ମେଟ୍ରୋ

ପୁରୀରେ ମୁଖ୍ୟମନ୍ତ୍ରୀ : ଶ୍ରୀମନ୍ଦିର କ୍ଷୟକ୍ଷତିର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାରଠାରେ ପହଞ୍ଚିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ…

6 years ago

ଖୋର୍ଦ୍ଧାରେ ଏନ୍‌କାଉଣ୍ଟର : ୨ ଅପରାଧୀ ଗୁରୁତର

ଖୋର୍ଦ୍ଧା ଅଫିସ/ବେଗୁନିଆ,୧୮ା୫ (ଡି.ଏନ.ଏ.): ଖୋର୍ଦ୍ଧା ଜିଲା ପୋଲିସ ପକ୍ଷରୁ ବେଗୁନିଆ ଥାନା ଅନ୍ତର୍ଗତ ତାଳଚୁଆ ପାହାଡ଼ ନିକଟରେ ଶନିବାର ପୋଲିସ ଏବଂ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ…

6 years ago

ବଦଳିଲେ ପୁରୀ ସିଡିଏମ୍‌ଓ, ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଲାଗି ୪ ଡାକ୍ତର ନିଲମ୍ବିତ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଶନିବାର ବଦଳିଛନ୍ତି ପୁରୀ ସିଡିଏମ୍‌ଓ। ତାଙ୍କ ସ୍ଥାନରେ ଡା. ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ବାତ୍ୟା ‘ଫନୀ’ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ…

6 years ago

ଆସନ୍ତା ୨୩ରେ ନିର୍ବାଚନ ଫଳାଫଳ: ଏହା ପୂର୍ବରୁ ଭଙ୍ଗ ହେବ ରାଜ୍ୟ ବିଧାନସଭା, ଆଜି ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ୨୦୧୯ ନିର୍ବାଚନ ଫଳାଫଳ ଆସିବାକୁ ଆଉ ଅଳ୍ପ ଦିନ ବାକି ରହିଥିବାବେଳେ ଶନିବାର ଔପଚାରିକ ଭାବେ ରାଜ୍ୟ ବିଧାନସଭା ଭଙ୍ଗ ହେବ। ଏଥିସହ ରାଜ୍ୟ କ୍ୟାବିନେଟ୍‌ର…

6 years ago

କାକଟପୁର ରତ୍ନବଟ ଆଶ୍ରମରେ ବାରଗାଦି ମେଳନ ଅନୁଷ୍ଠିତ, ଭାଗବତ ପାଠର ପ୍ରଚାର ପ୍ରସାର ନିମନ୍ତେ ଚାଲି ଆସୁଛି ପରମ୍ପରା

କାକଟପୁର,୧୮।୫(ଡି.ଏନ୍‌.ଏ.): ଶନିବାର ପବିତ୍ର ବୁଦ୍ଧପୂର୍ଣ୍ଣିମା ତଥା ବୈଶାଖ ପୂର୍ଣ୍ଣିମା ଅବସରରେ ପ୍ରାଚୀ ଉପତ୍ୟକାର ରତ୍ନବଟ ଆଶ୍ରମରେ ବାରଗାଦି ଭାଗବତ ମେଳନ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟୁଷରୁ ନିକଟସ୍ଥ ତୁଳସୀପୁର,…

6 years ago

ଚଳନ୍ତା ଟ୍ରେନ୍‌ରୁ ଖସିପଡ଼ିଥିବା ଯୁବକଙ୍କୁ ଉଦ୍ଧାର ଘଟଣା: ହାବିଲଦାରଙ୍କୁ ସମ୍ମାନିତ କଲେ ପୋଲିସ କମିଶନର

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଟ୍ରେନ୍‌ରୁ ଖସି ପଡିଥିବା ଜଣେ ଯାତ୍ରୀଙ୍କୁ ବିଳମ୍ବିତ ରାତିରେ ଉଦ୍ଧାର କରିଥିବା ମଡର୍ନ କଣ୍ଟ୍ରୋଲ ରୁମ୍‌ର ହାବିଲଦାର ସୁଶାନ୍ତ କୁମାର ହାତୀଙ୍କୁ ପୋଲିସ କମିଶନର ଶୁକ୍ରବାର…

6 years ago

ନୀଳଗିରି ଲାଙ୍ଗୁର ମାଙ୍କଡ଼ ଗୁରୁତର

ନରାଜ,୧୮ା୫(ଡି.ଏନ୍‌.ଏ.): ଚଳିତବର୍ଷ ନନ୍ଦନାକାନନରେ ପ୍ରଥମ କରି ଶୁକ୍ରବାର ଜନ୍ତୁଙ୍କ ଉପରେ ଗ୍ରୀଷ୍ମ ତାପର ପ୍ରଭାବ ଦେଖିବାକୁ ମିଳିଛି। ନନ୍ଦନକାନନ ଖୁଆଡ ନଂ ୫୩ରେ ରହୁଥିବା ଅଣ୍ଡିରା ନୀଳଗିରି…

6 years ago

ଟ୍ରଲି ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାତାରାତି ବିପୁଳ ଟଙ୍କା ରୋଜଗାର କରିବା ନିଶା ଏବେ ଗଞ୍ଜେଇ ମାଫିଆଙ୍କୁ ଘାରିଛି। ଅତି ଚତୁରତାର ସହ ନୂଆ ତରିକାରେ ଚାଲୁଛି ଗଞ୍ଜେଇ ଚାଲାଣ। ପୋଲିସ…

6 years ago

ଫନୀ ପୁନରୁଦ୍ଧାର ପାଇଁ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଇଡ୍‌କୋ ଦେଲା ୧୦ କୋଟି

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଫନୀ ଦ୍ୱାରା ଓଡ଼ିଶା ଉପକୂଳ ବହୁତ କ୍ଷତିଗ୍ରସ୍ତ ହୋଇଛି। କ୍ଷତିଗ୍ରସ୍ତଙ୍କୁ ରିଲିଫ ବଣ୍ଟନ ଏବଂ ଧ୍ୱଂସପ୍ରାୟ ଭିତ୍ତିଭୂମିର ପୁନରୁତ୍ଥାନ କାର୍ଯ୍ୟ ଜାରି ରହିଛି। ବାତ୍ୟା ପ୍ରଭାବିତ…

6 years ago

ପର୍ଯ୍ୟଟନ ମନ୍ତ୍ରୀ, ସଂସ୍କୃତି ବିଭାଗ କମିଶନରଙ୍କ ରଘୁରାଜପୁର ଗାଁ ପରିଦର୍ଶନ: କ୍ଷୟକ୍ଷତି ଅନୁଧ୍ୟାନ କଲେ, ସମସ୍ୟା ବୁଝିଲେ

ପୁରୀ ଅଫିସ,୧୮ା୫: ବାତ୍ୟାରେ ଛାରଖାର ହୋଇଯାଇଛି ଐତିହ୍ୟ ଗାଁ ରଘୁରାଜପୁର। ବହୁ ଶିଳ୍ପୀଙ୍କ ପଟ୍ଟଚିତ୍ର ବର୍ଷା ପବନରେ ନଷ୍ଟ ହୋଇଯାଇଥିବାବେଳେ ଅନ୍ୟାନ୍ୟ ହସ୍ତକଳା ବି କ୍ଷତିଗ୍ରସ୍ତ ହୋଇଛି।…

6 years ago