Advertisement

ମେଟ୍ରୋ

ରାଇଜିଂ ଷ୍ଟାର ସିଜନ୍‌-୩ର ଶ୍ରେଷ୍ଠ ୬ରେ ଅନନ୍ୟାରାଇଜିଂ ଷ୍ଟାର ସିଜନ୍‌-୩ର ଶ୍ରେଷ୍ଠ ୬ରେ ଅନନ୍ୟା

ରାଇଜିଂ ଷ୍ଟାର ସିଜନ୍‌-୩ର ଶ୍ରେଷ୍ଠ ୬ରେ ଅନନ୍ୟା

ଭୁବନେଶ୍ୱର, ୩୧।୫(ବ୍ୟୁରୋ): କଲର୍ସ ଚ୍ୟାନେଲରେ ପ୍ରସାରିତ ‘ରାଇଜିଂ ଷ୍ଟାର’ରେ ଓଡ଼ିଶାରୁ ପ୍ରତିଯୋଗୀ ଅନନ୍ୟା ଶ୍ରୀତମ ନନ୍ଦ ଅଂଶ ଗ୍ରହଣକରି ଶ୍ରେଷ୍ଠ ୬ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି।…

6 years ago
ନନ୍ଦନକାନନରେ ନୀଳଗିରି ଲଙ୍ଗୁର ମୃତନନ୍ଦନକାନନରେ ନୀଳଗିରି ଲଙ୍ଗୁର ମୃତ

ନନ୍ଦନକାନନରେ ନୀଳଗିରି ଲଙ୍ଗୁର ମୃତ

ନରାଜ, ୩୧।୫(ଡି.ଏନ୍‌.ଏ.): ଭୁବନେଶ୍ୱର ନନ୍ଦନକାନନରେ ଥିବା ଭାରତର ଏକମାତ୍ର ଓରାଙ୍ଗଓଟାନ୍‌ ବିନିର ବୁଧବାର ମୃତ୍ୟୁ ଘଟିଥିବା ବେଳେ ଶୁକ୍ରବାର ଆଉ ଏକ ଦୁଃଖଦ ଘଟଣା ସମ୍ମୁଖକୁ ଆସିଛି।…

6 years ago
ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଷ୍ଟାର୍ଟ ଅପ୍‌ ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟର ମାନ୍ୟତା : ସହରରେ ଷ୍ଟାର୍ଟ ହବ୍‌ ସ୍ଥାପନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ଷ୍ଟାର୍ଟ ଅପ୍‌ କ୍ଷେତ୍ରରେ ଓଡିଶାକୁ ସମଗ୍ର ଦେଶରେ ଶ୍ରେଷ୍ଠ ରାଜ୍ୟର ମାନ୍ୟତା ମିଳିଛି। ୩୮ ପାରାମିଟର ଆଧାରରେ ରାଜ୍ୟକୁ ଏହି ମାନ୍ୟତା ପ୍ରଦାନ…

6 years ago
ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚାବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ବିଜେପୁରକୁ ପ୍ରାଧାନ୍ୟ : ଆସନ ଛାଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୩୧।୫(ବ୍ୟୁରୋ) : ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପୁଣି ଚର୍ଚ୍ଚାକୁ ଆସିଛି। ୨୦୧୭ ଦ୍ୱିତୀୟାର୍ଦ୍ଧରେ ତତ୍କାଳୀନ ବିଧାୟକ ସୁବଳ ସାହୁଙ୍କ ମୃତ୍ୟୁ ହୋଇଥିଲା। ଏହା ପରେ ସେହି ଆସନ…

6 years ago
ସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠ

ସମୀକ୍ଷା ବାହାନାରେ ସୁରକ୍ଷା : ରାଜ୍ୟ ନେତୃତ୍ୱ ଉପରେ ଦୋଷ ଲଦିଲେ ବରିଷ୍ଠ

ଭୁବନେଶ୍ୱର, ୩୧।୫ (ବ୍ୟୁରୋ) : ଗତ ନିର୍ବାଚନରେ ରାଜ୍ୟ କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ତୃତୀୟ ସ୍ଥାନରୁ ଦ୍ୱିତୀୟକୁ ଖସିଛି ଦଳ। ଲୋକସଭା ଆସନରେ ଗୋଟିଏ ସିଟ୍‌ରେ…

6 years ago
୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ…

6 years ago
ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

କଣାସ, ୩୧।୫ (ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀର ତିରିମଲ୍ଲ ନିକଟ ପାଣ୍ଡିଗିରିଠାରେ ଜଳପ୍ରବାହକୁ ବନ୍ଦକରି ଦିଆଯାଇଛି। ଫଳରେ ବାତ୍ୟାରେ ନଦୀ ଜଳରେ ଗଛପତ୍ରପଡି ପଚିଯାଇଥିବାରୁ…

6 years ago
ମାଟି କାମୁଡ଼ିଛି ଶାଳଘରମାଟି କାମୁଡ଼ିଛି ଶାଳଘର

ମାଟି କାମୁଡ଼ିଛି ଶାଳଘର

ପୁରୀ ଅଫିସ, ୩୧।୫ : ବାତ୍ୟାରେ କୁମ୍ଭକାର ସମ୍ପ୍ରଦାୟଙ୍କ ଶାଳଘର ମାଟିରେ ମିଶିଯାଇଛି। ହଜାର ହଜାର କୁଡୁଆ ଭାଙ୍ଗିପଡ଼ିଛି। ଶ୍ରୀପଞ୍ଚମୀଠାରୁ ତିଆରି ଆରମ୍ଭ କରିଥିବା ଅଧରହାଣ୍ଡି ବି…

6 years ago
କତାଶିଳ୍ପକୁ ଅଣଦେଖାକତାଶିଳ୍ପକୁ ଅଣଦେଖା

କତାଶିଳ୍ପକୁ ଅଣଦେଖା

ପୁରୀ ଅଫିସ, ୩୧।୫: ବାତ୍ୟା ଫନୀ ସମଗ୍ର ପୁରୀ ଜିଲାକୁ ଧ୍ୱଂସବିଧ୍ୱଂସ୍ତ କରିଦେଇଛି। ଭାଙ୍ଗି ପକାଇଛି ଅନେକ ଘରଦ୍ୱାର, ବିଦ୍ୟୁତ୍‌ ଖୁଣ୍ଟ ଏବଂ ଟାୱାର। ଧରାଶାୟୀ ହୋଇଛି…

6 years ago
ଏସ୍‌ସିବିକୁ ମିଳିଲା ସୋଟୋ ସ୍ବୀକୃତିଏସ୍‌ସିବିକୁ ମିଳିଲା ସୋଟୋ ସ୍ବୀକୃତି

ଏସ୍‌ସିବିକୁ ମିଳିଲା ସୋଟୋ ସ୍ବୀକୃତି

କଟକ ଅଫିସ, ୩୧।୫ : ଏସ୍‌ସିବିକୁ ଷ୍ଟେଟ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ (ସୋଟୋ) ସ୍ବୀକୃତି ମିଳିଛି। ନ୍ୟାଶନାଲ ଅର୍ଗାନ ଅଫ ଟିସୁ ଟ୍ରାନ୍ସପ୍ଲାଣ୍ଟ ଅର୍ଗାନାଇଜେଶନ…

6 years ago