Advertisement

ମେଟ୍ରୋ

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ ଘରୁ…

6 years ago
ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ପିନାକୀ ବିଜେଡି ଲୋକ ସଭା ଦଳର ନେତା ମନୋନୀତ

ଭୁବନେଶ୍ୱର, ୨।୬: ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସାଂସଦ ପିନାକୀ ମିଶ୍ରଙ୍କୁ ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ମନୋନୀତ…

6 years ago
ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗରବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

ବାତ୍ୟାରେ ଧ୍ୱସ୍ତ ବିଧ୍ୱସ୍ତ ଶିଳ୍ପୀ ବାଟିକା:ଜିବୀକା ହରାଇଛନ୍ତି ୫୦୦ରୁ ଊର୍ଦ୍ଧ୍ୱ କାରିଗର

କୋଣାର୍କ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ସାମାଜିକ ସଂଗଠନ ଅର୍କଶ୍ରୀ ଦ୍ୱାରା ପ୍ରତିଷ୍ଠିତ ଶିଳ୍ପୀ ବାଟିକା ଧ୍ୱସ୍ତ ବିଧ୍ୱସ୍ତ ହୋଇଯାଇଛି। ଏହା ଉପରେ ନିର୍ଭର କରୁଥିବା ୫୦୦ରୁ ଊର୍ଦ୍ଧ୍ୱ…

6 years ago
ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

ବାତ୍ୟାରେ ୩,୨୧୪ ହେକ୍ଟର ଫସଲ କ୍ଷତିଗ୍ରସ୍ତ

କଣାସ, ୨।୬(ଡି.ଏନ୍‌.ଏ.)-ପ୍ରଳୟଙ୍କରୀ ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ହୋଇଥିବାବେଳେ ଚାଷ ଜମି ସବୁ ଉଜୁଡ଼ି ଯାଇଛି। ଡେଲାଙ୍ଗ ବ୍ଲକରେ ୬,୭୫୯ ଚାଷୀଙ୍କର ୩,୨୧୪ହେକ୍ଟର…

6 years ago
ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ବିଜେପୁର ଆସନ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁର ବିଧାନସଭା ଆସନରୁ ରବିବାର ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବିଜେପୁର ବିଧାୟକ ଭାବେ ନିଜ ଇସ୍ତଫା ପତ୍ର ଓଡ଼ିଶା ବିଧାନସଭାର ବାଚସ୍ପତି…

6 years ago
ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର ପୋଲିସ…

6 years ago
ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ରାଜଧାନୀରେ ଯୁବକଙ୍କୁ ଗଳାକାଟି ହତ୍ୟା, କାର୍ଟୁନରେ ଗୁଡ଼ାଇ ଫିଙ୍ଗିଦେଲେ

ଭୁବନେଶ୍ୱର,୨।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟରେ ଥିବା ଏକ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରୁ ଶନିବାର ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

6 years ago
ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱରରେ ପହଞ୍ଚିଲା କଳ୍ପନାଙ୍କ ମରଶରୀର: ଶେଷ ଦର୍ଶନ ଲାଗି କଳିଙ୍ଗ ଷ୍ଟାଡିୟମରେ ଲୋକଙ୍କ ଭିଡ଼

ଭୁବନେଶ୍ୱର,୨।୬(ବ୍ୟୁରୋ): ପର୍ବତାରୋହିଣୀ କଳ୍ପନା ଦାସଙ୍କ ମରଶରୀର ରବିବାର ଭୁବନେଶ୍ୱରରେ ପହଞ୍ଚିଛି। ଜନସାଧାରଣଙ୍କ ଦର୍ଶନ ନିମନ୍ତେ ଏହାକୁ କଳିଙ୍ଗ ଷ୍ଟାଡିୟମରେ ରଖାଯାଇଛି। ତେବେ କଳ୍ପନାଙ୍କ ଶେଷ ଦର୍ଶନ ଲାଗି…

6 years ago
ଗୋପାଳ ପଣ୍ଡା ପାଇବେ ନାଲ୍‌କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନଗୋପାଳ ପଣ୍ଡା ପାଇବେ ନାଲ୍‌କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନ

ଗୋପାଳ ପଣ୍ଡା ପାଇବେ ନାଲ୍‌କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଚଳିତବର୍ଷ ‘ନାଲ୍‌କୋ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ସ୍ମାରକୀ ସମ୍ମାନ’ ପାଇବେ ଓଡ଼ିଶୀ କଣ୍ଠଶିଳ୍ପୀ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା। ସଙ୍ଗୀତ ସୁଧାକର ବାଳକୃଷ୍ଣ…

6 years ago
ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍‌ମାସ୍‌) ତଥା ଓଡ଼ିଶା ଜୀବିକା ମିଶନର ମିଳିତ…

6 years ago