ମେଟ୍ରୋ

ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଓ କଟକ ସମେତ ୬ ଲୋକ ସଭା କ୍ଷେତ୍ରରେ ଅନୁଷ୍ଠିତ ହେବ। …

6 years ago

ନିର୍ବାଚନ ପାଇଁ ପୋଲିସ କମିଶନରଙ୍କ ବୈଠକ: ଟ୍ବିନ୍‌ସିଟିରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨୧ା୪ (ବ୍ୟୁରୋ)- କଟକ ଓ ଭୁବନେଶ୍ୱରରେ ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ ପାଇଁ କମିଶନରେଟ ପୋଲିସ ପକ୍ଷରୁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭୁବନେଶ୍ୱର ପୋଲିସ…

6 years ago

ଖସୁଛି ପାରଦ, ୨୨ ଯାଏ ଜାରି ରହିବ କାଳବୈଶାଖୀ: ଆଜି ୬ ଜିଲାରେ କୁଆପଥର ବୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ରାଜ୍ୟରେ ଦୁଇଦିନ ହେବ ତାତି କମିବାରେ ଲାଗିଛି। ଶନିବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରହିଥିବାବେଳେ ସୋନପୁରରେ ସର୍ବନିମ୍ନ ୧୭.୪ ଡିଗ୍ରୀ ରେକର୍ଡ…

6 years ago

ରାଜଧାନୀରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ଭୁବନେଶ୍ୱର, ୨୦ା୪(ବ୍ୟୁରୋ)- ରାଜଧାନୀରେ ଲଜ୍ଜା। ବଳାତ୍କାରର ଶିକାର ହୋଇଛନ୍ତି ଜଣେ ୬ ବର୍ଷର ଶିଶୁ କନ୍ୟା। ଶହୀଦନଗର ଥାନାଞ୍ଚଳରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ପୀଡିତାଙ୍କ ପରିବାର…

6 years ago

ଚୋରା ବନ୍ଧୁକ ରଖିବା ମାମଲା: ରଞ୍ଜିତା, ଆଲୋକଙ୍କ ଜାମିନ ଆବେଦନ ଖାରଜ

କଟକ ଅଫିସ,୨୦।୪: ଚୋରା ବନ୍ଧୁକ ରଖି ପୋଲିସ ହାତରେ ଗିରଫ ହୋଇଥିବା ସିଏମ୍‌ସିର ପୂର୍ବତନ କର୍ପୋରେଟର ରଞ୍ଜିତା ବିଶ୍ୱାଳ ଓ ତାଙ୍କ ସହଯୋଗୀ ଆଲୋକ ପୃଷ୍ଟିଙ୍କ ଜାମିନ…

6 years ago

ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ…

6 years ago

ଭାଜପାର ବିଜୟ ସଂକଳ୍ପ ସମାବେଶ: କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରୁ ନ ଥିବା ରାଜ୍ୟ ସରକାରଙ୍କୁ ହଟାଅ; ରାଜନାଥ

କଟକ ସଦର, ୨୦।୪ (ଡି.ଏନ୍‌.ଏ.): କେନ୍ଦ୍ରୀୟ ଅନୁଦାନ ଖର୍ଚ୍ଚ କରିପାରୁ ନ ଥିବା ରାଜ୍ୟ ସରକାର ଓଡ଼ିଶାର ପ୍ରଗତିରେ ମୁଖ୍ୟ ପ୍ରତିବନ୍ଧକ ସାଜିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ…

6 years ago

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ ୪୦…

6 years ago

କେସିଆଇର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମନୋନୀତ

ଭୁବନେଶ୍ୱର,୨୦।୪(ବ୍ୟୁରୋ): କେନେଲ କ୍ଲବ ଅଫ୍‌ ଇଣ୍ଡିଆ(କେସିଆଇ)ର ଅଲ୍‌ ବ୍ରିଡ୍‌ ଜଜ୍‌ ଭାବେ ଓଡ଼ିଶାର ସଞ୍ଜିତ କୁମାର ମହାନ୍ତି ମନୋନୀତ ହୋଇଛନ୍ତି। ସେ ପ୍ରଥମ ଓଡ଼ିଆ ଭାବେ କେସିଆଇର…

6 years ago

୧୮ ବର୍ଷରେ ଫିଲ୍ମ ମେକର – ଅନ୍ତର୍ଜାତୀୟ ସ୍ତରରେ ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍‌ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର…

6 years ago