିରେ ନିଶାଦ୍ରବ୍ୟ ବ୍ୟବସାୟ କରାଯାଉଛି।…

5 years ago