Advertisement

ମେଟ୍ରୋ

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ…

6 years ago
ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ…

6 years ago
ବିଜୟ ପରେ ପରସ୍ପରକୁ ଅଭିନନ୍ଦନବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା…

6 years ago
ପଞ୍ଚମରେ ନବୀନପଞ୍ଚମରେ ନବୀନ

ପଞ୍ଚମରେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ। ଜଣେ ଅପରାଜେୟ ନେତା ଭାବେ ସେ ନିଜକୁ ପୁଣି ଥରେ ପ୍ରମାଣିତ କରିଛନ୍ତି। ପଞ୍ଚମ ଥର କ୍ଷମତାକୁ…

6 years ago
ଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷାଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା

ଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଅନ୍‌ଲାଇନ୍‌ ପରୀକ୍ଷା ଆସନ୍ତା ଜୁନ୍‌ ୮ ଓ ୯ରେ ଅନୁଷ୍ଠିତ ହେବ। ୮ତାରିଖରେ ଏମ୍‌.ଟେକ୍‌, ଏମ୍‌.ଆର୍କ, ଏମ୍‌ସିଏ, ଏଲ୍‌ଇ-ଏମ୍‌ସିଏ, ଏମ୍‌.ଫାର୍ମ, ଏମ୍‌.ପ୍ଲାନ୍‌…

6 years ago
ନିର୍ବାଚନ ଫଳ ଦେଖିବା ପାଇଁ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା: ପ୍ରସାରଣରେ ବାଧାନିର୍ବାଚନ ଫଳ ଦେଖିବା ପାଇଁ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା: ପ୍ରସାରଣରେ ବାଧା

ନିର୍ବାଚନ ଫଳ ଦେଖିବା ପାଇଁ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା: ପ୍ରସାରଣରେ ବାଧା

ଭୁୁବନେଶ୍ୱର,୨୪।୫(ବ୍ୟୁରୋ)-ସାଧାରଣ ନିର୍ବାଚନ ଫଳାଫଳକୁ ଭୁବନେଶ୍ୱରବାସୀ ପାର୍କ ଏବଂ ଟ୍ରାଫିକ୍‌ରେ ଦେଖିବାକୁ ପାଇଛନ୍ତି। ବିଜୁ ପଟ୍ଟନାୟକ ପାର୍କ ସହ ହକି ବିଶ୍ୱକପ୍‌ ସମୟରେ ସହରର ବିଭିନ୍ନ ଟ୍ରାଫିକ୍‌ରେ ଲାଗିଥିବା…

6 years ago
ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ରଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଆଜି ୭ ଜିଲାକୁ କାଳବୈଶାଖୀ: ସତର୍କ ସୂଚନା ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଅସହ୍ୟ ତାତିରୁ ମୁକ୍ତି ପାଇଛନ୍ତି ରାଜ୍ୟବାସୀ। ଗତ କିଛିଦିନ ହେବ ରାଜ୍ୟରେ ପ୍ରବଳ ଗରମ ଯୋଗୁ ଲୋକେ ଛଟପଟ ହେଉଥିଲେ। କିନ୍ତୁ ଗୁରୁବାର ପାଗରେ ପରିବର୍ତ୍ତନ ହୋଇଛି।…

6 years ago
ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର ୩୦,୪୩୭ଖଣ୍ଡ…

6 years ago
ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦିବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ…

6 years ago
ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧାର ୩ ବିଧାନସଭାରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀରେ ଅଷ୍ଟମ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୧୦ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଭାଜପା…

6 years ago