Advertisement

ମେଟ୍ରୋ

ଜବରଦଖଲରେ ଶ୍ମଶାନ ଜମିଜବରଦଖଲରେ ଶ୍ମଶାନ ଜମି

ଜବରଦଖଲରେ ଶ୍ମଶାନ ଜମି

ଖୋର୍ଦ୍ଧା ଅଫିସ, ୧୦।୬ : ପ୍ରଶାସନର ସହଯୋଗ ନ ଥିବାରୁ ଅଧିକାଂଶ ଶ୍ମଶାନ ଜମି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏଥିରୁ କିଛି ଜମିରେ ଘର ନିର୍ମାଣ ହୋଇ ସାରିଲାଣି।…

6 years ago
ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ ଶେଷରେ…

6 years ago
ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାରନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

କଟକ ଅଫିସ, ୧୦।୬ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ୨୦୧୮ରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ନିୟମ ଲାଗୁ କରିଥିଲେ। ପୀଡ଼ିତାଙ୍କ ପରିବାରକୁ…

6 years ago
ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣାରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ : ସାଢ଼େ ୯ରେ ପହଣ୍ଡି, ୪ଟାରେ ରଥଟଣା

ପୁରୀ ଅଫିସ, ୧୦।୬ : ଆସନ୍ତା ଜୁଲାଇ ୪ ତାରିଖରେ ମହାପ୍ରଭୁଙ୍କ ରଥଯାତ୍ରା। ଏହାକୁ ସୁରୁଖୁରରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି…

6 years ago
ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷାରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ରାଜ୍ୟ ଭାଜପାର ନିର୍ବାଚନୀ ସମୀକ୍ଷା

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିପାରିଛି। ଦଳ ରାଜ୍ୟରେ ସରକାର ଗଠନ କରିବାର ଯେଉଁ ଦମ୍ଭୋକ୍ତି ଦେଖାଇଥିଲା,…

6 years ago
ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହରପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ…

6 years ago
ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ…

6 years ago
ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାରଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା…

6 years ago
ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍‌ପି ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର…

6 years ago
ନଦୀରେ ବୁଡି ଛାତ୍ର ମୃତନଦୀରେ ବୁଡି ଛାତ୍ର ମୃତ

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ…

6 years ago