ମେଟ୍ରୋ

ତଳେ ଦଣ୍ଡା ଖଞ୍ଜାଗଲା, ସିଂହାସନ କାମ ଆରମ୍ଭ ଚାଲିଛି ଗରଗରା ଓ ନାହାକା କାଠ ହଣା

ପୁରୀ ଅଫିସ, ୧୫ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ମହାପ୍ରଭୁଙ୍କ ତିନି ରଥ ନିର୍ମାଣ। ତିିନି ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ରଥକାମ ଆଗେଇ ଚାଲିଛି। ଶ୍ରୀକ୍ଷେତ୍ର ଭଉଁରିରେ…

5 years ago

ଜୁନ୍‌ ୩୦ ସୁଦ୍ଧା ସବୁ ଗଁ।କୁ ବିଦ୍ୟୁତ୍‌

ପୁରୀ ଅଫିସ୍‌, ୧୫ା୬: ପୁରୀ ଜିଲାର ସବୁ ଅଞ୍ଚଳକୁ ଜୁନ୍‌ ୩୦ ତାରିଖ ସୁଦ୍ଧା ବିଜୁଳି ପହଞ୍ଚାଯିବ। ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହର ଓ…

5 years ago

ଘରଭଙ୍ଗା ସହାୟତା: ୮୫୦ କ୍ଷତିଗ୍ରସ୍ତଙ୍କ ଖାତାକୁ ଗଲା ୨୫ ଲକ୍ଷ

ପୁରୀ ଅଫିସ, ୧୫ା୬: ବାତ୍ୟାରେ ପୁରୀ ଜିଲାରେ ବହୁ ଘର ସମ୍ପୂର୍ଣ୍ଣ ଓ ଆଉ କେତେକ ଆଂଶିକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା। ପ୍ରଶାସନ ପକ୍ଷରୁ ଘରଭଙ୍ଗା କ୍ଷୟକ୍ଷତି…

5 years ago

ଇଣ୍ଡୋନେସିଆରୁ ଓଡ଼ିଆ ଛାତ୍ର ଉଦ୍ଧାର

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.):ଚାକିରି ପ୍ରଲୋଭନ ଦେଖାଇ ଜଣେ ଓଡ଼ିଆ ଛାତ୍ରଙ୍କୁ ଇଣ୍ଡୋନେସିଆ ଡାକିନେଇଥିଲେ ଦଲାଲ। ସେଠାରେ ପହଞ୍ଚତ୍ବା ପରେ ଦଲାଲ କେଉଁଆଡେ ଫେରାର ହୋଇଯାଇଥିବା ବେଳେ ସେଠାକାର ପୋଲିସ…

5 years ago

ଶ୍ରୀମନ୍ଦିରରେ ଚମ୍ପକ ଦ୍ୱାଦଶୀ ନୀତି

ପୁରୀ ଅଫିସ, ୧୫ା୬: ଶ୍ରୀମନ୍ଦିରରେ ଶୁକ୍ରବାର ମହାପ୍ରଭୁଙ୍କ ଚମ୍ପକ ଦ୍ୱାଦଶୀ ନୀତି ଅର୍ଥାତ ବରକନ୍ୟାଙ୍କ ଗୁଆଲି ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ଶୁକ୍ଳପକ୍ଷ ଦ୍ୱାଦଶୀକୁ ଚମ୍ପକ ଦ୍ୱାଦଶୀ କୁହାଯାଏ।…

5 years ago

ରଜରେ ହରଚଣ୍ଡୀ ହେଲେ କୁମାରୀ ବେଶ

ବ୍ରହ୍ମଗିରି, ୧୫ା୬(ଡି.ଏନ୍‌.ଏ.): ବ୍ରହ୍ମଗିରିର ପ୍ରସିଦ୍ଧ ବାଲି ହରଚଣ୍ଡୀ ପୀଠରେ ପହିଲି ରଜ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପହିଲି ରଜରେ ମା’ ହରଚଣ୍ଡୀ କୁମାରୀ ବେଶରେ ଭକ୍ତମାନଙ୍କୁ…

5 years ago

ବଳକା ରଥକାଠ ପାଇଁ ଜାଗା ନାହିଁ: ଖରା ବର୍ଷାରେ ନଷ୍ଟ ହେଉଛି ରଥଚକ

ପୁରୀ ଅଫିସ, ୧୫ା୬: ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ତିିନୋଟି ରଥ ନିର୍ମାଣ କରାଯାଉଛି। ଏଥିପାଇଁ ଆବଶ୍ୟକ କାଠ ନୟାଗଡ଼ ଏବଂ ଖୋର୍ଦ୍ଧା ବନମଣ୍ଡଳରୁ ଅଣାଯାଇଥାଏ। ଗତ…

5 years ago

ଇଭିଏମ୍‌ ସ୍ବଚ୍ଛତାକୁ ଚ୍ୟାଲେଞ୍ଜ ହାଇକୋର୍ଟରେ ମାମଲା

କଟକ ଅଫିସ,୧୫ା୬: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ବିବାଦ ଥମୁନାହିଁ। ଇଭିଏମ୍‌ରେ ଜାଲିଆତି ହେଉଥିବା ନେଇ ଜାତୀୟ ସ୍ତରରେ କେତେକ ବିରୋଧୀ ଦଳ ବାରମ୍ବାର ଆପତ୍ତି ଅଭିଯୋଗ ଆଣୁଛନ୍ତି।…

5 years ago

ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ ଗୁପ୍ତାଙ୍ଗରୁ…

5 years ago

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି ଜଣେ…

5 years ago