ମେଟ୍ରୋ

ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର ଘଟଣା: ସିସିଟିଭି ଫୁଟେଜ ନ ପାଇ ଅନୁଭବଙ୍କ ଘରୁ ଫେରିଲା ପୋଲିସ

କଟକ ଅଫିସ,୧୬।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସାନଭାଇ ଅନୁପ୍ରାସ ମହାନ୍ତି ଜଣେ ମହିଳା ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଶୁକ୍ରବାର…

5 years ago

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି…

5 years ago

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି…

5 years ago

ରଜସଂକ୍ରାନ୍ତିରେ ମା’ ମଙ୍ଗଳାଙ୍କ ପୀଠ ଉତ୍ସବମୁଖର

କାକଟପୁର,୧୫ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ମା’ ମଙ୍ଗଳାଙ୍କ ପୀଠ ରଜସଂକ୍ରାନ୍ତି ଅବସରରେ ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି ଝିଅବୋହୂମାନେ ନୂଆ ବସ୍ତ୍ର ପିନ୍ଧି ମା’ଙ୍କ ପୂଜାର୍ଚ୍ଚନା…

5 years ago

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।…

5 years ago

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ…

5 years ago

ଭଡ଼ାଘରୁ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାରସ୍ଥିତ ଏକ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

5 years ago

ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ/ବାଲୁଗାଁ, ୧୫ା୬(ଡି.ଏନ୍‌.ଏ.): ବାଲୁଗାଁ ଥାନା ନାଭାଲ ଫାଣ୍ଡିର କୋଲକତା-ମାଡ୍ରାସ୍‌ ୧୬ ନଂ. ଜାତୀୟ ରାଜପଥର ସରନଈ ଓଭର ବ୍ରିଜ ତଳେ ଥିବା ଏକ ବଗିଚାରେ ଜଣେ…

5 years ago

ଏସ୍‌ସିବିରେ ଶଢୁଛି ମୃତଦେହ

କଟକ ଅଫିସ, ୧୫ା୬: ୬ ମାସ ହେବ ଏସ୍‌ସିବି ଶବଗୃହରେ ମୃତଦେହ ଶଢୁଛି। ଶବଗୃହରେ ଥିବା ୬ଟିଯାକ ଫ୍ରିଜର ଏକସଙ୍ଗେ ଅଚଳ ହୋଇପଡ଼ିବାରୁ ଏଭଳି ପରିସ୍ଥିତି ଉପୁଜିଛି।…

5 years ago

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି କୋର୍ଟ…

5 years ago