କଟକ ଅଫିସ,୯ ।୬: ପୂର୍ବରୁ ଭାରତରେ ଆତ୍ମହତ୍ୟାକୁ ଏକ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯାଉଥିଲା। ଭାରତୀୟ ପିଙ୍ଗଳ କୋଡ୍ର ଧାରା ୩୦୯ ଅନୁଯାୟୀ, ଏଥିପାଇଁ ଦଣ୍ଡବିଧାନର…
ଦେଶରେ ମୋଦି ଓ ରାଜ୍ୟରେ ନବୀନଙ୍କ ପ୍ରଚଣ୍ଡ ହାୱା। ୨୦୧୯ ସାଧାରଣ ନିର୍ବାଚନରେ କେନ୍ଦ୍ରରେ ମୋଦିଙ୍କ ନେତୃତ୍ୱାଧୀନ ଭାଜପା ଦ୍ୱିତୀୟ ଥର କ୍ଷମତାସୀନ ହୋଇଥିବାବେଳେ ରାଜ୍ୟରେ ମଧ୍ୟ…
ଗୋପ, ୮।୬(ଡି.ଏନ୍.ଏ.)-ସାମୁଦ୍ରିକ ଝଡ଼ ଫନୀରେ ଗୋପ ବ୍ଲକରେ ହଜାର ହଜାର ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ପଡ଼ିବା ସହ ବିଦ୍ୟୁତ୍ ତାର ଛିଣ୍ଡି ପଡ଼ିଥିଲା। ବିଭାଗ ପକ୍ଷରୁ ଏବେ…
ଗୋପ, ୮।୬(ଡି.ଏନ୍.ଏ.)-ଫନୀରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଥିବା ୩୦ ହଜାରରୁ ଊର୍ଦ୍ଧ୍ୱ ପାଠ୍ୟପୁସ୍ତକ ନଷ୍ଟ ହୋଇଯାଇଥିବାବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ନେଇ ଆଶଙ୍କା ଉପୁଜିଛି। ୧୯ରେ ସ୍କୁଲ…
ପୁରୀ ଅଫିସ,୮।୬: ଉତ୍ତରପ୍ରଦେଶ(ୟୁପି)ର ଆଲିଗଡ଼ରେ ଜଣେ ଅଢ଼େଇ ବର୍ଷର ଶିଶୁକନ୍ୟାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରାଯିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି। ଅଭିଯୁକ୍ତ ଜାହିଦ…
ସାକ୍ଷୀଗୋପାଳ, ୮।୬(ଡି.ଏନ୍.ଏ): ବାତ୍ୟା ‘ଫନୀ’ ପ୍ରଭାବିତ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସଦାନନ୍ଦପୁର ଗ୍ରାମର ୩୭୦ ଜଣ କୃଷକଙ୍କୁ ମାଗଣାରେ ଶନିବାର କୃଷି ସମଗ୍ରୀ ବିତରଣ କରାଯାଇଛି।…
ଭୁବନେଶ୍ୱର/ବାଲିଅନ୍ତା,୮।୬(ବ୍ୟୁରୋ/ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ଅଟଳାସ୍ଥିତ ପଞ୍ଚମୁଖୀ ବିହାର ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ଅପରାହ୍ନରେ ଜଣେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ଅତି…
ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି କାର୍ରେ…
ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ…
ଖୋର୍ଦ୍ଧା ଅଫିସ/ବୋଲଗଡ଼,୮।୬(ଡି.ଏନ୍.ଏ.): ଖୋର୍ଦ୍ଧା-ବଲାଙ୍ଗୀର ପୂର୍ବତଟ ରେଳପଥର ବୋଲଗଡ଼ ଟାଉନ୍ ପି.ଏଚ୍ ନିକଟରେ ଶନିବାର ଟ୍ରେନ ଲାଇନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ଯୁବକଙ୍କ ପରିଚୟ…