ମେଟ୍ରୋ

ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗର ଆଉ ୪ ଗିରଫ: ୬ କାର, ୬ ମୋବାଇଲ ଜବତ

କଟକ ଅଫିସ,୫।୭- ବମ୍ଫକୁଦ କାର ଲୁଟ୍‌ ଘଟଣାର ତଦନ୍ତ କରି କଟକ ସଦର ପୋଲିସ ଆନ୍ତଃରାଜ୍ୟ କାର ଲୁଟେରା ଗ୍ୟାଙ୍ଗ୍‌ର ଆଉ ୪ ଜଣ ସଦସ୍ୟଙ୍କୁ ଶୁକ୍ରବାର…

5 years ago

ରଥଚକ ତଳେ ପଡି ବାଳକଙ୍କ ମୃତ୍ୟୁ ଘଟଣା: ସରକାରଙ୍କଠାରୁ ୫, ଦେବୋତ୍ତର ବିଭାଗ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ଜିଲା ବାଣପୁର ସହରାଞ୍ଚଳର ପଲଟନ ପଡିଆସ୍ଥିତ ବଡହନ୍ତୁଆଡର ଚରଣ ଚକାଦେବଙ୍କ ରଥ ଚକା ତଳେ ପଡି ଅକ୍ଷୟ ପାତ୍ରଙ୍କ ପୁଅ ସୁନୀଲ (୭)ଙ୍କ…

5 years ago

ଛାତରୁ ପଡ଼ି ରୋଷେୟା ମୃତ: ପୋଲିସର ତଦନ୍ତ ଆରମ୍ଭ

କଟକ ରୋଡ଼, ୫।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଜଣେ ରୋଷେୟାଙ୍କର ଗୁରୁବାର ବିଳମ୍ବିତ ରାତିରେ ଛାତରୁ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା…

5 years ago

ଅପହରଣ ପରେ ଯୁବକଙ୍କୁ ଟାୟାର ଜାଳି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଖୋର୍ଦ୍ଧା ଅଫିସ/ନିରାକାରପୁର,୫।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ଓ ଉଗ୍ରତାରା ଛକ ନିକଟସ୍ଥ ଏକ ଜଙ୍ଗଲରୁ ଶୁକ୍ରବାର ସକାଳେ ହାଡ଼କଙ୍କାଳ ଜବତ ହୋଇଛି। ଏହା ନୟାଗଡ଼ ଜିଲା ଶରଣକୁଳ…

5 years ago

ମୌସୁମୀ ଦୁର୍ବଳ, ୯ ଯାଏ କାଁ ଭାଁ ବର୍ଷା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବହୀନ ରହିଛି। ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୯ ତାରିଖ ଯାଏ…

5 years ago

ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୫।୭(ବ୍ୟୁରୋ) : ଲୋକ ସଭାରେ ଗୁରୁବାର ଏକାଧିକ ଓଡ଼ିଆ ଏମ୍‌ପି ବିଭିନ୍ନ ପ୍ରସଙ୍ଗ ଉପସ୍ଥାପନ କରିଛନ୍ତି। ବିଜେଡି ଟିକେଟ୍‌ରେ ଆସ୍କାରୁ ବିଜୟୀ ହୋଇଥିବା ପ୍ରମିଳା ବିଶୋଇ ପ୍ରଥମଥର…

5 years ago

ଇସ୍କନ ରଥଯାତ୍ରା : ଲକ୍ଷାଧିକ ଭକ୍ତଙ୍କ ଗହଣରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ରଥ

ଭୁବନେଶ୍ୱର,୫।୭(ବ୍ୟୁରୋ): ଭୁବନେଶ୍ୱରର ପ୍ରସିଦ୍ଧ ଇସ୍କନ ମନ୍ଦିର ରଥଯାତ୍ରା ଏଥର ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ମହାପ୍ରଭୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା…

5 years ago

ଶରଧାବାଲିରେ ତିନିରଥ : ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ ଅଫିସ,୫।୭ : ଶ୍ରୀମନ୍ଦିର ଛାଡ଼ି ବଡଦାଣ୍ଡକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାବିଗ୍ରହ। ତାଙ୍କ ସ୍ପର୍ଶରେ ରଥ, ପଥ ହେଲା ବ୍ରହ୍ମମୟ। ବଡ଼ଦାଣ୍ଡରେ ଭକ୍ତ-ଭଗବାନଙ୍କର ଘଟିଲା ମହାମିଳନ। ଦାରୁଦିଅଁଙ୍କ…

5 years ago

ବାଲିପାଟଣାରେ ରଥଯାତ୍ରା

ବାଲିପାଟଣା,୫।୭(ଡି.ଏନ୍‌.ଏ.): ବାଲିପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଲିପାଟଣା ହାଟରେ ନିର୍ମିତ ଜଗନ୍ନାଥ ମନ୍ଦିରରୁ ଶ୍ରୀ ବିଗ୍ରହ ପହଣ୍ଡି ହୋଇ ମଧ୍ୟାହ୍ନରେ ରଥକୁ ଆସିଥିଲେ।…

5 years ago

ଜନ୍ମବେଦିରେ ପହଞ୍ଚିଲେ ଶ୍ରୀଜୀଉ

ଖୋର୍ଦ୍ଧା ଅଫିସ,୫।୭: ଖୋର୍ଦ୍ଧା ନିକଟସ୍ଥ ଗୁରୁଜଙ୍ଗ, ମକୁନ୍ଦପ୍ରସାଦ, ଉଇଲକିଶନନଗର ଓ ଦଧିମାଛଗାଡିଆଠାରେ ରଥଯାତ୍ରା ଅନୁରୂପ ଭାବେ ଅନୁଷ୍ଠିତ ହୋଇଯାଇଛି। ଗୁରୁଜଙ୍ଗର ବିଶ୍ୱନାଥ ମନ୍ଦିରରୁ ଏକକ ଜଗନ୍ନାଥ ରଥାରୂଢ…

5 years ago