ମେଟ୍ରୋ

ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ ହିମାଂଶୁ…

5 years ago

ସମ୍ବଲପୁର ହାଜତ ମୃତ୍ୟୁ ମାମଲା : ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ ପରେ କ୍ଷତିପୂରଣ ଦେଉନି ପୋଲିସ

ଭୁବନେଶ୍ୱର,  ୨୮।୬(ବ୍ୟୁରୋ) : ୨୦୧୭ ଜୁନ୍‌ ୬ରେ ସମ୍ବଲପୁର ପୋଲିସ ମାଡ଼ରେ ପଶ୍ଚିମବଙ୍ଗ ପୁରୁଲିଆ ଜିଲା ଟୁକୁରିମନ୍ଦିର ଗ୍ରାମର ଅଭୟ ସିଂଙ୍କ ମୃତ୍ୟୁ ଘଟିଥିଲା। ସେତେବେଳେ ଏହି…

5 years ago

ରଥଯାତ୍ରା ପାଇଁ ବ୍ୟବସ୍ଥାବଳୀ : ୩ ରଥରେ ରହିବେ ୨୧୦ ସେବକ, କର୍ମଚାରୀ

ପୁରୀ ଅଫିସ, ୨୮।୬ : ଘୋଷଯାତ୍ରାର ଆଦ୍ୟପର୍ବ ସ୍ନାନଯାତ୍ରା ଶେଷ ହୋଇଛି। ମହାପ୍ରଭୁ ଏବେ ଅଣସରରେ। ଆଗକୁ ରଥଯାତ୍ରା। ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଚାଲିଛି।…

5 years ago

ଅଲାରପୀଠ: ଭକ୍ତର ଭାବରେ ତରଳିଛି ପଥର

ବ୍ରହ୍ମଗିରି,  ୨୮।୬(ଡି.ଏନ୍‌.ଏ.): ଯୁଗେ ଯୁଗେ ଭକ୍ତର ଭାବରେ ବନ୍ଧା ପଡ଼ିଛନ୍ତି ଭଗବାନ। ଭକ୍ତିର ଶକ୍ତି ଏତେ ଅଧିକ ଯେ, ଏହାର ପ୍ରଭାବରେ ପଥର ବି ତରଳି ଯାଇଥାଏ।…

5 years ago

ବିଧାନସଭାରେ ଉତ୍ତର ରଖିଲେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ : ‘ଧରିତ୍ରୀ’ ସର୍ବାଧିକ ପ୍ରସାରିତ ଖବରକାଗଜ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ପ୍ରସାରିତ ଖବରକାଗଜଗୁଡିକ ମଧ୍ୟରୁ ‘ଧରିତ୍ରୀ’ ପ୍ରସାରଣ ସର୍ବାଧିକ। ଚଳିତ ବର୍ଷ ଜାନୁୟାରୀ ୨୪ରେ ପ୍ରକାଶିତ ତଥ୍ୟକୁ ଆଧାର କରି ସୂଚନା ଓ ଲୋକସମ୍ପର୍କ…

5 years ago

ବାଟୋଇଙ୍କ ପାଇଁ ମାନସିଂହଙ୍କ ମାହାଲ ଖଞ୍ଜା

ମହାପ୍ରଭୁଙ୍କ ଉପାସନା ପରମ୍ପରା କେବଳ ଏକ ଉଦାରବାଦୀ ପରମ୍ପରା ନୁହଁ, ମଣିଷ ପଣିଆର ମୂଲ୍ୟବୋଧ ପରମ୍ପରା ମଧ୍ୟ। ଏହାର ରହସ୍ୟ ଭେଦିବା ବଁା ହାତର ଖେଳ ନୁହେଁ,…

5 years ago

୬ ରଥ ଗଡୁଥିଲା, ସୁନା ଧ୍ୱଜ କଳସ ଲାଗୁଥିଲା

ପୁରୀ ଅଫିସ,୨୮।୬ : ବଦଳୁଛି ସମୟ। ଆଉ ସମୟ ସହିତ ତାଳଦେଇ କେତେକ ପ୍ରଥା ବା ପରମ୍ପରାରେ ବି ପରିବର୍ତ୍ତନ ହେଉଛି। ଏଥିରୁ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା…

5 years ago

ବିଲ୍‌ଡରଙ୍କ କାମ କରୁଛନ୍ତି ଆର୍‌ଆଇ

ଭୁବନେଶ୍ୱର,୨୮।୬(ବ୍ୟୁରୋ) : ରାଜ୍ୟରେ ଅମିନ ଓ ଆର୍‌ଆଇ ମରୁଡ଼ି ପଡ଼ିଛି। ଆର୍‌ଆଇ ସର୍କଲରେ ଅମିନ ନାହାନ୍ତି। ଜମିବାଡ଼ି ମପାଚୁପା କାର୍ଯ୍ୟ ହୋଇପାରୁ ନାହିଁ। ଭୁବନେଶ୍ୱରରେ ଆର୍‌ଆଇ ଏବଂ…

5 years ago

ଅନିଶ୍ଚିତତା ମଧ୍ୟରେ ହାତଲେଖା କଳାକାରଙ୍କ ଭବିଷ୍ୟତ

ଭୁବନେଶ୍ୱର, ୨୮।୬ବ୍ୟୁରୋ) : ହାତଲେଖା କଳାକାରମାନେ ରଙ୍ଗ ତୁଳୀ ଧରି ହାତରେ ନିଜର କଳା ପ୍ରଦର୍ଶନ କରୁଥିଲେ। ହେଲେ ଫ୍ଲେକ୍ସ ଆସିବା ପରଠାରୁ ସେମାନଙ୍କ ସ୍ଥିତି ଦୋହଲି…

5 years ago

ରାଜଧାନୀରୁ କାର ଲୁଟ୍‌ ର଼୍ୟାକେଟର ପର୍ଦ୍ଦାଫାଶ : ୩ କାର, ବିପୁଳ ଅଳଙ୍କାର ଜବତ, ୪ ଗିରଫ

ଭୁବନେଶ୍ୱର/ପାତ୍ରପଡା, ୨୮।୬(ବ୍ୟୁରୋ/ଡି.ଏନ୍‌.ଏ.) : ଗତ କିଛି ମାସ ହେବ ରାଜଧାନୀରେ ଲୁଟେରା ଗ୍ୟାଙ୍ଗ୍‌ ସକ୍ରିୟ ହୋଇଉଠିଛି। ବିଶେଷକରି ବାରମ୍ବାର କାର୍‌ ଲୁଟ୍‌ ଘଟଣା ପୋଲିସର ଚିନ୍ତା ବଢ଼ାଇ…

5 years ago