ମେଟ୍ରୋ

ନିଶାରେ ଭାସିଥିଲା ନିର୍ବାଚନ

କଟକ ଅଫିସ, ୧୩।୫:  ନିଶାରେ ଭାସିଥିଲା ଓଡ଼ିଶାର ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନ। ଭଦ୍ରକରେ ନିର୍ବାଚନ ସମୟରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଥିଲେ।…

5 years ago

୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ: ବଜ୍ରପାତରେ ୨ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,(ବ୍ୟୁରୋ)/କୁନ୍ଦୁରା,୧୩।୫(ଡି.ଏନ୍‌.ଏ.)-ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ହନ୍ତସନ୍ତ କରିଦେଲାଣି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏହିଭଳି ତାତି ଅନୁଭୂତ…

5 years ago

ପୁରୀ ଜିଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିବେ ସ୍ବାସ୍ଥ୍ୟ ସଚିବ : ବାତ୍ୟା କ୍ଷତିଗ୍ରସ୍ତ ପୁରୀ, ଖୋର୍ଦ୍ଧା ଜିଲାରେ କାର୍ଯ୍ୟ କରିବେ ୨୦ ଡାକ୍ତର

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟସେବା ତଦାରଖ ଲାଗି ବିଭାଗୀୟ ଶାସନ ସଚିବଙ୍କ ସହ ଅନ୍ୟ ଆଇଏଏସ୍‌ ଓ ଓଏଏସ୍‌ ଅଧିକାରୀମାନେ ସୋମବାର ପୁରୀ ଜିଲାର ବିଭିନ୍ନ ବ୍ଲକ…

5 years ago

ଚାଲିଲା ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ : ପୁରୀରୁ ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ସେବା ଆରମ୍ଭ

ଭୁବନେଶ୍ୱର,୧୩।୫(ବ୍ୟୁରୋ)-ବାତ୍ୟା ପାଇଁ ବାତିଲ ହୋଇଥିବା ସମସ୍ତ ଏକ୍ସପ୍ରେସ୍‌ ଟ୍ରେନ୍‌ ପୁଣିଥରେ ଚଳାଚଳ ଆରମ୍ଭ କରିଛି। ରବିବାରଠାରୁ ଦେଶର ବିଭିନ୍ନ ପ୍ରାନ୍ତକୁ ମୋଟ ୧୮ ଏକ୍ସପ୍ରେସ୍‌ ଟ୍ରେନ୍‌ ପୂର୍ବ…

5 years ago

ଚିଲିକାରେ ୪ ନୂଆ ମୁହାଣ : ବଢ଼ିଛି ଲବଣ ମାତ୍ରା

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ବାତ୍ୟା ‘ଫନୀ’ ପ୍ରଭାବରେ ଚିଲିକାରେ ୪ ନୂଆ ମୁହାଣ ସୃଷ୍ଟି ହୋଇଛି। ପୂର୍ବରୁ ଥିବା ଦୁଇଟି ମୁହାଣ ମଝିରେ ଆଉ ତିନୋଟି ଏବଂ ଉତ୍ତରପଟକୁ ଆଉ…

5 years ago

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ମଦର୍ସ ଡେ’

ଭୁବନେଶ୍ୱର,୧୩।୫(ବ୍ୟୁରୋ)- ମଦର୍ସ ଡେ’ ତଥା ମାତୃ ଦିବସ ଉପଲକ୍ଷେ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ ମଲ୍‌ ଏବଂ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ୍‌’ର ମିଳିତ ସହଯୋଗରେ ରବିବାର ରସୁଲଗଡ଼ସ୍ଥିତ…

5 years ago

ବାତ୍ୟାରେ କ୍ଷତିଗ୍ରସ୍ତ ପୋଲିସ ବାରାକ୍‌ : ଚିନ୍ତାରେ କର୍ମଚାରୀ

କଟକରୋଡ୍‌,୧୨ା୫(ଡି.ଏନ୍‌.ଏ.) : ଫନୀ ବାତ୍ୟାରେ ବ୍ୟାପକ କ୍ଷତି ହୋଇଛି ରାଜଧାନୀରେ। ବିଭିନ୍ନ ଅଞ୍ଚଳର ବାସଗୃହ ଭାଙ୍ଗିବା ସହ ପାଣି ଓ ବିଦ୍ୟୁତ ସମସ୍ୟାରେ ଲୋକେ ଅତିଷ୍ଠ ହୋଇ…

5 years ago

ସଡ଼କ ଦୁର୍ଘଟଣାରେ ହାସ୍ୟ ଅଭିନେତା ସଲୀଲ ମିତ୍ର ଗୁରୁତର

ଭୁବନେଶ୍ୱର,୧୨।୫(ବ୍ୟୁରୋ): ହାସ୍ୟ ଅଭିନେତା ସଲୀଲ ମିତ୍ର ରବିବାର ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି। ସଲୀଲଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। କେନ୍ଦୁଝର ଜିିଲା…

5 years ago

ଆନ୍ଧ୍ରରୁ ଉଦ୍ଧାର ହେଲେ ୧୭ ଓଡ଼ିଆ ଯୁବତୀ, ନାବାଳିକା

ଭୁବନେଶ୍ୱର, ୧ା୫ (ବ୍ୟୁରୋ)- ଓଡିଶାରୁ ମୁମ୍ବାଇ ଚାଲାଣବେଳେ ୧୭ଜଣ ନାବାଳିକା, ଯୁବତୀ ଓ ମହିଳାଙ୍କୁ ଆନ୍ଧ୍ରପ୍ରଦେଶ ପୋଲିସ ଏବଂ ଚାଇଲ୍ଡ ଲାଇନ  ଉଦ୍ଧାର କରିଛି। ପ୍ରାଥମିକ ତଦନ୍ତ ପରେ ମଙ୍ଗଳବାର…

5 years ago

ଓୟୁଏଟିରେ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ହଷ୍ଟେଲରେ ର଼୍ୟାଗିଂ। ସିନିୟରଙ୍କ ର଼୍ୟାଗିଂର ଶିକାର ହୋଇଛନ୍ତି ଯୁକ୍ତ୩ ଏଗ୍ରୀକଲଚର ବିଭାଗର ପ୍ରଥମ ବର୍ଷର ଛାତ୍ର। ତେବେ…

5 years ago