ମେଟ୍ରୋ

ଗଣମାଧ୍ୟମ, ଲୋକସମ୍ପର୍କ ଉପଦେଷ୍ଟା ମାନସ ମଙ୍ଗରାଜଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମାନସ ରଞ୍ଜନ ମଙ୍ଗରାଜ ବୁଧବାର ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ସପ୍ତାହରେ…

6 years ago

ରାସ୍ତା ନିର୍ମାଣରେ ବ୍ୟବହାର ହେବ ପ୍ଲାଷ୍ଟିକ ବର୍ଜ୍ୟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ସ୍ବଚ୍ଛ ପରିବେଶ ବିକାଶ ପାଇଁ ରାଜ୍ୟରେ ସୃଷ୍ଟି ହେଉଥିବା ପ୍ଲାଷ୍ଟିକ ବର୍ଜ୍ୟର ଉପଯୁକ୍ତ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ମୁଖ୍ୟ ଶାସନ…

6 years ago

କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ: ୪ ବର୍ଷରେ ୪୦୧.୬ କୋଟି ଖର୍ଚ୍ଚ ହେବ

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା କୃଷି ଉତ୍ପାଦନ କ୍ଲଷ୍ଟର ପ୍ରକଳ୍ପର ଦ୍ବିତୀୟ ରାଜ୍ୟସ୍ତରୀୟ ସମନ୍ବୟ ବୈଠକ ବୁଧବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। କୃଷି ଉତ୍ପାଦନ…

6 years ago

ବିଗ୍‌ବଜାର ପକ୍ଷରୁ ପ୍ଲାଷ୍ଟିକ ସଚେତନତା: ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ ଆରମ୍ଭ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଫ୍ୟୁଚର ଗ୍ରୁପର ରିଟେଲ ଚେନ୍‌ ବିଗ୍‌ବଜାର ପକ୍ଷରୁ ଭୁବନେଶ୍ୱରରେ ପ୍ଲାଷ୍ଟିକ ସଚେତନତା କାର୍ଯ୍ୟକ୍ରମ ‘ପ୍ଲାଷ୍ଟିକ ଭରୋ-ରିସାଇକେଲ କରୋ’ଆରମ୍ଭ ହୋଇଛି। ୟୁନାଇଟେଡ ନେଶନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନ୍‌ଡିପି)…

6 years ago

ରଙ୍ଗମାଟିଆ ଦୀପକ ହତ୍ୟାକାଣ୍ଡ: ୩୬ ଘଣ୍ଟା ପରେ ପୋଲିସ ହାତ ଖାଲି

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରଙ୍ଗମାଟିଆ ଅଞ୍ଚଳରେ ଦୀପକ ବେହେରା ଓରଫ ଲଣ୍ଡାଙ୍କୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଅତି ବୀଭତ୍ସ ଭାବେ ହତ୍ୟା କରିଥିଲେ। ପୁଅକୁ…

6 years ago

ଗଙ୍ଗାଧର ମେହେର ପ୍ରତିଷ୍ଠାନର ନୂଅଁ।ଖାଇ ଭେଟ୍‌ଘାଟ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଗଙ୍ଗାଧର ମେହେର ପ୍ରତିଷ୍ଠାନ ଓ ଇନ୍‌ଟାକର ମିଳିତ ଆନୁକୂଲ୍ୟରେ ବୁଧବାର ସ୍ଥାନୀୟ ବୁଦ୍ଧମନ୍ଦିରଠାରେ ନୂଅଁାଖାଇ ଭେଟ୍‌ଘାଟ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଇନ୍‌ଟାକର ଅଧ୍ୟକ୍ଷ…

6 years ago

ବ୍ୟାଗ୍‌ ଓଜନ ଯାଞ୍ଚ କଲେ ସ୍ବତନ୍ତ୍ର ସ୍କ୍ବାଡ୍‌

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍କୁଲରେ ବୁଧବାର ସ୍ବତନ୍ତ୍ର ସ୍କ୍ବାଡ୍‌ ପକ୍ଷରୁ ଅଚାନକ ପରିଦର୍ଶନ ହୋଇଥିଲା। ସ୍କୁଲ ବ୍ୟାଗ୍‌ ଓଜନ ତଦାରଖ ପାଇଁ ଖୋର୍ଦ୍ଧା ଜିଲାପାଳଙ୍କ ନେତୃତ୍ୱରେ ଗଠିତ…

6 years ago

‘ମୋ ସରକାର’ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତି: ଏତଲାକାରୀଙ୍କଠାରୁ ରିପୋର୍ଟ ନେଲେ କମିଶନର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟ ସରକାର ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯାଉଛନ୍ତି। ଏହି କାର୍ଯ୍ୟକ୍ରମରେ ସବୁ ଜିଲାରେ ରହିଥିବା ଥାନା ଓ ମେଡିକାଲକୁ ଆସୁଥିବା…

6 years ago

କୋମାରେ ପ୍ରି-ପେଡ୍‌, ପିଙ୍କ୍‌ ଅଟୋ ସେବା

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଆସିବା ପରେ ଏବେ ଲୋକଙ୍କ ପ୍ରଥମ ପସନ୍ଦ ପାଲିଟିଛି ପବ୍ଲିକ୍‌ ଟ୍ରାନ୍ସପୋର୍ଟ ବା ସାଧାରଣ ପରିବହନ ବ୍ୟବସ୍ଥା। ନିଜ…

6 years ago

ଗାନ୍ଧୀ ଜୟନ୍ତୀରୁ ପ୍ଲାଷ୍ଟିକ ମୁକ୍ତ ହେବ ରେଳପଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ପୂର୍ବତଟ ରେଳପଥକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ କରିବାକୁ ବୁଧବାର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ରେଳସଦନରେ ସମସ୍ତ କର୍ମଚାରୀମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ପୂର୍ବରୁ ରେଳ…

6 years ago