ମେଟ୍ରୋ

ରେଳ ଯାତ୍ରୀଙ୍କ ସୁରକ୍ଷାକୁ ନେଇ ଡିଜିପିଙ୍କ ବୈଠକ: କିନ୍ନରଙ୍କ ଉପରେ କଟକଣା, ଧରାହେବେ ଲୁଟେରା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ)- ବିଗତ କିଛିଦିନ ହେବ ରେଳ ଷ୍ଟେଶନରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। କିନ୍ନର ଓ ଲୁଟେରା ଗ୍ୟାଙ୍ଗ୍‌ ଉତ୍ପାତ କରୁଛନ୍ତି। ଟ୍ରେନ୍‌ ଯାତ୍ରୀମାନେ ଷ୍ଟେଶନ…

5 years ago

ବିଧାନସଭା ପରିଚାଳନା ପାଇଁ ଗଠନ ହେଲା ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିଧାନସଭା ପରିଚାଳନା ପାଇଁ ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ ଗଠନ କରାଯାଇଛି। ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧିଷ୍ଠାତା ମଣ୍ଡଳୀଙ୍କ ନାମ ଘୋଷଣା କରିଛନ୍ତି। ସେମାନେ…

5 years ago

ବିଧାନସଭାର ପ୍ରଥମ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପରଲୋକଗତ ସଦସ୍ୟ ତଥା ପୂର୍ବତନ ସିଆର୍‌ପିଏଫ୍‌ କନଷ୍ଟେବଳଙ୍କ ବିୟୋଗରେ ଗୃହରେ ଶୋକ…

5 years ago

ପ୍ରାଚୀ ଉପତ୍ୟକାରୁ ଶ୍ରୀକ୍ଷେତ୍ରକୁ ପଠାଗଲା ଫଳ: ଅଣସର ଘରେ ଲାଗିବ ଭୋଗ

କାକଟପୁର, ୨୫।୬(ଡି.ଏନ୍‌.ଏ.)-ସ୍ନାନପୂର୍ଣ୍ଣିମାରେ ସ୍ନାନ କରି ଶ୍ରୀକ୍ଷେତ୍ରର ଶ୍ରୀଜୀଉମାନେ ଜ୍ୱରରେ ପୀଡ଼ିତ ହୋଇ ଏବେ ଅଣସର ଘରେ ବିଶ୍ରାମ ନେଉଛନ୍ତି। ଦଇତାପତି ଏବଂ ପତିମହାପାତ୍ର ସେବକମାନେ ଗୁପ୍ତ ସେବାକରି…

5 years ago

୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୫ା୬: ଖୋର୍ଦ୍ଧା ଅବକାରୀ ବିଭାଗ କର୍ମଚାରୀ ଗୁରୁଜଙ୍ଗ ଦେୱାନସାହି ଉପରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉକରି ୧୭ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ…

5 years ago

ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ: ଅଭିଭାଷଣ ରଖିଲେ ରାଜ୍ୟପାଳ; ଭୁବନେଶ୍ୱର-କଟକ ମେଟ୍ରୋ ରେଳ ଦ୍ୱାରା ସଂଯୋଗ ଉଦ୍ୟମ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଜର ଅଭିଭାଷଣ ରଖିଛନ୍ତି। ଦିବଂଗତ ପୂର୍ବତନ…

5 years ago

ଆଜିଠୁ ବିଧାନସଭାର ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଜୁନ ୨୫ରୁ ବିଧାନସଭା ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବ।…

5 years ago

ପୋଡ଼ିଗଲା ମୋଡେମ୍‌, ୫ ଦିନ ହେଲା ଇଣ୍ଟରନେଟ୍‌ ବନ୍ଦ: ରସୁଲଗଡ଼ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଇଣ୍ଟରନେଟ୍‌ ମୋଡେମ୍‌ ପୋଡ଼ିଯିବାରୁ ରସୁଲଗଡ଼ ପୋଷ୍ଟ ଅଫିସ ୫ଦିନ ହେବ ଅଚଳ ହୋଇପଡିଛି। ଚିଠି କାରବାର ବାଧାପ୍ରାପ୍ତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ନିର୍ଭର କରୁଥିବା…

5 years ago

ସାମାଜିକ ବାସନ୍ଦ ବିରୋଧରେ ଆଇନ ପ୍ରଣୟନ ପାଇଁ ହାଇକୋର୍ଟରେ ମାମଲା : ସରକାରଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୨୫।୬ : ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଅନେକ ଅଗ୍ରଗତି ଘଟିଛି। ଏହା ସାଙ୍ଗକୁ ଦେଶର ଗଣତାନ୍ତ୍ରିକ ବ୍ୟବସ୍ଥା ମଧ୍ୟ ଅଗେଇ ଚାଲିଛି। କିନ୍ତୁ ସରକାରଙ୍କ…

5 years ago

‘ମିସ୍‌ ପ୍ଲସ୍‌ ସାଇଜ୍‌ ଇଣ୍ଡିଆ’ ଫାଇନାଲରେ ଓଡ଼ିଆ ଝିଅ ପାୟଲ

ଭୁବନେଶ୍ୱର,୨୫।୬: ଦୃଢ଼ ଇଚ୍ଛାଶକ୍ତି ଆଗରେ ସବୁକିଛି ହାର୍‌ ମାନେ। ମନରେ କିଛି କରିବାର ଆକାଂକ୍ଷା ଥିଲେ ମଣିଷ କେଉଁଠି ବି ପହଞ୍ଚିପାରେ। ଏହାକୁ ପ୍ରମାଣ କରିଛନ୍ତି ଓଡ଼ିଶାର…

5 years ago