ମେଟ୍ରୋ

ଅବ୍ୟବସ୍ଥା ଭିତରେ ଚୌଦ୍ୱାର ଜେଲ:ସୁରକ୍ଷା ଢିଲା, ସିସିଟିଭି ଅଚଳ

କଟକ ଅଫିସ,୧୬।୭: ଓଡ଼ିଶାର ସବୁଠୁ ବଡ ଜେଲ ହେଉଛି ଚୌଦ୍ୱାର ସର୍କଲ ଜେଲ। ଏଠାରେ ସବୁଠୁ ଅଧିକ କଏଦୀ ମଧ୍ୟ ରହୁଛନ୍ତି। ହେଲେ ଏହି ଜେଲରେ ଏବେ…

5 years ago

ପହଣ୍ଡି ବେଳେ ସେବକଙ୍କ ମଧ୍ୟରେ ଗଣ୍ଡଗୋଳ

ପୁରୀ ଅଫିସ, ୧୬।୭: ସିଂହଦ୍ୱାର ସମ୍ମୁଖରେ ସୋମବାର ନୀଳାଦ୍ରିବିଜେ ପହଣ୍ଡି ଚାଲିଥିଲା। ଠାକୁରମାନେ ଗୋଟି ପହଣ୍ଡିରେ ଜଣଙ୍କ ପରେ ଜଣେ ରତ୍ନସିଂହାସନକୁ ବିଜେ କରୁଥିଲେ। ହଜାର ହଜାର ଭକ୍ତ…

5 years ago

ରେକର୍ଡ ପଛରେ ଭାଙ୍ଗୁଛି ପରମ୍ପରା

ପୁରୀ ଅଫିସ, ୧୬।୭: ଶ୍ରୀମନ୍ଦିର ପ୍ରଶାସନ ଚଳିତବର୍ଷ ଘୋଷଯାତ୍ରାରେ ଏକାଧିକ ରେକର୍ଡ କରିଛି। ରଥଯାତ୍ରା ଏବଂ ବାହୁଡ଼ାର ପହଣ୍ଡି ହେଉ କି ରଥଟଣା ବେଶ୍‌ ସଅଳ ହୋଇଥିଲା।…

5 years ago

୧୮ରେ ଏଲ୍‌ଆଇସି ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ

କଟକ ଅଫିସ,୧୬।୭: ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ଅଧ୍ୟକ୍ଷ ଏମ୍‌.ଆର୍‌ କୁମାର ଚଳିତ ମାସ ୧୮ରେ ଓଡିଶା ଆସୁଛନ୍ତି। ଏହି ଅବସରରେ ତାଙ୍କୁ ଏଲ୍‌ଆଇସି କଟକ ମଣ୍ଡଳ…

5 years ago

ରାଜ୍ୟ ଗାଇଡ୍‌ କମିଶନରଙ୍କ ବିଶ୍ୱ ଜାମ୍ବୋରୀରେ ଯୋଗଦାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଭାରତ ସ୍କାଉଟସ୍‌ ଏବଂ ଗାଇଡସ୍‌ ରାଜ୍ୟ ସଂସ୍ଥାର ସହକାରୀ ଗାଇଡ୍‌ କମିଶନର ଡ. ନମିତା ପଟ୍ଟନାୟକ ଉତ୍ତର ଆମେରିକାର ପଶ୍ଚିମ ଭର୍ଜିନିଆରେ ହେଉଥିବା ୨୪ତମ ବିଶ୍ୱ…

5 years ago

ଶ୍ରୀଜଗନ୍ନାଥଙ୍କ ପ୍ରସ୍ଥାନ, ପ୍ରତ୍ୟାବର୍ତ୍ତନ ନାହିଁ: ଗବେଷକ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ପ୍ରଭୁ ଶ୍ରୀଜଗନ୍ନାଥ ମାନବସମାଜକୁ ସଂସ୍କାରିତ ଜୀବନର ବାର୍ତ୍ତା ଦେଇଥାନ୍ତି। ଦେବତା ହୋଇ ମଧ୍ୟ ମାନବସମାଜର ଧର୍ମ, କର୍ମ, କର୍ତ୍ତବ୍ୟ ଓ ପରିପାଳନର ସନ୍ଦେଶ ଦିଅନ୍ତି। ତାଙ୍କର…

5 years ago

ବଙ୍ଗଳା ଫିଲ୍ମରେ ‘ରଙ୍ଗବତୀ’

ଭୁବନେଶ୍ୱର,୧୬।୭(ବ୍ୟୁରୋ): ହିନ୍ଦୀ ପରେ ବଙ୍ଗଳା ସିନେମାରେ ସ୍ଥାନ ପାଇଛି ଲୋକପ୍ରିୟ ସମ୍ବଲପୁରୀ ଗୀତ ରଙ୍ଗବତୀ। ୭୦ ଦଶକର ପ୍ରସିଦ୍ଧ ଏହି ଗୀତକୁ ଶ୍ରୋତାମାନେ ତେଲୁଗୁ ଓ ହିନ୍ଦୀ…

5 years ago

ଭିଜିଲାନ୍ସ ଜାଲରେ ୯ ଆଇଏଏସ୍‌, ୨୨୭ ଓଏଏସ୍‌

ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ ତଳୁ ଉପର ଯାଏ ଦୁର୍ନୀତି ଖୁନ୍ଦି ହୋଇ ରହିଛି। କେବଳ ତଳିଆ କର୍ମଚାରୀ ଯେ ହାତଗୁଞ୍ଜା ନେଉଛନ୍ତି ତାହା ନୁହେଁ, ବଡ଼ ବାବୁମାନେ ମଧ୍ୟ ଦୁର୍ନୀତିରୁ…

5 years ago

ବିଧାନସଭା ପ୍ରଶ୍ନୋତ୍ତର: ସରକାରୀ କର୍ମଚାରୀଙ୍କ ଦରମା, ପେନ୍‌ସନ ୩୮,୮୦୦ କୋଟି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ସରକାରୀ କର୍ମଚାରୀଙ୍କ ଦରମା ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୩୮ ହଜାର ୮୦୦ କୋଟି ଟଙ୍କା ଖର୍ଚ୍ଚ…

5 years ago

ଖର୍ଚ୍ଚ ଦାବି ଆଲୋଚନାରେ ସରକାରଙ୍କୁ ବିରୋଧ

ଭୁବନେଶ୍ୱର, ୧୬।୭(ବ୍ୟୁରୋ): ଗୃହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ଏବଂ ଅବକାରୀ ବିଭାଗର ଖର୍ଚ୍ଚ ଦାବି ଉପରେ ସୋମବାର ଅପରାହ୍ନରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ଉଭୟ…

5 years ago