ମେଟ୍ରୋ

ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬:  ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ…

5 years ago

୩ ମେଡିକାଲ କଲେଜର ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ୩ଟି ମେଡିକାଲ୍‌ କଲେଜର ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ବୃଦ୍ଧି ପାଇଛି। ମେଡିକାଲ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆର ଅନୁମୋଦନକ୍ରମେ ବୁର୍ଲା, କୋରାପୁଟ ଓ ବାରିପଦା ମେଡିକାଲ…

5 years ago

ଭାଜପା-ବିଜେଡି ଉପରେ କଳି, ଭିତରେ କୋଳାକୋଳି: କଂଗ୍ରେସ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟ ସଭାର ୩ ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ଗୋଟିଏ ଆସନ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ହେଲା…

5 years ago

ଭାଜପା ପ୍ରାର୍ଥୀ ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ କରିବା ପ୍ରସଙ୍ଗ: ଦାମ କହିଲେ ‘ରାଜ୍ୟରେ ଡବଲ୍‌ ଇଞ୍ଜିନ୍‌ ହୋଇଗଲା’

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୂର୍ବତନ ପ୍ରଶାସନିକ ଅଧିକାରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭାଜପା ପକ୍ଷରୁ ରାଜ୍ୟ ସଭା ପ୍ରାର୍ଥୀ କରାଯିବା ଏବଂ ବିଜେଡି ତାଙ୍କୁ ସମର୍ଥନ କରିବା ଘଟଣାକୁ ନେଇ ରାଜ୍ୟ…

5 years ago

ସ୍କୁଲ ଯିବାକୁ ଛାତ୍ରୀଛାତ୍ରଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ: ୭୫% ଉପସ୍ଥାନ ଥିଲେ ବର୍ଷକୁ ମିଳିବ ୬ ହଜାର

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲକୁ ବନ୍ଦ କରାଯିବ। ରାଜ୍ୟରେ ଏଭଳି ୯୬୬ଟି ସ୍କୁଲ ଚିହ୍ନଟ କରାଯାଇଛି। ତେବେ ବନ୍ଦ ହୋଇଥିବା ସ୍କୁଲର ପିଲା…

5 years ago

୨୪ ଘଣ୍ଟାରେ ସମଗ୍ର ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ଜିଲାରେ ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ…

5 years ago

ଭାଜପାରେ ଯୋଗଦେଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଭାଜପା ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବ ଶନିବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଭାଜପା ରାଜ୍ୟ ସଭାପତି ତଥା କଳାହାଣ୍ଡି ଏମ୍‌ପି ବସନ୍ତ…

5 years ago

ନୂଆ ମନ୍ତ୍ରୀ ପାଇଲେ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟର ନବଗଠିତ ମନ୍ତ୍ରିମଣ୍ଡଳର ସଦସ୍ୟ ଏବଂ ବିଭିନ୍ନ ପଦପଦବୀରେ ଥିବା ବ୍ୟକ୍ତିବିଶେଷଙ୍କୁ ଶୁକ୍ରବାର ବ୍ୟକ୍ତିଗତ ସଚିବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି…

5 years ago

ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୯ ଜିଲାପାଳ

ଭୁବନେଶ୍ୱର,୨୨ା୬(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଶାସନିକସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏଥିରେ ଉଭୟ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଏବଂ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ…

5 years ago

କ୍ଷତିଗ୍ରସ୍ତ ଗଁ। ବୁଲିଲେ କେନ୍ଦ୍ରୀୟ ଟିମ୍‌

ପୁରୀ ଅଫିସ/ସାକ୍ଷୀଗୋପାଳ, ୨୨ା୬(ଡି.ଏନ୍‌.ଏ.): ବାତ୍ୟାରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପୁରୀ ଜିଲା ଗସ୍ତ କରିଛନ୍ତି କେନ୍ଦ୍ରୀୟ ଟିମ୍‌। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ…

5 years ago