ମେଟ୍ରୋ

ସରକାରଙ୍କ ନିୟମକୁ ବେଖାତିର: ବେଧଡ଼କ ଚାଲିଛି ପଲିଥିନ ବ୍ୟବହାର

ନରାଜ,୨୭ା୬(ଡି.ଏନ୍‌.ଏ.): ଅକ୍ଟୋବର ୨୦୧୮ରେ ସରକାର ପଲିଥିନ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ରୋକ ଲଗାଇଥିଲେ। ହେଲେ ବାରଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଦୋକାନରେ ବ୍ୟବହାର ଓ…

5 years ago

କୃଷକଙ୍କ ସଂଖ୍ୟା ଜାଣିନାହାନ୍ତି ସରକାର

ଭୁବନେଶ୍ୱର,୨୭।୬(ବ୍ୟୁରୋ): କୃଷକଙ୍କ ସଂଖ୍ୟାକୁ ନେଇ ବୁଧବାର ବିଧାନସଭା ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ ଏପର୍ଯ୍ୟସ୍ତ…

5 years ago

ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ବନ୍ଦ ହେବ ୯୬୬ ପ୍ରାଥମିକ ବିଦ୍ୟାଳୟ। ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା…

5 years ago

ଓଜେଇଇ ୨୦୧୯କୁ ନେଇ ଖବରକାଗଜରେ ଜାଲ୍‌ ବିଜ୍ଞାପନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଛାତ୍ରୀଛାତ୍ରଙ୍କୁ ବିଭ୍ରାନ୍ତ କରିବା ପାଇଁ ଖବରକାଗଜରେ ଆସୁଛି ଜାଲ୍‌ ବିଜ୍ଞାପନ। ଉଚ୍ଚଶିକ୍ଷାରେ ନାମ ଲେଖାଇବା ପାଇଁ ଖବରକାଗଜରେ ଭୁଲ ବିଜ୍ଞାପନ ପ୍ରକାଶ ପାଉଛି। ତେଣୁ ଏହିଭଳି…

5 years ago

ଚାଷୀଙ୍କୁ ନେଇ ହରଡ଼ଘଣାରେ କୃଷିମନ୍ତ୍ରୀ: ୨୦୦୧ରୁ ୧୧ ମଧ୍ୟରେ କୃଷକ ସଂଖ୍ୟା ସରକାରଙ୍କୁ ଜଣାନାହିଁ

ଭୁବନେଶ୍ୱର,୨୬।୬(ବ୍ୟୁରୋ): କୃଷି ଓ କୃଷକକୁ ନେଇ ବୁଧବାର ବିଧାନସଭାର ପ୍ରଶ୍ନ କାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କୃଷିମନ୍ତ୍ରୀ ଅରୁଣ ସାହୁଙ୍କୁ ଘେରିଥିଲେ। ୨୦୧୦ରୁ…

5 years ago

ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଗୃହରେ ହଙ୍ଗାମା: ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ବିରୋଧୀ ଦଳ ନେତାଙ୍କ ନାମ ଘୋଷଣା ଏବଂ ଭାଜପାର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ବୁଧବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଜୋରଦାର…

5 years ago

ଉପବାଚସ୍ପତି ନିର୍ବାଚନ ଘୋଷଣା: ରଜନୀକାନ୍ତଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର,୨୬।୬(ବ୍ୟୁରୋ): ବିଧାନସଭାରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସକାଶେ ଘୋଷଣା କରାଯାଇଛି। ବୁଧବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏ ସମ୍ପର୍କରେ ଗୃହରେ ସୂଚନା ଦେଇଥିଲେ।…

5 years ago

କଟକ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି

କଟକ ଅଫିସ୍‌,୨୬।୬: କଟକ ନଗର ମଣ୍ଡଳ ଅଧୀନ ଡାକଟିକଟ ସଂଗ୍ରହାଳୟର ୭୦ ବର୍ଷ ପୂର୍ତ୍ତି କଟକ ପ୍ରଧାନ ଡାକଘର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିରଳ…

5 years ago

ଭଦ୍ରକ ମଦ ମୃତ୍ୟୁ ମାମଲା: ବିଧାୟକ ବ୍ୟୋମକେଶଙ୍କ ବିରୋଧରେ ଏନ୍‌ଏଚ୍‌ଆରସିରେ ଫେରାଦ ହେଲା ଭାଜପା

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରେ ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀରେ ଭୋଟ ହାତେଇବା ପାଇଁ ଶାସକ ବିଜେଡିର ନେତା ଓ ବିଧାୟକ ପ୍ରାର୍ଥୀ ବିଷାକ୍ତ…

5 years ago

କଲ୍ୟାଣମଣ୍ଡପ ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ: ମାଲିକ ଆଉ କୋଟିଏ ନ ଦେବାରୁ କରିଥିଲେ ଗୁଳି

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଶହୀଦନଗର ଥାନା ଟଙ୍କପାଣି ରୋଡ୍‌ ସାଇମନ୍ଦିର ନିକଟରେ ଥିବା ଖଟାମିଠା କଲ୍ୟାଣ ମଣ୍ଡପର ସିକ୍ୟୁରିଟି ଗାର୍ଡଙ୍କୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ସଂପୃକ୍ତ…

5 years ago