ମେଟ୍ରୋ

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ ଆସିବା…

5 years ago

୭ ନଂ ଜୋନ୍‌ର ଜିଲା ପରିଷଦ ସଭ୍ୟଙ୍କ ପରଲୋକ

କଟକସଦର,୧ା୭(ଡି.ଏନ୍‌.ଏ.): କଟକ ଜିଲା ପରିଷଦ ୭ ନଂ ଜୋନ୍‌ର ସଭ୍ୟ ତଥା କଟକ ଜିଲା କିଶନନଗର ଥାନା ଅନ୍ତର୍ଗତ ଯଶପଡ଼ା ଗ୍ରାମର ଗୋବିନ୍ଦ ଚନ୍ଦ୍ର ସାମଲ(୫୫)ଙ୍କ ହୃଦଘାତରେ…

5 years ago

ଅବକାରୀ ଚଢ଼ାଉ : ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

କଟକରୋଡ୍‌, ୧ା୭(ଡି.ଏନ୍‌.ଏ.) : ଅବକାରୀ ବିଭାଗ ସୋମବାର ସକାଳେ ରାଜଧାନୀରୁ ପ୍ରାୟ ୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ବାଲେଶ୍ୱର ଜିଲା ରେମୁଣା ଥାନା…

5 years ago

ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ: ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୧।୭(ବ୍ୟୁରୋ): ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ଫଳରେ ବାଚସ୍ପତି ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗୃହ…

5 years ago

ମହଙ୍ଗା ପଡ଼ିଲା ତୃତୀୟ ବିବାହ : ବାହାବେଦିରୁ ବରକୁ ଉଠାଇନେଲା ପୋଲିସ

ବାଳକାଟୀ,୧ା୭(ଡି.ଏନ୍‌.ଏ.) : ରାଜଧାନୀ ଉପକଣ୍ଠ ବାଳକାଟୀ ଅଞ୍ଚଳରେ ରବିବାର ତୃତୀୟ ବିବାହ ପାଇଁ ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ ହିନସ୍ତା ହେବାକୁ ପଡ଼ିଛି। ମନ୍ଦିରରେ ବିବାହ ଆରମ୍ଭ…

5 years ago

ଅସରାଏ ବର୍ଷାରେ ଜଳମଗ୍ନ ରାଜଧାନୀ : ଇସ୍କନ ମନ୍ଦିର ସମ୍ମୁଖରେ ଭାସିଲା କାର

ଭୁବନେଶ୍ୱର, ୧।୭ (ବ୍ୟୁରୋ): ରବିବାର ସନ୍ଧ୍ୟାରେ ପ୍ରାୟ ୧ ଘଣ୍ଟାର ବର୍ଷା ଦେଶର ୧ ନମ୍ବର ସ୍ମାର୍ଟସିଟି ଭୁବନେଶ୍ୱରର ଅବସ୍ଥାକୁ କଦର୍ଯ୍ୟ କରିଦେଇଥିଲା। କେଉଁଠି ଅଣ୍ଟାଏ, କେଉଁଠି…

5 years ago

ସାମ୍ବିଧାନିକ ମୂଲ୍ୟବୋଧ ଉପରେ ଆକ୍ରମଣ କରୁଛି ଭାଜପା: ଡି. ରାଜା

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଦେଶର ସାମ୍ବିଧାନିକ ମୂଲ୍ୟବୋଧ ଉପରେ ଭାଜପା ଆକ୍ରମଣ କରୁଛି। ସମସ୍ତ ବିରୋଧୀ ଦଳ ଏହାର ପ୍ରତିରୋଧ କରିବାର ଆବଶ୍ୟକତା ରହିଛି। ସଦ୍ୟ ସମାପ୍ତ ହୋଇଥିବା…

5 years ago

ସୁଧୁରୁନି ଜଣ୍ଡିସ ସ୍ଥିତି : ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉନି ଉପଯୁକ୍ତ ପଦକ୍ଷେପ

କଟକ ଅଫିସ, ୧।୭ : କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରେ ଜଣ୍ଡିସ ସ୍ଥିତି ସୁଧୁରୁନି। ଏବେ ପଟ୍ଟାପୋଲ, ସୂତାହାଟ, ଦର୍ଜିସାହି ଅଞ୍ଚଳର ଅଧିକାଂଶ ଘରେ ଜଣ୍ଡିସ୍‌ ଆକ୍ରାନ୍ତ…

5 years ago

ଅସରାଏ ବର୍ଷାରେ କଟକ ବେହାଲ : ଡ୍ରେନ୍‌ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମିରହୁଛି

କଟକ ଅଫିସ,୧।୭ : ଅସରାଏ ବର୍ଷାରେ କଟକ ସହର ବେହାଲ ହୋଇପଡିଛି। ଗତ ଶନିବାର ହୋଇଥିବା ବର୍ଷାରେ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିଲା। ଫଳରେ…

5 years ago

ଘରଭଙ୍ଗା ତଦନ୍ତ ପାଇଁ ଯାଇ ଅତିରିକ୍ତ ତହସିଲଦାର ହଟହଟା : ଗାଁ ଭିତରକୁ ଛାଡ଼ିଲେନି ଶତାଧିକ ମହିଳା

ନିମାପଡ଼ା,୧।୭ (ଡି.ଏନ୍‌.ଏ.) : ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚଶାସନ ପଞ୍ଚାୟତର ବିଶ୍ୱାଳସାହି ଗ୍ରାମରେ ରବିବାର ବାତ୍ୟା କ୍ଷତିଗ୍ରସ୍ତ ଘରଭଙ୍ଗା ତଦନ୍ତ କରିବାକୁ ଯାଇ ଜଣେ ଅତିରିକ୍ତ ତହସିଲଦାର…

5 years ago