ମେଟ୍ରୋ

ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ମାନସମନ୍ଥନ କାର୍ଯ୍ୟକ୍ରମ:ନାଗରିକ କୈନ୍ଦ୍ରିକ ପ୍ରଶାସନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟର ଜନସାଧାରଣଙ୍କ ନିକଟରେ ପ୍ରଶାସନ ଉତ୍ତରଦାୟୀ। ନାଗରିକ କେନ୍ଦ୍ରିକ ପ୍ରଶାସନ ପାଇଁ ସମସ୍ତ ଉଦ୍ୟମ କରିବା ଉଚିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି।…

5 years ago

ଓଏଏସ୍‌ ସ୍ତରରେ ଅଦଳବଦଳ: ୪୧ ଜଣଙ୍କୁ ବଦଳି

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ୍‌ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ସ୍ବତନ୍ତ୍ର ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ…

5 years ago

ଆଜି ୯ ଜିଲାରେ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଝାଡ଼ଖଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସୋମବାର ଉତ୍ତର ଓଡ଼ିଶା…

5 years ago

ଆଧାର ନ ଥିଲେ ଚାଉଳ ନାହିଁ

ଭୁବନେଶ୍ୱର,୯ା୭(ବ୍ୟୁରୋ): ବ୍ୟକ୍ତିର ସମସ୍ତ ବ୍ୟକ୍ତିଗତ ପଞ୍ଜିକା ଆଧାର କାର୍ଡରେ ଲିପିବଦ୍ଧ ହୋଇ ରହିଛି। ଏହାକୁ କୌଣସି ପରିସ୍ଥିତିରେ କୌଣସି ଜନକଲ୍ୟାଣକାରୀ ଯୋଜନାରେ ଦେବାକୁ ବାଧ୍ୟତାମୂଳକ କରାଯାଇପାରିବ ନାହିଁ।…

5 years ago

ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ରାସଲୀଳା

ପୁରୀ ଅଫିସ, ୮ା୭: ନବଦିନାତ୍ମକ ଯାତ୍ରାରେ ଆସି ଚତୁର୍ଦ୍ଧାବିଗ୍ରହ ଆଡପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଗହଳି ଲାଗୁଛି ଶରଧାବାଲିରେ। ତେବେ ମଙ୍ଗଳବାରଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆରମ୍ଭ…

5 years ago

ସବୁଜିମା ଫେରିବା ନେଇ ଆଶଙ୍କା: ଚାରା ନେବାକୁ ଆଗ୍ରହ ଦେଖାଉନାହାନ୍ତି ସହରୀ ଲୋକ

ପୁରୀ ଅଫିସ, ୮ା୭: ପୁରୀ ଜିଲାକୁ ଏକପ୍ରକାର ଗଛ ଶୂନ୍ୟ କରିଦେଇଛି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ ଫନୀ। ବାତ୍ୟାରେ ଜିଲାରେ ଲକ୍ଷ ଲକ୍ଷ ଗଛ ଭାଙ୍ଗିଯିବାରୁ ସବୁଜିମା…

5 years ago

ସରକାରୀ ଡାକ୍ତରଖାନାକୁ ଦିଆଯିବ ବିଶ୍ୱସ୍ତରୀୟ ଡାକ୍ତରୀ ଯନ୍ତ୍ରପାତି: ନିର୍ଦ୍ଧାରିତ ସମୟରେ ନ ଦେଲେ କମ୍ପାନୀ ହେବେ କଳା ତାଲିକାଭୁକ୍ତ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଡାକ୍ତରଖାନାଗୁଡ଼ିକ ଲାଗି ବିଶ୍ୱସ୍ତରୀୟ ଯନ୍ତ୍ରପାତି କିଣାଯିବ। ବିଶେଷଜ୍ଞ କମିଟିର ପରାମର୍ଶ କ୍ରମେ ଏହାକୁ କିଣିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…

5 years ago

କଲେଜରେ ୭ ଘଣ୍ଟା କାର୍ଯ୍ୟ କରିବା ନିୟମକୁ ଅଧ୍ୟାପକଙ୍କ ପରୋକ୍ଷ ବିରୋଧ: ପ୍ରଥମେ ଭିତ୍ତିଭୂମି ସଜାଡ଼, ପରେ ନିୟମ କଲେ ଦ୍ୱିଧା ନାହିଁ

ଭୁବନେଶ୍ୱର,୮।୭(ବ୍ୟୁରୋ): ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜର ନିୟମିତ ଅଧ୍ୟାପକମାନେ କଲେଜରେ ଛଅ ଘଣ୍ଟା ବଦଳରେ ୭ଘଣ୍ଟା ରହିବା ପାଇଁ ବିଜ୍ଞପ୍ତି ପ୍ରକାଶ କରାଯିବା ପରେ ଏହାର…

5 years ago

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ୬ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୮।୭(ବ୍ୟୁରୋ): ସୋମବାର ରାଜ୍ୟର ୬ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା…

5 years ago

ଶ୍ରମିକ ନେତାଙ୍କୁ ଘରେ ପଶି ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର, ୮।୭(ବ୍ୟୁରୋ): ଜଣେ ଶ୍ରମିକ ନେତାଙ୍କ ଘରେ ପଶି ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ସୋମବାର ଅଭିଯୋଗ ହୋଇଛି। ପାରାଦୀପ ଡକ୍‌ ଆଣ୍ଡ କନଷ୍ଟ୍ରକ୍‌ସନ୍‌ ୟୁନିୟନର ସମ୍ପାଦକ ଜତିକାନ୍ତ…

5 years ago