ମେଟ୍ରୋ

ତତ୍ପରତା ଦେଖାଇ ଶୋଇଗଲା କମିଶନରେଟ ପୋଲିସ: ବ୍ଲାକ୍‌ ସ୍ପଟ୍‌ ସ୍ଥାନରେ ବ୍ୟାରିକେଡ୍‌, ଇଣ୍ଟରସେପ୍ଟର କଥା ଭୁଲିଗଲେ ଅଧିକାରୀ

ଭୁବନେଶ୍ୱର,୧୧।୬(ବ୍ୟୁରୋ) : ରାଜଧାନୀ ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥ ଉପରେ ବାରମ୍ବାର ଦୁର୍ଘଟଣା ଘଟି ଜୀବନ ଯାଉଛି। ମାସକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ…

5 years ago

ପୁରୀକୁ ଗଡ଼ିବ ୨୦୦ ସ୍ବତନ୍ତ୍ର ବସ୍‌

କଟକ ଅଫିସ, ୧୧।୬: ରଥଯାତ୍ରା ପାଇଁ ପୁରୀକୁ ଅଧିକ ସ୍ବତନ୍ତ୍ର ୨୦୦ ବସ୍‌ ଚାଲିବ। ୪ ଦିନ ଏହି ବସ୍‌ ଚାଲିବ। ଜୁଲାଇ ୪ ତାରିଖରେ ରଥଯାତ୍ରା।…

5 years ago

୩ ରଥର ୩୩ କଣଗୁଜ ସରିଲା

ପୁରୀ ଅଫିସ, ୧୧।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା, ରୂପକାର,…

5 years ago

‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ କାଠରେ…

5 years ago

ପାଟକୁରା ପାଇଁ ପାଗଭିଡ଼ା

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ଆସନରେ ନିର୍ବାଚନ ଶେଷ ହୋଇଛି। ପାଟକୁରା ଆସନରେ ଏ ପର୍ଯ୍ୟନ୍ତ ଭୋଟ ହୋଇନାହିଁ। ପାଟକୁରା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ…

5 years ago

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ କେନ୍ଦ୍ର…

5 years ago

ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ…

5 years ago

ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ…

5 years ago

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ…

5 years ago

ରାଶନ କାର୍ଡରେ ମିଳିବ ମାଣ୍ଡିଆ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ଏଣିକି ରାଶନ କାର୍ଡଧାରୀଙ୍କୁ ମାଣ୍ଡିଆ ଯୋଗାଇ ଦେବେ। ପ୍ରତି କାର୍ଡ ପିଛା ୧ ଟଙ୍କାରେ ୧ କିଲୋ…

5 years ago