ମେଟ୍ରୋ

ମା’ ମଙ୍ଗଳାଙ୍କ ମନ୍ଦିର ହୁଣ୍ଡି ଖୋଲିଲା: ୯ଲକ୍ଷ ୬୮ହଜାର ୨୪୬ଟଙ୍କା ମିଳିଲା

କାକଟପୁର,୨୯ା୬(ଡି.ଏନ୍‌.ଏ.): କାକଟପୁରସ୍ଥିତ ମା’ ମଙ୍ଗଳାଙ୍କ ମନ୍ଦିରରେ ଥିବା ଦାନହୁଣ୍ଡିକୁ ମନ୍ଦିର ଟ୍ରଷ୍ଟି ତଥା କାକଟପୁର ତହସିଲଦାର ରୋଜିନା ଦାସଙ୍କ ତତ୍ତ୍ୱାବଧାନରେ ମନ୍ଦିର କାର୍ଯ୍ୟାଳୟ ମଧ୍ୟରେ ଶୁକ୍ରବାର ଖୋଲାଯାଇଥିଲା।…

5 years ago

ଦିବ୍ୟାଙ୍ଗ ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): କାଉନସିଲ ଅଫ୍‌ ହାୟର ସେକେଣ୍ଡାରି ଏଜୁକେଶନ (ସିଏଚ୍‌ଏସ୍‌ଇ) କର୍ତ୍ତୃପକ୍ଷଙ୍କ ଭୁଲ ପାଇଁ ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହୋଇଯାଇଥିବାର ନଜିର ରହିଛି। ଏବେ ପୁଣି ଜଣେ…

5 years ago

ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ତେଣୁ…

5 years ago

ଆର୍‌ପିଆର୍‌ସିରେ ଅର୍କିଡାରିୟମ୍‌ ଲୋକାର୍ପିତ: ୯୩ ବନ୍ୟ ଅର୍କିଡ୍‌, ୨୧୭ ହାଇବ୍ରିଡ୍‌ ଅର୍କିଡ୍‌ ପ୍ରଦର୍ଶିତ

ଭୁବନେଶ୍ୱର, ୨୯ା୬(ବ୍ୟୁରୋ): ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର (ଆର୍‌ପିଆର୍‌ସି)ର ବଟାନିକାଲ୍‌ ଗାର୍ଡେନରେ ଶୁକ୍ରବାର ଅର୍କିଡାରିୟମ୍‌ ଲୋକାର୍ପିତ ହୋଇଯାଇଛି। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

5 years ago

ପୁରୀକୁ ଆସୁଥିବା ଭକ୍ତ ଆମ ଅତିଥି: ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ, ୨୮।୬: ମହାପ୍ରଭୁଙ୍କ ରଥଯାତ୍ରାକୁ ଭଲ ଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ। ଏ ଦିଗରେ ସେବାୟତ ବନ୍ଧୁମାନେ ସବୁବେଳେ ସହଯୋଗ କରିଆସିଛନ୍ତି। ରଥଯାତ୍ରା…

5 years ago

ଗତ ୫ ବର୍ଷରେ ପଛୁଆବର୍ଗଙ୍କ ଆତ୍ମନିଯୁକ୍ତି ପାଇଁ ଟଙ୍କାଟିଏ ଋଣ ଦେଇନି ଓଡ଼ିଶା ପଛୁଆ ବର୍ଗ ଅର୍ଥ ସମବାୟ ନିଗମ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଗତ ୫ ବର୍ଷ ମଧ୍ୟରେ ଆତ୍ମନିଯୁକ୍ତି ପାଇଁ ଏସସି, ଏସ୍‌ଟି, ସଂଖାଲଘୁ ଏବଂ ପଛୁଆବର୍ଗ ଯୁବତୀଯୁବକଙ୍କୁ ଓଡ଼ିଶା ପଛୁଆ ବର୍ଗ ଅର୍ଥ ଓ ଉନ୍ନୟନ…

5 years ago

ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର…

5 years ago

ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ନେତା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟ ସଭାକୁ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ୩ ନେତା। ବିଜେଡିର ଅମର ପଟ୍ଟନାୟକ ଓ ସସ୍ମିତପାତ୍ର ଏବଂ ଭାଜପାର ଅଶ୍ୱିନୀ ବୈଷ୍ଣବଙ୍କୁ ରିଟର୍ଣ୍ଣିଂ ଅଫିସର ନିର୍ବାଚିତ…

5 years ago

୪ ଜିଲାରେ ନିର୍ମାଣ ହେବ ସ୍ପୋଟର୍‌ସ କମ୍ପ୍ଲେକ୍ସ:  ଅଲିମ୍ପିକ୍‌, ହକି ଯୋଗ୍ୟତାପର୍ଯ୍ୟାୟ ଖେଳ ପାଇଁ ୩୧ ଲକ୍ଷ ଟଙ୍କାର ଟିକେଟ ବିକ୍ରି ହୋଇଛି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ରାଜ୍ୟର ୪ଟି ଜିଲାରେ କ୍ରୀଡ଼ାର ବିକାଶ ପାଇଁ ସ୍ପୋଟର୍‌ସ କମ୍ପ୍ଲେକ୍ସ ନିର୍ମାଣ ହେବ। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ସମ୍ବଲପୁର।…

5 years ago

ଖୋର୍ଦ୍ଧା ପୌରପରିଷଦ ବିରୋଧରେ ଜିଲାପାଳଙ୍କୁ ଅଭିଯୋଗପତ୍ର ପ୍ରଦାନ କରୁଛନ୍ତି ଭାଜପା କର୍ମୀ

ଖୋର୍ଦ୍ଧା ଅଫିସ, ୨୮ା୬: ଖୋର୍ଦ୍ଧା ପୌରପରିଷଦର ଖାମଖିଆଲି ନୀତି, ବିଭିନ୍ନ ଦୁର୍ନୀତି, ଅପରିଣାମଦର୍ଶିତା, ମାତ୍ରାଧିକ ରାଜନୈତିକ ହସ୍ତକ୍ଷେପ ଓ ଫନି କ୍ଷତିଗ୍ରସ୍ତଙ୍କ ତାଲିକାରେ ବ୍ୟାପକ ପାତର ଅନ୍ତର…

5 years ago