Advertisement

ମେଟ୍ରୋ

ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ…

6 years ago
୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

6 years ago
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଗୋପ, ୨୭।୫(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍‌ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ…

6 years ago
୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା…

6 years ago
କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାରକାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର…

6 years ago
ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ…

6 years ago
ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ

ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ

କଟକ ଅଫିସ,୨୭ା୫ : ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିବିଭାଗ ପକ୍ଷରୁ କଟକରେ ଯାଞ୍ଚ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ସହରର ଉପରୋକ୍ତ କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗ…

6 years ago
ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା।…

6 years ago
ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନାଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ…

6 years ago
୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ୱର, ୨୭।୫(ବ୍ୟୁରୋ:  ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର ପାଇଁ…

6 years ago