ମେଟ୍ରୋ

ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ପ୍ରକାଶ: ବିଜ୍ଞାନରେ ୮୯.୨%, କଳାରେ ୭୦.୪%, ବାଣିଜ୍ୟରେ ୭୫.୮୩%

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଶନିବାର ପ୍ରକାଶ ପାଇଛି। ସାମ୍‌ସ ପକ୍ଷରୁ ପ୍ରକାଶିତ ତାଲିକା ଅନୁସାରେ,…

5 years ago

ଅଧରପଣା: ୧୨ରୁ ଏବେ ୯ ହାଣ୍ଡି

ପୁରୀ ଅଫିସ, ୧୪।୭: ନବଦିନାତ୍ମକ ଯାତ୍ରା ଶେଷ କରି ଜନ୍ମବେଦିରୁ ବାହୁଡ଼ାଯାତ୍ରାରେ ଫେରିବା ପରେ ତା’ ପରଦିନ ରଥ ଉପରେ ମହାପ୍ରଭୁଙ୍କର ଅତ୍ୟନ୍ତ ମନୋରମ ସୁନାବେଶ ଅନୁଷ୍ଠିତ…

5 years ago

ଦେବାଳିଆ ହେଉଛନ୍ତି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ: ଖାଉଛନ୍ତି ଶିଳ୍ପ, ଗଣୁଛନ୍ତି ସରକାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବ୍ୟବସ୍ଥା ସାଂଘାତିକ ଅବସ୍ଥା ଦେଇ ଗତି କରୁଛି। ବିଦ୍ୟୁତ୍‌ ନିଅଣ୍ଟିଆ ଏବଂ ଋଣ ବୋଝରେ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଉବୁଟୁବୁ ହେଲେଣି…

5 years ago

ମଦ ବିକ, ପୁରସ୍କାର ନିଅ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ରାଜ୍ୟରେ ମଦ ବିକ୍ରିକୁ ନେଇ ବିଭିନ୍ନ ସମୟରେ ଆନ୍ଦୋଳନ ହେଉଛି। ବିଷାକ୍ତ ମଦ ପିଇ ବହୁ ଜୀବନ ଚାଲି ଯାଉଛି। ଏହାକୁ ବିରୋଧ କରି…

5 years ago

ସୁନାବେଶରେ ଦର୍ଶନ ଦେଲେ ମହାବାହୁ

ପୁରୀ ଅଫିସ,୧୩।୭: ଶନିବାର ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ଶ୍ରୀମନ୍ଦିରରେ ଅନ୍ୟାନ୍ୟ ନୀତି ବଢ଼ି ମଧ୍ୟାହ୍ନ ଧୂପ, ମଇଲମ ପରେ ମେକାପ ସର୍ବାଙ୍ଗ ନୀତି ସମ୍ପନ୍ନ…

5 years ago

ଗରୁଡ଼ ଶୟନ ଦ୍ୱାଦଶୀ ତିଥିରେ ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ ଅଫିସ, ୧୩।୭: ଶନିବାର ହେଉଛି ମହାପ୍ରଭୁଙ୍କର ପବିତ୍ର ସୁନାବେଶ। ମହଣ ମହଣ ସ୍ବର୍ଣ୍ଣାଳଙ୍କାରରେ ସଜ୍ଜିତ ହୋଇ ଶ୍ରୀଜୀଉମାନେ ରଥ ଉପରୁ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରତିବର୍ଷ…

5 years ago

ପାଟକୁରା ନିର୍ବାଚନ: ରବିବାର ଧର୍ମେନ୍ଦ୍ର କରିବେ ପ୍ରଚାର, ୧୮ ଜାଗାରେ ରୋଡ ଶୋ’

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆସନ୍ତା ୨୦ରେ ପାଟକୁରା ନିର୍ବାଚନ। ଏହାକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ପ୍ରଚାର…

5 years ago

ବିରୋଧୀ ଦଳ ନେତା ଚୟନ ପ୍ରସଙ୍ଗ; ଜୟନାରାୟଣ କ୍ଷୋଭ ପ୍ରକାଶ କରିବା ଉଚିତ ନୁହେଁ: ପ୍ରଦୀପ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟ ରାଜନୀତିରେ ପୂର୍ବାପେକ୍ଷା ଶକ୍ତି ବୃଦ୍ଧି କରି ମୁଖ୍ୟ ବିରୋଧୀ ଦଳ ମାନ୍ୟତା ହାସଲ କରିବାରେ ସଫଳ ହୋଇଛି ଭାଜପା। ଏବେ କିନ୍ତୁ ଦଳରେ ଦାୟିତ୍ୱ…

5 years ago

ଦୁଇଦିନରେ ୨୮ ନିଶା ବେପାରୀ ଗିରଫ

ଭୁବନେଶ୍ୱର,୧୩।୭(ବ୍ୟୁରୋ)/ ଜଟଣୀ/ ଯାଁଳା/ ବାରଙ୍ଗ (ଡି.ଏନ୍‌.ଏ.): ରାଜଧାନୀ ଓ ଉପକଣ୍ଠରେ ନିଶାମାଫିଆ ଆଡ୍ଡା ଜମାଇ ବଡ଼ ବଡ଼ ଅପରାଧ ଘଟାଇଚାଲିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ପୋଲିସର ନିଦ…

5 years ago

କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ…

5 years ago