ମେଟ୍ରୋ

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ : ଆଜି ଆଇନଜୀବୀଙ୍କ ଆନ୍ଦୋଳନ

କଟକ ଅଫିସ, ୯।୮ : ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ (ସ୍ୟାଟ୍‌) ଉଚ୍ଛେଦ ନେଇ ଶୁକ୍ରବାର ଆଇନଜୀବୀମାନେ ଆନ୍ଦୋଳନ କରିବେ। ଏହି ଆନ୍ଦୋଳନ ଗୋଟିଏ ଦିନ ହେବାକୁ ଥିବାବେଳେ…

5 years ago

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ ଯାଇଛନ୍ତି।…

5 years ago

ବନ୍ୟା ପ୍ରଭାବ : ଶକ୍ତି ଉତ୍ପାଦନ ପ୍ରଭାବିତ, ଦୈନିକ ୧୬ କୋଟି ବ୍ୟୟରେ କିଣାଯାଉଛି ୯୦୦ ମେଗାୱାଟ୍‌ ବିଜୁଳି

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟରେ ବିଭିନ୍ନ ପ୍ରାନ୍ତରେ ଲଗାଣ ବର୍ଷା ଯୋଗୁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ତେଣୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ ପ୍ରଭାବିତ ହୋଇଥିବା…

5 years ago

ସୁଧୁରୁଛି ବନ୍ୟା ପରିସ୍ଥିତି :ଆଜି କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର,୯।୮(ବ୍ୟୁରୋ) : ଧୀରେ ଧୀରେ ରାଜ୍ୟରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହୋଇ ଛତିଶଗଡ଼ ଆଡ଼କୁ ମୁହାଁଇଛି। ଏହାର ପ୍ରଭାବରେ ଗୁରୁବାର…

5 years ago

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ

ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍‌.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ…

5 years ago

ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର…

5 years ago

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ ହୋଇଯାଇଛି।…

5 years ago

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି…

5 years ago

ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।

5 years ago

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା.…

5 years ago