ମେଟ୍ରୋ

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ

ଭୁବନେଶ୍ୱର, ୮ା୮(ବ୍ୟୁରୋ): କେନ୍ଦ୍ର ସରକାର କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରି ଏକ କେନ୍ଦ୍ର ଶାସିତ ଅଞ୍ଚଳ କରିଛନ୍ତି। ଫଳରେ କଶ୍ମୀରବାସୀଙ୍କୁ ଆତ୍ମନିର୍ଣ୍ଣୟର ଅଧିକାରରୁ ବଞ୍ଚତ୍ତ କରିଛନ୍ତି।…

5 years ago

୬ ମାସରେ ୫୨୧ଥର ଅଯଥା ଚେନ୍‌ ପୁଲିଂ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଭାରତୀୟ ରେଲଓ୍ବେ ସର୍ବଦା ବିଳମ୍ବରେ ପହଞ୍ଚତ୍ବା ଲାଗି ସମାଲୋଚିତ ହୋଇ ଆସିଛି। କିନ୍ତୁ ଏମିତି ଏକ ତଥ୍ୟ ମିଳିଛି, ଯେଉଁଥିରେ ଟ୍ରେନ ବିଳମ୍ବ ହେବାରେ ମୁଖ୍ୟ…

5 years ago

ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ: ୮ ବିଶିଷ୍ଟ ବ୍ୟକ୍ତି ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଓଡିଶାର ପ୍ରଥମ ଇଂରାଜୀ ପ୍ରକାଶନ ମାଇଁ ସିଟି ଲିଙ୍କସ୍‌ ପକ୍ଷରୁ ମାଇଁ ସିଟି ଆୱାର୍ଡସ୍‌ର ଦ୍ୱିତୀୟ ସଂସ୍କରଣ ବୁଧବାର ସ୍ଥାନୀୟ ହୋଟେଲ ସ୍ବସ୍ତି ପ୍ରିମିୟମଠାରେ…

5 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ ଦେଲା ୩ କୋଟି

ଭୁବନେଶ୍ୱର,୮ା୮: ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। କମ୍ପାନୀର ଅଧ୍ୟକ୍ଷ ତଥା ପରିଚାଳନା…

5 years ago

ଫେଲ୍‌ ମାରିବା ପରେ ବଦଳିଲା ସର୍ବକ୍ଷମା ଯୋଜନା: ଅଧିକ ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୮ା୮(ବ୍ୟୁରୋ): ସହରରେ ଘର କରିବାକୁ ହେଲେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଘରଟି…

5 years ago

ପଞ୍ଚମ ଜାତୀୟ ହସ୍ତତନ୍ତ ଦିବସ: ବୁଣାକାରଙ୍କୁ ମିଳିଲା ପରିଚୟ ପତ୍ର

ଭୁବନେଶ୍ୱର,୮ା୮(ବ୍ୟୁରୋ): ହସ୍ତତନ୍ତର ଆଦିଭୂମି ଭାବେ ଓଡ଼ିଶା ବିଶ୍ୱପ୍ରସିଦ୍ଧ। ହସ୍ତତନ୍ତ ଆମ ରାଜ୍ୟର ପାରମ୍ପରିକ ତଥା କୌଳିକ ବୃତ୍ତି। ଓଡ଼ିଶାର ‘ଇକତ’, ବୋମକାଇ, ଖଣ୍ଡୁଆ, ମାଣିଆବନ୍ଧ, ହବାସ୍‌ପୁରୀ, କୋଟପାଡ଼…

5 years ago

ପ୍ରାଚୀନ ବୃଷଭ ପ୍ରତିମୂର୍ତ୍ତିକୁ ଫିଙ୍ଗିଦେଲେ

ପୁରୁଣା ଭୁବନେଶ୍ୱର, ୮ା୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଐତିହ୍ୟ ଓ ପୂରାତନ ମନ୍ଦିରଗୁଡ଼ିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ପାଇଁ ସରକାର ଯୋଜନାରେ କୋଟି କୋଟି ଟଙ୍କା…

5 years ago

ପ୍ରତିବନ୍ଧକ ସାଜିଛି ପରିବର୍ତ୍ତିତ ପାଣିପାଗ: କୃଷିକ୍ଷେତ୍ରରେ ନୂଆ ପ୍ରଯୁକ୍ତିବିଦ୍ୟା ଉପଯୋଗ ଉପରେ ଗୁରୁତ୍ୱ ଦିଆଯାଉଛି; ମନ୍ତ୍ରୀ

ଭୁବନେଶ୍ୱର,୮ା୮(ବ୍ୟୁରୋ): ୨୦୨୨ ସୁଦ୍ଧା ରାଜ୍ୟରେ କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ଲକ୍ଷରେ ‘ଅନନ୍ୟା’ ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ମିଳିତ ସହଯୋଗରେ ବୁଧବାର…

5 years ago

ଆରମ୍ଭ ହେଲା ଅଦଳବଦଳ ପ୍ରକ୍ରିୟା: ନନ୍ଦନକାନନ ଆସିଲେ ୩ ନୂଆ ଅତିଥି

ବାରଙ୍ଗ,୮ା୮(ଡି.ଏନ୍‌.ଏ.): ଚଳିତବର୍ଷର ପଶୁପକ୍ଷୀ ଅଦଳବଦଳ ପ୍ରକ୍ରିୟା ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଆରମ୍ଭ ହୋଇଛି। ଅଗଷ୍ଟ ମାସରେ ୩ଟି ପର୍ଯ୍ୟାୟରେ ନନ୍ଦନକାନନକୁ ନୂଆ ଅତିଥି ଆସିବା ନେଇ ପୂର୍ବରୁ…

5 years ago

୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୮ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ…

5 years ago