ମେଟ୍ରୋ

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ…

5 years ago

ଟ୍ରେନ୍‌, ଷ୍ଟେଶନରେ ବଢୁଛି ଚୋରି, ଲୁଟ୍‌: ୪୪ ମୋବାଇଲ୍‌ ଜବତ, ୫ ଗିରଫ

ଜଟଣୀ,୨୦ା୬(ଡି.ଏନ.ଏ.): ଟ୍ରେନ୍‌ରୁ ଯାତ୍ରୀଙ୍କଠାରୁ ମୋବାଇଲ୍‌ ଲୁଟ୍‌ କରିବା ଘଟଣାରେ ୫ ଅଭିଯୁକ୍ତଙ୍କୁ ଖୋର୍ଦ୍ଧାରୋଡ଼ ଜିଆର୍‌ପି ଓ ଆର୍‌ପିଏଫ୍‌ ଗିରଫ କରିଛନ୍ତି। ଏଥିରେ ୨ ଅଭିଯୁକ୍ତ ରହିଥିବା ବେଳେ…

5 years ago

ଟଙ୍କା ପାଇଁ ସାଢ଼େ ୬ଘଣ୍ଟା ଅପେକ୍ଷାକଲେ ହିତାଧିକାରୀ

ଗୋପ, ୨୦।୬(ଡିି.ଏନ୍‌.ଏ.)-ସରକାରଙ୍କ ପକ୍ଷରୁ ରାସନକାର୍ଡ଼ଧାରୀଙ୍କୁ ମିଳିବାକୁ ଥିବା ଫନୀ ସହାୟତା ରାଶି ପାଇଁ ହିତାଧିକାରୀଙ୍କୁ ସାଢ଼େ ୬ଘଣ୍ଟା ଅପେକ୍ଷା କରିବାକୁ ପଡ଼ିଥିଲା। ଏହିଭଳି ଘଟଣା ସାମ୍ନାକୁ ଆସିଛି…

5 years ago

୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବା ପରେ ସାରା ଓଡ଼ିଶାକୁ …

5 years ago

ପ୍ରକାଶ ପାଇଲା ଯୁକ୍ତ ୩ ନାମଲେଖା ବିଜ୍ଞପ୍ତି: ଆବେଦନର ଶେଷ ତାରିଖ ଜୁଲାଇ ୮

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଛାତ୍ରୀଛାତ୍ରମାନେ ଆସନ୍ତା ୨୪ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ହେଉଛି…

5 years ago

ବଢ଼ିବ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦୁଇ ଦିନିଆ ସିଡିଏମ୍‌ଓ ସମ୍ମିଳନୀ ଚାଲିଛି। ଏହି ସମ୍ମିଳନୀର ଦ୍ୱିତୀୟ ଦିନରେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି।…

5 years ago

ଓଭରବ୍ରିଜରେ ପିଟିହୋଇ ୨ ସାଙ୍ଗଙ୍କ ଜୀବନ ଗଲା, ଜଣେ ଗୁରୁତର

ପୁରୀ ଅଫିସ,୨୦ା୬ : ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ସଦର ଥାନା ଅନ୍ତର୍ଗତ ମାଳତୀପାଟପୁର ଓଭରବ୍ରିଜରେ ପିଟିହୋଇ ଦୁଇ ସାଙ୍ଗଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର…

5 years ago

ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା

କାକଟପୁର,୨୦ା୬(ଡି.ଏନ୍‌.ଏ.) : ପୁରୀ ଜିଲା କାକଟପୁର ବ୍ଲକ ଲତାହରଣ ଗ୍ରାମରେ ଗୁରୁବାର ବଜ୍ରପାତ ଘଟି ଚାଷୀ ବାବାଜୀ ସାହୁ (୫୬)ଙ୍କ ଜୀବନ ଯାଇଛି। ମୃତ ବାବାଜୀ ନିଜ…

5 years ago

ଭୁବନେଶ୍ୱରେ ପହଞ୍ଚିଲା ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟପାଳ, ଜନ୍ମମାଟିରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ଓଡ଼ିଆ ଯବାନ ଅଜିତ୍‌ ସାହୁଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିଛି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ…

5 years ago

ବଦଳିଲା ନିଷ୍ପତ୍ତି, ଶୁକ୍ରବାର ଖୋଲିବ ସ୍କୁଲ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଶୁକ୍ରବାର ଖୋଲିବ ରାଜ୍ୟର ସମସ୍ତ ସ୍କୁଲ। ପାଗରେ ପରିବର୍ତ୍ତନ ତଥା ଖରା କମିଯିବାରୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରଥମେ…

5 years ago