ମେଟ୍ରୋ

ଆରମ୍ଭରୁ କମିଲା, ୨୫ରୁ ବର୍ଷିବ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା…

5 years ago

ବିଜେଡି ବିଧାୟକ ଦଳ ବୈଠକ:ସକରାତ୍ମକ ଅଂଶଗ୍ରହଣ ନେଇ ମୁଖ୍ୟମନ୍ତ୍ରୀ ଆଶାବାଦୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ)- ବିଧାନସଭାର ୫୪ ନଂ ପ୍ରକୋଷ୍ଠରେ ରବିବାର ବିଜେଡି ବିଧାୟକ ଦଳ ବୈଠକ ବସିଛି। ବୈଠକ ପରେ ଦଳ ତଥା ଗୃହର ନେତା ନବୀନ ପଟ୍ଟନାୟକ କହିଛନ୍ତି…

5 years ago

‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ ଗ୍ୟାଲେରୀ’ ଲୋକାର୍ପିତ:ସ୍ଥାନପାଇଛି ବିଜୁବାବୁଙ୍କ ବ୍ୟବହୃତ ବିରଳ ସାମଗ୍ରୀ

ଭୁବନେଶ୍ୱର,୨୩ା୬(ବ୍ୟୁରୋ)- ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଘଟଣାବହୁଳ ଜୀବନ ଆଧାରିତ ଏକ ଫଟୋ ଗ୍ୟାଲେରୀ ଭୁବନେଶ୍ୱରଠାରେ ସ୍ଥାପିତ ହୋଇଛି। ‘ବିଜୁ ପଟ୍ଟନାୟକ ସ୍ମୃତି ଫଟୋ…

5 years ago

ରଥରେ ଯାନ୍ତି ଗନ୍ଧର୍ବ, ଯକ୍ଷ ଓ ଅପ୍‌ସରା

ପୁରୀ ଅଫିସ, ୨୩ା୬: ବିଶ୍ୱବ୍ରହ୍ମାଣ୍ଡର ହିତ ନିମନ୍ତେ ଅନୁଷ୍ଠିତ ହୋଇଥାଏ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା। ଏଥିପାଇଁ ପ୍ରତିବର୍ଷ ତିନିଗୋଟି ରଥ ନିର୍ମିତ ହୋଇଥାଏ। ଏହି ରଥରେ…

5 years ago

ଓଷୁଅ ଲାଗି ହେଲେ ଠାକୁର

ପୁରୀ ଅଫିସ, ୨୩ା୬: ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ। ଜ୍ୱରରୁ ଉପଶମ ପାଇବା ପାଇଁ…

5 years ago

ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା…

5 years ago

ବିଜେଡି – ଭାଜପାକୁ ନରସିଂହଙ୍କ ଟାର୍ଗେଟ : ବୈଷ୍ଣବଙ୍କୁ ରାଜ୍ୟ ସଭା ପଠାଇବା ଦୁର୍ଭାଗ୍ୟଜନକ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ କରିବା ପରେ କଂଗ୍ରେସ ପକ୍ଷରୁ ଉଭୟ ଭାଜପା ଓ ବିଜେଡିକୁ ଟାର୍ଗେଟ…

5 years ago

ଓଡ଼ିଶାରୁ ଅଶ୍ୱିନୀଙ୍କ ପ୍ରାର୍ଥିତ୍ୱ ନେଇ ମୁହଁ ଖୋଲିଲେ ଧର୍ମେନ୍ଦ୍ର : କହିଲେ ‘କୌଣସି ଗୁପ୍ତ ବୁଝାମଣା ନାହିଁ’

ଭୁବନେଶ୍ୱର,୨୩ା୬(ବ୍ୟୁରୋ) : ସଂଖ୍ୟାଗରିଷ୍ଠ ଥାଇ ମଧ୍ୟ ବିଜେଡି ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ଣତା ପ୍ରକାଶ ପାଇଛି।…

5 years ago

ମଝି ଆକାଶରେ ଯୁବକଙ୍କ ଉତ୍ପାତ : ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ଭୁବନେଶ୍ୱର, ୨୩ା୬(ବ୍ୟୁରୋ) : ଜଣେ ମାନସିକ ବିକୃତ ଯାତ୍ରୀଙ୍କ ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ରବିବାର ସକାଳେ ଏକ ଇଣ୍ଡିଗୋ ବିମାନ (୬ ଇ ୪୬୨) ଜରୁରୀ ଅବତରଣ…

5 years ago

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ ଦର୍ଶାଯାଇ…

5 years ago