ମେଟ୍ରୋ

ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ: ପ୍ରକଳ୍ପ କାର୍ଯ୍ୟରେ ଯୋଗ ଦେବେ ୫ ଶିକ୍ଷାନବୀଶ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଐତିହ୍ୟ ନଗରୀ ଭାବେ ବିକଶିତ ହେବ ପୁରୀ। ସହରର ଭିତ୍ତିଭୂମି ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଉପରେ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି।…

6 years ago

୩ମାସ ଟ୍ରାଫିକ ନିୟମ କୋହଳ ହେବାରୁ ଗାଡ଼ିଚାଳକ ବେପରୁଆ: କିନ୍ନରଙ୍କ ଅଭିନବ ଉପାୟରେ ସଚେତନତା

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ ପୁଣି…

6 years ago

ସାଧାରଣ ବଣ୍ଟନ ବ୍ୟବସ୍ଥାରେ ମାଣ୍ଡିଆ : ଆଦୃତିକୁ ନେଇ ହେବ ସର୍ଭେ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଗରିବ ଆଦିବାସୀମାନେ ଚାଷ କରୁଥିବା ମାଣ୍ଡିଆକୁ ପ୍ରୋତ୍ସାହନ ଦେବାକୁ ରାଜ୍ୟ ସରକାର ୨୦୧୯ରେ ମାଣ୍ଡିଆକୁ ସାଧାରଣ ବଣ୍ଟନ ବ୍ୟବସ୍ଥା(ପିଡିଏସ)ରେ ସାମିଲ କରିଛନ୍ତି। ଏହା ଆଦୃତ…

6 years ago

ଶିଶୁପାଳଗଡ଼ର ରାମପାର୍ଟ ହୋଇଯିବ ନିଶ୍ଚିହ୍ନ : ଅନିଶ୍ଚିତତା ଭିତରେ ଖନନ, ଗବେଷଣା ଓ ଅଧ୍ୟୟନ

ପୁରୁଣା ଭୁବନେଶ୍ୱର,୧୩।୯(ଡି.ଏନ.ଏ.) : ସମ୍ପ୍ରତି ଐତିହ୍ୟ ସ୍ଥଳଗୁଡିକର ସୁରକ୍ଷା ବିପନ୍ନ। ଯେଉଁଥିପାଇଁ ଗବେଷକମାନଙ୍କର ଗବେଷଣା ଓ ଅଧ୍ୟୟନ ଅନିଶ୍ଚିତତା ଭିତରେ ରହିଛି। ଏଗୁଡିକର ସୁରକ୍ଷା ଏବଂ ପରିଚାଳନା…

6 years ago

ଟ୍ରାଫିକ ପରିଚାଳନା ଢାଞ୍ଚା ବଦଳିବ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଦିନକୁ ଦିନ ଟ୍ରାଫିକ ସମସ୍ୟା ଜଟିଳ ହେଉଛି। ଏଥିସହ ବଢ଼ିଚାଲିଛି ଦୁର୍ଘଟଣା। ଏନେଇ ଗୁରୁବାର କମିଶନରେଟ ପୋଲିସ ମୁଖ୍ୟାଳୟରେ ଟ୍ରାଫିକ ଡିସିପି ସାଗରିକା ନାଥଙ୍କ…

6 years ago

ବ୍ୟାନ୍‌ ସତ୍ତ୍ୱେ ଗୁଟ୍‌ଖା ଖୁଲମଖୁଲା ବିକ୍ରି : ଯାଞ୍ଚ ରିପୋର୍ଟ ଦେବେ ଅତିରିକ୍ତ ଡିଜି

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ରାଜ୍ୟରେ ଗୁଟ୍‌ଖା ବ୍ୟାନ୍‌ ସତ୍ତ୍ୱେ ଖୁଲମ୍‌ଖୁଲା ବିଭିନ୍ନ ସ୍ଥାନରେ ବିକ୍ରି ଚାଲିଛି। ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଆଇନ୍‌ ମୁତାବକ ସ୍ବାସ୍ଥ୍ୟ ପ୍ରତି…

6 years ago

ଅଟକିଛି ଶିଖରଚଣ୍ଡୀର ବିକାଶ : ସୁଧୁରିନି ଫନୀ ପରର ସ୍ଥିତି

ଭୁବନେଶ୍ୱର,୧୩।୯ : ବାତ୍ୟା ଫନୀରେ ଶିଖରଚଣ୍ଡୀ ପାହାଡ ବିଶେଷଭାବେ କ୍ଷତିଗସ୍ତ ହୋଇଥିଲା। ବହୁ ଗଛ ଭାଙ୍ଗି ଯାଇଥିବାବେଳେ ବିଦ୍ୟୁତ ଖୁଣ୍ଟଗୁଡ଼ିକ କ୍ଷତିଗ୍ରସ୍ତ ହୋଇଥିଲା। ଏହାମଧ୍ୟରେ ୪ମାସ ବିତିଯାଇଥିଲେ…

6 years ago

ବିଏସ୍‌ଏଫ୍‌ ଆଇଜି ହେଲେ ହର୍‌ମିନ୍ଦର ପାଲ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ବିଏସ୍‌ଏଫ୍‌ ଓଡିଶା ଫ୍ରଣ୍ଟିୟର କମାଣ୍ଡର(ଆଇଜି) ଭାବେ ନୂଆ ନିଯୁକ୍ତି ପାଇଛନ୍ତି ୧୯୮୪ ବ୍ୟାଚ୍‌ ବିଏସ୍‌ଏଫ୍‌ କ୍ୟାଡର ଅଫିସର ହର୍‌ମିନ୍ଦର ପାଲ। ଖୋର୍ଦ୍ଧାସ୍ଥିତ ବିଏସ୍‌ଏଫ୍‌ ମୁଖ୍ୟାଳୟରେ ଗୁରୁବାର…

6 years ago

୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାଛଡା ଝାଡଖଣ୍ଡ ଏବଂ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା…

6 years ago

ସମ୍ବଲପୁର ରେଳ ଡିଭିଜନର ଗୁରୁତ୍ୱପୂର୍ଣ୍ଣ ବୈଠକ : କଣ୍ଟାବାଞ୍ଜିରେ ଓ୍ବାଗନ ଫ୍ୟାକ୍ଟ୍ରି ପ୍ରସ୍ତାବ, ସମ୍ବଲପୁର-ପୁରୀ ଇଣ୍ଟରସିଟି ବରଗଡ଼କୁ ଚଳାଚଳ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ପୂର୍ବତଟ ରେଳପଥର ସମ୍ବଲପୁର ଡିଭିଜନର ଉନ୍ନତି ପାଇଁ ଗୁରୁବାର ସମ୍ବଲପୁର ହୋଟେଲ ଗ୍ରାଣ୍ଡ ଶିବାଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଡିଭିଜନର ଆଭ୍ୟନ୍ତରୀଣ ଓ…

6 years ago