Advertisement

ମେଟ୍ରୋ

ଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡ

ଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ…

6 years ago
କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାରକ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାର

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ରେଟିନା ଅସ୍ତ୍ରୋପଚାର

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରେଟିନା ଅସ୍ତ୍ରୋପଚାର ଆରମ୍ଭ ହୋଇଛି। ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ବ୍ୟୟବହୁଳ…

6 years ago
ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର: ୨୩ କୋଚିଂ ସେଣ୍ଟରରେ ଯାଞ୍ଚସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର: ୨୩ କୋଚିଂ ସେଣ୍ଟରରେ ଯାଞ୍ଚ

ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ତତ୍ପର: ୨୩ କୋଚିଂ ସେଣ୍ଟରରେ ଯାଞ୍ଚ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ନିକଟରେ ଗୁଜରାଟର ସୁରଟରେ ଘଟିଥିବା ଏକ କୋଚିଂ ସେଣ୍ଟର ଅଗ୍ନିକାଣ୍ଡରେ ୨୩ଜଣ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ଏହି ଘଟଣା…

6 years ago

ଓଭରବ୍ରିଜ୍‌ ଉପରେ ଧକ୍କା ଦେଲା ଟ୍ରକ ୩୦ ଫୁଟ ତଳକୁ ଖସି ବାପ, ପୁଅ ମୃତ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜଧାନୀ ଦେଇ ଯାଇଥିବା ଜାତୀୟ ରାଜପଥ ଓଭରବ୍ରିଜ୍‌ ପାଲଟିଛି ଡେଥ୍‌ ଜୋନ୍‌। ଦୁର୍ଘଟଣା ନେଉଛି ବହୁ ଜୀବନ। ସୋମବାର ସକାଳେ ଶହୀଦନଗର ଥାନା ଅନ୍ତର୍ଗତ…

6 years ago
୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

୪୩ ହଜାର ଗ୍ରାହକଙ୍କୁ ଦିଆଗଲାଣି ବିଦ୍ୟୁତ୍‌ ସଂଯୋଗରଥଯାତ୍ରା ପୂର୍ବରୁ ଜିଲାର ସବୁ ଅଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ

ପୁରୀ ଅଫିସ, ୨୭ା୫: ବାତ୍ୟାରେ ପୁରୀ ଜିଲାରେ ବିଦ୍ୟୁତ୍‌ ବିଭାଗର ସବୁଠୁ ଅଧିକ କ୍ଷତି ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାମ ଚାଲୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…

6 years ago
ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଭିଜିଲାନ୍ସ ଜାଲରେ ଗୋପ ଥାନା ଅଧିକାରୀ

ଗୋପ, ୨୭।୫(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ଥାନା ଅଧିକାରୀ ସୌମ୍ୟଚିତ୍‌ ମିଶ୍ର ଲାଞ୍ଚ ନେବା ଅଭିଯୋଗରେ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୩ ହଜାର ଟଙ୍କା ଲାଞ୍ଚ…

6 years ago
୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା…

6 years ago
କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାରକାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର…

6 years ago
ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ…

6 years ago
ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ

ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ

କଟକ ଅଫିସ,୨୭ା୫ : ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିବିଭାଗ ପକ୍ଷରୁ କଟକରେ ଯାଞ୍ଚ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ସହରର ଉପରୋକ୍ତ କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗ…

6 years ago