ଭୁବନେଶ୍ୱର,୩୦ା୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ୫ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ସହଯୋଗରେ ମୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁଦୀପ ଚୌଧୁରୀ ନାମକ ଜଣେ ଓଡ଼ିଆ ନାବିକ ଅଛନ୍ତି।…
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍ର ଆଇଏଏସ୍ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ…
ଭୁବନେଶ୍ୱର, ୩୦ା୬(ବ୍ୟୁରୋ): ଓଡ଼ିଆ ଆଇପିଏସ୍ ଅଫିସର ଜଳଦ କୁମାର ତ୍ରିପାଠୀ ତାମିଲନାଡୁର ନୂତନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ହୋଇଛନ୍ତି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ନିଯୁକ୍ତି ଦେଇଥିବାନେଇ…
କଟକ ଅଫିସ,୩୦ା୬: ଆଉ ୫ ଦିନ ପରେ ବାଜିବ ରେଭେନ୍ଶା ରେଡିଓ। ୪ବର୍ଷ ଧରି ଖତ ହୋଇ ପଡ଼ିବା ପରେ ଏବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୁନଃକାର୍ଯ୍ୟକ୍ଷମ କରିବାର…
ପୁରୀ ଅଫିସ,୩୦ା୬: ରଥଯାତ୍ରାକୁ ଆଉ ମାତ୍ର ୪ଦିନ ବାକି ଥିବାବେଳେ ଅଶାନ୍ତ ହୋଇପଡ଼ିିଛି ପୁରୀ ସହର। ଗୋଟିଏ ପଟେ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ପୋଲିସ…
ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ ନିଜକୁ…
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଓଡ଼ିଶା ଫେରିବା ପରେ ଜଗା-କାଳିଆଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଜଗା-କାଳିଆ ଓଡ଼ିଶା ଫେରିବା…
ଭୁବନେଶ୍ୱର, ୨୯।୬(ବ୍ୟୁରୋ): ନାଇଜେରିଆରେ ପଣବନ୍ଦୀ ଥିବା ଓଡ଼ିଆ ନାବିକ ସୁଦୀପ ଚୌଧୁରୀଙ୍କୁ ଉଦ୍ଧାର କରାଯାଇଛି। ସୁଦୀପଙ୍କ ସହ ସମସ୍ତ ୪ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।…
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ସୁଦ୍ଧା ୫ରୁ ୧୦ ଖଣି ନିଲାମ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ଖଣିମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ। ୨୦୨୦ ସୁଦ୍ଧା ୨୪ ଖଣି…
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ଦୁଇଭାଇ ଜଗା, କାଳିଆ ଖୁବ୍ଶୀଘ୍ର ଓଡ଼ିଶା ଫେରିବେ। ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ଶନିବାର ଏଭଳି ସୂଚନା ଦେଇଛନ୍ତି…