ମେଟ୍ରୋ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଜେଲ୍‌ ଗଲେ ସେସୁ ଅଧିକାରୀ

କଟକ ଅଫିସ, ୪ା୭: ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)ର ପାରାଦୀପ ଡିଭିଜନ ଦାୟିତ୍ୱରେ ଥିବା କନିଷ୍ଠ ପରିଚାଳକ (ଅର୍ଥ) ଧନେଶ୍ୱର ସାହୁ ଜେଲ୍‌ ଯାଇଛନ୍ତି। ଭିଜିଲାନ୍ସ…

5 years ago

ଡେଙ୍ଗୁ: ସହରବାସୀ ଆତଙ୍କିତ

କଟକ ଅଫିସ, ୪ା୭: କଟକ ସହରରେ ଜଣ୍ଡିସ ପରେ ଏବେ ଡେଙ୍ଗୁ ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ସହରରେ ବିଶୁଦ୍ଧ ପାନୀୟଜଳର…

5 years ago

ବୃଦ୍ଧାଙ୍କଠାରୁ ୪ ଲକ୍ଷ ଠକେଇ: ସମ୍ପର୍କୀୟ ଗିରଫ

କଟକ ଅଫିସ,୪ା୭: ବୃଦ୍ଧାଙ୍କ ଠାରୁ ୪ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ମର୍କତନଗର ପୋଲିସ ବୁଧବାର ଜଣେ ସମ୍ପର୍କୀୟ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

5 years ago

ପ୍ରସ୍ତୁତି ଶେଷ, ଆଜି ରଥଯାତ୍ରା

କଟକ ଅଫିସ,୪ା୭: ଗୁରୁବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଭାଇଚାରାର ସହର କଟକରେ ରଥଯାତ୍ରା ଆନନ୍ଦଉଲ୍ଲାସରେ ପାଳନ କରାଯାଏ। ଏଥିପାଇଁ ସହରର ସମସ୍ତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପକ୍ଷରୁ…

5 years ago

ଯୁକ୍ତ୨ ନାମଲେଖା ଆରମ୍ଭ: ୨୯ରେ ପ୍ରଥମବର୍ଷ ପାଠ ପଢ଼ା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଯୁକ୍ତ୨ ନାମଲେଖା ବୁଧବାରଠାରୁ ଆରମ୍ଭ ହୋଇଛି। ଏଥର ଯୁକ୍ତ୨ ପ୍ରଥମବର୍ଷ ଲାଗି ୩ଲକ୍ଷ ୭୫ ହଜାର ୯୫୮ ଜଣ ଛାତ୍ରୀଛାତ୍ର ଆବେଦନ କରିଥିଲେ। ସେମାନଙ୍କ…

5 years ago

ସିୱାଇଏସ୍‌ଡିର ବଜେଟ୍‌ ବ୍ୟବଚ୍ଛେଦ: ପୂର୍ବ ଘୋଷିତ ଯୋଜନା ପାଇଁ ସାମାଜିକ ବିକାଶକୁ ଅଣଦେଖା

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷର ରାଜ୍ୟ ବଜେଟ୍‌ ବ୍ୟୟବରାଦ ଗତ ବର୍ଷ ତୁଳନାରେ ୧୫.୭ ପ୍ରତିଶତ ବୃଦ୍ଧି ଘଟିଛି। ସେହି ଅନୁସାରେ ସାମାଜିକ କ୍ଷେତ୍ରର ବ୍ୟୟ…

5 years ago

ପ୍ରଫେସର ଗୌରକିଶୋର ଦାସଙ୍କ ପରଲୋକ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବିଶିଷ୍ଟ ଶିକ୍ଷାବିତ୍‌ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୌରକିଶୋର ଦାସଙ୍କର ବୁଧବାର ଦେହାନ୍ତ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ପ୍ରଫେସର…

5 years ago

ଈଶ୍ୱରଙ୍କ କଳାକୃତି: ୬୩୫ଟି ଦିଆସିଲି କାଠିରେ ନିର୍ମାଣ କଲେ ତିନି ରଥ, ଉଚ୍ଚତା ୩.୫ ଇଞ୍ଚ

ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ଘୋଷଯାତ୍ରା। ଏହି ନବଦିନାତ୍ମକ ଯାତ୍ରା ପାଇଁ ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ପ୍ରତିଟି ଓଡ଼ିଆ ପ୍ରାଣର ଦେବତା ଜଗନ୍ନାଥଙ୍କର…

5 years ago

ଧାରଣାରେ ନ ବସି ଗାଡ଼ି ଚଳାଇବାରୁ ଆକ୍ରୋଶର ଶିକାର ହେଲେ ‘ଓଲା’ ଚାଳକ: ମହିଳା ଯାତ୍ରୀ ଥିବା ସତ୍ତ୍ୱେ ଗାଡ଼ି ଭଙ୍ଗାରୁଜା, ମାଡ଼ ମାରିବା ଅଭିଯୋଗ

ଭୁବନେଶ୍ୱର,୩।୭(ବ୍ୟୁରୋ): ବିଭିନ୍ନ ଦାବି ନେଇ ଗତ ୬ ଦିନ ଧରି ‘ଓଲା’ ଚାଳକମାନେ ଧାରଣାରେ ବସିଛନ୍ତି। ହେଲେ ଜଣେ ଚାଳକ ଏହାକୁ ସମର୍ଥନ ନ କରି ରୋଜଗାର…

5 years ago

ରାଜଭବନ ୟୁ.ପି. ସ୍କୁଲରେ ବନ ମହୋତ୍ସବ: ସମସ୍ତ ଛାତ୍ରୀଛାତ୍ରଙ୍କୁ ବୃକ୍ଷରୋପଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୩।୭(ବ୍ୟୁରୋ): ସ୍ଥାନୀୟ ରାଜଭବନ ୟୁ.ପି. ସ୍କୁଲରେ ବୁଧବାର ରାଜ୍ୟସ୍ତରୀୟ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଛାତ୍ରୀଛାତ୍ରମାନଙ୍କୁ…

5 years ago