ମେଟ୍ରୋ

କ୍ଷତିଗ୍ରସ୍ତଙ୍କ ପାଖରେ ପହଞ୍ଚିନାହାନ୍ତି ସରକାର: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ଫନୀକୁ ୧୮ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତଙ୍କ ପାଖରେ ”ଜିରୋ କାଜୁଆଲିଟିର“ ନାରା ଦେଉଥିବା ସରକାର ପହଞ୍ଚିପାରି ନାହାନ୍ତି। ରାଜ୍ୟରେ ହଜାର ହଜାର ଲୋକ…

5 years ago

କେନ୍ଦ୍ର ଅର୍ଥ ଲୁଟିବାକୁ ଯୋଜନା: ଭାଜପା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଦୁଇଦିନ ତଳେ ରାଜ୍ୟ କ୍ୟାବିନେଟ୍‌ରେ ପୂର୍ତ୍ତ ବିଭାଗରେ ବିନା ଟେଣ୍ଡରରେ ୫ ଲକ୍ଷ ଟଙ୍କାର କାମ ପାଇଁ କାର୍ଯ୍ୟାଦେଶ ଦିଆଯାଇ ପାରିବ ବୋଲି ନିଷ୍ପତ୍ତି ହୋଇଛି।…

5 years ago

ବିଭିନ୍ନ ବିଦ୍ୟାଳୟର ପରୀକ୍ଷା ଫଳ

ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୮ ବିଦ୍ୟାଳୟର ମୋଟ ୧୮୬ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଏ୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଅନ୍ୟମାନଙ୍କ…

5 years ago

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ ସନ୍ଧ୍ୟାରେ…

5 years ago

ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ…

5 years ago

୭ ବର୍ଷୀୟା ବାଳିକାଙ୍କୁ ବିଏମ୍‌ସିର ସହାୟତା

ଭୁବନେଶ୍ୱର,୨୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ୭ବର୍ଷୀୟା ଜଣେ ବାଳିକାଙ୍କୁ ସହାୟତା ପ୍ରଦାନ କରିଛି। ଭିଏସ୍‌ଏସ୍‌ ନଗର ତାରିଣୀ ବସ୍ତିରେ ରହୁଥିବା ଶ୍ରେୟା…

5 years ago

ଖୋର୍ଦ୍ଧା ଜିଲା: ପାସ୍‌ହାର ୭୮.୬୭%ଭୁବନେଶ୍ୱରରେ ୮୨%

ଖୋର୍ଦ୍ଧା ଅଫିସ୍‌/ଭୁବନେଶ୍ୱର,୨୨।୫(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ୨୦୧୯ ମାଟ୍ରିକ୍‌ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଖୋର୍ଦ୍ଧା ଜିଲାରେ ୭୮.୬୭ପ୍ରତିଶତ ପାସ୍‌ହାର ରହିଛି। ଜିଲାର…

5 years ago

କାନ୍ସ ରେଡ୍‌ କାର୍ପେଟରେ ସମ୍ବଲପୁରୀ ପୋଷାକ‘ଦି ଲାଷ୍ଟ୍‌ କଲର୍‌’ର ପ୍ରମୋଶନ କଲେ ଜିତେନ୍ଦ୍ର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ପୁଣିଥରେ କାନ୍ସ ଫିଲ୍ମ ଫେଷ୍ଟିଭାଲର ରେଡ୍‌ କାର୍ପେଟ୍‌ରେ ଚାଲିବାର…

5 years ago

ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍‌ ପୋଲ ଏନ୍‌ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍‌ଜିଟ୍‌ ପୋଲ ଏନ୍‌ଡିଏ…

5 years ago

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍‌ଆର ତୃତୀୟ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ…

5 years ago