ମେଟ୍ରୋ

ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ…

5 years ago

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରେଳପଥ ପକ୍ଷରୁ ବ୍ୟାପକ ବ୍ୟବସ୍ଥା: ଡ୍ରୋନ୍‌, ସିସିଟିଭି କ୍ୟାମେରା ଲେନ୍‌ସରେ ରହିବ ପୁରୀ ଷ୍ଟେଶନ

ଜଟଣୀ,୨୭ା୬(ଡି.ଏନ.ଏ.) : ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ରେଳଯାତ୍ରୀଙ୍କ ପାଇଁ ରେଳପଥ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରତିବର୍ଷ ପରି ଚଳିତବର୍ଷ ଅଧିକ…

5 years ago

କିଡ୍‌ନୀ ଅଦଳବଦଳ ବଞ୍ଚାଇଲା ୨ ରୋଗୀଙ୍କ ଜୀବନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରତିବର୍ଷ ଭାରତରେ ପ୍ରାୟ ୧୦ଲକ୍ଷ ଲୋକ କ୍ରନିକ୍‌ କିଡ୍‌ନୀ ଡିଜିଜ୍‌(ସିକେଡି) ଦ୍ୱାରା ଆକ୍ରାନ୍ତ ହୋଇଥାଆନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଭାରତରେ ପ୍ରତ୍ୟେକ ବର୍ଷ ୨ରୁ…

5 years ago

ବିପନ୍ନଙ୍କୁ ଦେଲେନି, ପୋତିଲେ ଶହେ ବସ୍ତା ଚୁଡ଼ା

ବ୍ରହ୍ମଗିରି,୨୭ା୬(ଡି.ଏନ.ଏ): ବାତ୍ୟା ଫନୀରେ ପୁରୀ ଜିଲାର କୃଷ୍ଣପ୍ରସାଦ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିପନ୍ନମାନଙ୍କୁ ସହାୟତାର ହାତ ବଢାଇଥିଲେ ବିଭିନ୍ନ ଅନୁଷ୍ଠାନ ଓ ସରକାରୀ ସଂସ୍ଥା। ରିଲିଫ…

5 years ago

ଟ୍ରାଫିକ ଟ୍ରେନିଂ ପାର୍କର ପଞ୍ଚମ ବର୍ଷ ପୂର୍ତ୍ତି ପାଳିଲା ହୋଣ୍ଡା

ଭୁବନେଶ୍ୱର,୨୭-୬: ହୋଣ୍ଡା ମୋଟର ସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ ଲିମିଟେଡ (ଏଚ୍‌ଏମ୍‌ଏସ୍‌ଆଇ) ଭୁବନେଶ୍ୱର ଏବଂ କଟକସ୍ଥିତ ଟ୍ରାଫିକ ଟ୍ରେନିଂ ପାର୍କର ପଞ୍ଚମ ବର୍ଷ ପୂର୍ତ୍ତି ପାଳନ କରିଛି।…

5 years ago

ହାଇକୋର୍ଟରେ ବିଚାରପତି ଚୟନ ବିବାଦ: ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ଗ୍ରହଣ କଲାନି ହାଇକୋର୍ଟ ବାର୍‌

କଟକ ଅଫିସ, ୨୭ା୬: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଙ୍କ ପରାମର୍ଶକୁ ହାଇକୋର୍ଟ ବାର୍‌ ଗ୍ରହଣ କଲାନି। ଜୁନ୍‌ ୧୭ରୁ ଆରମ୍ଭ ହୋଇଥିବା ନିର୍ଦ୍ଦିଷ୍ଟ କେତୋଟି କୋର୍ଟ ବର୍ଜନ କାର୍ଯ୍ୟ…

5 years ago

କୋଟିପତି କନିଷ୍ଠ ଯନ୍ତ୍ରୀ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟି ୩୩ ଲକ୍ଷ ୨୦ହଜାର ୯୩୯ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ,୨୭ା୬: ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକର କନିଷ୍ଠଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ…

5 years ago

ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତିକୁ ନେଇ ଜନସ୍ବାର୍ଥ ମାମଲା: ସରକାରଙ୍କୁ ଜବାବ ତଲବ

କଟକ ଅଫିସ,୨୭ା୬: ଓଡ଼ିଶା ୱାକଫ୍‌ ବୋର୍ଡର ପୂର୍ଣ୍ଣକାଳୀନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି କରିବାରେ ସରକାରଙ୍କ ଅବହେଳାକୁ ଚ୍ୟାଲେଞ୍ଜ କରି କଟକ ମହାନଗର ସଂଖ୍ୟାଲଘୁ ନାଗରିକ ପରିଷଦ…

5 years ago

ଧଳାବାଘ ‘ସମ୍ରାଟ’ ଅସୁସ୍ଥ

ବାରଙ୍ଗ,୨୭ା୬(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଅନ୍ୟତମ ଆକର୍ଷଣ ଧଳାବାଘ ସମ୍ରାଟ ଅସୁସ୍ଥ ହୋଇପଡ଼ିଛି। ତା’ର ପିଠି ବଙ୍କା ହୋଇରହିବା ସହ ସେ ଛୋଟେଇ ଛୋଟେଇ ଚାଲୁଛି। ଗତ…

5 years ago

ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ବୈଠକ: ଫନୀ ପୁନରୁଦ୍ଧାର କାର୍ଯ୍ୟର ଟଙ୍କା ମିଳୁନି

ଭୁବନେଶ୍ୱର, ୨୭ା୬(ବ୍ୟୁରୋ): ଭୁବନେଶ୍ୱର କଣ୍ଟ୍ରାକ୍ଟର ଆସୋସିଏଶନ ତରଫରୁ ବୁଧବାର ଏକ ହୋଟେଲରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏସନ ସଭାପତି ଜଗଦୀଶ ପାତ୍ର, ଉପସଭାପତି…

5 years ago