Advertisement

ମେଟ୍ରୋ

ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତରରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତର

ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ନୟାପଲ୍ଲୀ ଥାନା ଫାୟାର ଷ୍ଟେଶନ ଛକରେ ଶନିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ରାସ୍ତାରେ ଛିଡ଼ା ହୋଇଯାଇଥିବା ତିନିଜଣ ଯାତ୍ରୀଙ୍କ ଉପରେ…

6 years ago
ବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବିବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବି

ବାତ୍ୟା ଫନୀ ପ୍ରଭାବ: କାକଟପୁର ଶିକ୍ଷା ବିଭାଗର ୧ କୋଟି ଟଙ୍କାର କ୍ଷତି ହୋଇଥିବା ଆକଳନ, ଖୁବ୍‌ଶୀଘ୍ର ମରାମତି କାର୍ଯ୍ୟ କରାଯିବାକୁ ଦାବି

କାକଟପୁର,୨୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ‘ଫନୀ’ ପ୍ରଭାବରେ କାକଟପୁର ବ୍ଲକ ଶିକ୍ଷା ବିଭାଗର ପ୍ରାୟ ୧ କୋଟି ଟଙ୍କାର କ୍ଷତି ଘଟିଥିବା ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ପରିଡ଼ା…

6 years ago
ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲିଅନ୍ତା, ୨୫ା୫(ଡି.ଏନ୍‌.ଏ.): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହଂସପାଳ ଛକରେ ଶନିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ସୋୟାବିନ୍‌ ବଡ଼ି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ.ଓଡି୦୭ଡି୬୬୮୨)…

6 years ago
ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି…

6 years ago
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ…

6 years ago
ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ଜୁନ୍‌ ୧ ତାରିଖରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ବିମାନ ଉଡିବ। ଉଡ଼ାଣ ୩ ଯୋଜନାରେ ଆଲିଆନ୍ସ ଏୟାର ଉଡ଼ାଣ କରିବ। ଏ ନେଇ…

6 years ago
ରାଜ ପରିବାରକୁ ଝଟକାରାଜ ପରିବାରକୁ ଝଟକା

ରାଜ ପରିବାରକୁ ଝଟକା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ସେହିପରି କେନ୍ଦ୍ରାପଡା…

6 years ago
ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ…

6 years ago
ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍‌ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ…

6 years ago
ରାଜ୍ୟ ରାଜନୀତିରେ ପରିବାରବାଦରାଜ୍ୟ ରାଜନୀତିରେ ପରିବାରବାଦ

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର…

6 years ago