ମେଟ୍ରୋ

ରାଜଧାନୀ ଓଭରବ୍ରିଜ୍‌ରେ ମାତିଲେ ଲୁଟେରା: ଅଧଘଣ୍ଟାରେ ସିରିଜ୍‌ ଲୁଟ୍‌; ଚେନ୍‌, ଭ୍ୟାନିଟି ଝାମ୍ପିନେଲେ;ଦୁଇ ମହିଳାଙ୍କ ମୁଣ୍ଡ ଫାଟିଲା

ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ରାଜଧାନୀରେ ପୁଣି ସକ୍ରିୟ ହୋଇଉଠିଛି ଲୁଟେରା ଗ୍ୟାଙ୍ଗ୍‌। ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ହୋଇଥିବା ସିରିଜ ଲୁଟ୍‌ ମାମଲାରେ ପୋଲିସ ଏଯାଏ ଲୁଟେରାଙ୍କୁ ଠାବ କରିପାରି ନ ଥିବାବେଳେ…

5 years ago

ପୁନରୁଦ୍ଧାର ହେବ ଉପକୂଳ ସବୁଜିମା: ୫ବର୍ଷରେ ଖର୍ଚ୍ଚ ହେବ ୨୦୦ କୋଟି, ୮ ହଜାର ହେକ୍ଟର ଅଞ୍ଚଳରେ ହେବ ବୃକ୍ଷରୋପଣ

ଭୁବନେଶ୍ୱର, ୧୯।୫(ବ୍ୟୁରୋ)- ବାତ୍ୟା ‘ ଫନୀ’ରେ ଉପକୂଳ ଅଞ୍ଚଳରେ ଜଙ୍ଗଲ ଓ ବୃକ୍ଷ ସମ୍ପଦ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ସବୁଜିମା ଉଜୁଡି ଯାଇଛି। ତେଣୁ ଉପକୂଳ…

5 years ago

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ…

5 years ago

ପୁରୀରେ ମୁଖ୍ୟମନ୍ତ୍ରୀ : ଶ୍ରୀମନ୍ଦିର କ୍ଷୟକ୍ଷତିର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାରଠାରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ…

5 years ago

ଖୋର୍ଦ୍ଧାରେ ଏନ୍‌କାଉଣ୍ଟର : ୨ ଅପରାଧୀ ଗୁରୁତର

ଖୋର୍ଦ୍ଧା ଅଫିସ/ବେଗୁନିଆ,୧୮ା୫ (ଡି.ଏନ.ଏ.): ଖୋର୍ଦ୍ଧା ଜିଲା ପୋଲିସ ପକ୍ଷରୁ ବେଗୁନିଆ ଥାନା ଅନ୍ତର୍ଗତ ତାଳଚୁଆ ପାହାଡ଼ ନିକଟରେ ଶନିବାର ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ…

5 years ago

ବଦଳିଲେ ପୁରୀ ସିଡିଏମ୍‌ଓ, ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଲାଗି ୪ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଶନିବାର ବଦଳିଛନ୍ତି ପୁରୀ ସିଡିଏମ୍‌ଓ। ତାଙ୍କ ସ୍ଥାନରେ ଡା. ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ବାତ୍ୟା ‘ଫନୀ’ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ…

5 years ago

ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ କ୍ୟାବିନେଟ୍‌ର…

5 years ago

କାକଟପୁର ରତ୍ନବଟ ଆଶ୍ରମରେ ବାରଗାଦି ମେଳନ ଅନୁଷ୍ଠିତ, ଭାଗବତ ପାଠର ପ୍ରଚାର ପ୍ରସାର ନିମନ୍ତେ ଚାଲି ଆସୁଛି ପରମ୍ପରା

କାକଟପୁର,୧୮।୫(ଡି.ଏନ୍‌.ଏ.): ଶନିବାର ପବିତ୍ର ବୁଦ୍ଧପୂର୍ଣ୍ଣିମା ତଥା ବୈଶାଖ ପୂର୍ଣ୍ଣିମା ଅବସରରେ ପ୍ରାଚୀ ଉପତ୍ୟକାର ରତ୍ନବଟ ଆଶ୍ରମରେ ବାରଗାଦି ଭାଗବତ ମେଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟୁଷରୁ ନିକଟସ୍ଥ ତୁଳସୀପୁର,…

5 years ago

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍‌ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍‌ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର…

5 years ago

ନୀଳଗିରି ଲାଙ୍ଗୁର ମାଙ୍କଡ଼ ଗୁରୁତର

ନରାଜ,୧୮ା୫(ଡି.ଏନ୍‌.ଏ.): ଚଳିତବର୍ଷ ନନ୍ଦନାକାନନରେ ପ୍ରଥମ କରି ଶୁକ୍ରବାର ଜନ୍ତୁଙ୍କ ଉପରେ ଗ୍ରୀଷ୍ମ ତାପର ପ୍ରଭାବ ଦେଖିବାକୁ ମିଳିଛି। ନନ୍ଦନକାନନ ଖୁଆଡ ନଂ ୫୩ରେ ରହୁଥିବା ଅଣ୍ଡିରା ନୀଳଗିରି…

5 years ago