ମେଟ୍ରୋ

ନୂଆ ମୋଟର ଯାନ ଆଇନ ଅଡୁଆ: ପରିବହନ ବିଭାଗରେ ଖୋଲିଲା କଲ୍‌ ସେଣ୍ଟର; ସକାଳ ୮ରୁ ରାତି ୧୦ଟା ଯାଏ ଖୋଲା ରହିବ

ଭୁବନେଶ୍ୱର, ୮।୯(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଜରିମାନା ରାଶିକୁ କେଇ ଗୁଣା ବଢାଇ ଦିଆଯାଇଛି। ଏହାକୁ ନେଇ ଜନଅସନ୍ତୋଷ…

6 years ago

ଆମିକସ୍‌ କ୍ୟୁରିଙ୍କୁ ୪୦ ପୃଷ୍ଠାର ପରାମର୍ଶପତ୍ର ଦେଲେ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୭ା୯: ଆମିକସ୍‌ କ୍ୟୁରି ରଞ୍ଜିତ କୁମାର ଏବଂ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଶନିବାର ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ…

6 years ago

ମନ୍ଦିରରୁ ମା’ଙ୍କ ସୁନାଆଖି ଚୋରି

କଟକ ଅଫିସ, ୭ା୯- ବାଦାମବାଡି ଥାନା ଅନ୍ତର୍ଗତ ଖାନ୍‌ନଗର ଗ୍ରାମଦେବତୀ ରଣାମାଙ୍କ ମନ୍ଦିରୁ ଶନିବାର ଚୋରି ହୋଇଛି। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଅଭିଯୋଗ ହେବା…

6 years ago

ଓଡ଼ିଶା ପୋଲିସର ୩୫୩ ଏଏସ୍‌ଆଇଙ୍କୁ ପଦୋନ୍ନତି

କଟକ ଅଫିସ, ୭ା୯- ରାଜ୍ୟର ବିଭିନ୍ନ ଜିଲାରେ କାର୍ଯ୍ୟରତ ୩୫୩ ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍ସପେକ୍ଟର(ଏଏସ୍‌ଆଇ)ଙ୍କୁ ଇନ୍ସପେକ୍ଟର ପଦବୀକୁ ପଦୋନ୍ନତି କରାଯାଇଛି। ଶନିବାର ଏ ନେଇ ରାଜ୍ୟ ପୋଲିସ…

6 years ago

ସଡକ ଦୁର୍ଘଟଣା ଆହତଙ୍କୁ ଚିକିତ୍ସା: ବେସରକାରୀ ହସ୍ପିଟାଲ ଖର୍ଚ୍ଚ ବହନ କରିବେ ସରକାର;  ପ୍ରଥମ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର

ଭୁବନେଶ୍ୱର,୭ା୯(ବ୍ୟୁରୋ)-ରାସ୍ତା ସୁରକ୍ଷା ସମଗ୍ର ବିଶ୍ୱରେ ଚିନ୍ତାର ବିଷୟ ହୋଇଛି। ଦୁର୍ଘଟଣା ଜନୀତ ମୃତ୍ୟୁହାର କମାଇବା ପାଇଁ ତୁରନ୍ତ ଡାକ୍ତରୀ ଚିକିତ୍ସା ଅପରିହାର୍ଯ୍ୟ ହୋଇପଡିଛି । ଏହାକୁ ଦୃଷ୍ଟିରେ…

6 years ago

ଇନ୍‌ଫୋସିଟି, ଇନ୍‌ଫୋଭ୍ୟାଲି,ଏସ୍‌ଟିପିଆଇ ଅଞ୍ଚଳରେ ସୁରକ୍ଷାକୁ ଗୁରୁତ୍ୱ

ଭୁବନେଶ୍ୱର,୭।୯(ବ୍ୟୁରୋ): ଆଇଟି ପାର୍କ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ସହ ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ନିଯୁକ୍ତି ସୁଯୋଗ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି।…

6 years ago

ଏବେ ଇନ୍‌ସୁରାନ୍ସ, ପଲ୍ୟୁସନ ଯାଞ୍ଚ ହେଉନାହିଁ: ପୋଲିସ କମିଶନର

ଭୁବନେଶ୍ୱର,୭।୯(ବ୍ୟୁରୋ): ଏବେ ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ ଯାଞ୍ଚ ହେଉନାହିଁ। କେବଳ ୫ଟି ଗଫଲତି ଦେଖି ଜରିମାନା ଆଦାୟ ହେଉଛି। ବାଇକ୍‌ରେ ୩ଜଣଙ୍କୁ ନେଲେ, ହେଲ୍‌ମେଟ ପିନ୍ଧି ନ…

6 years ago

ଘରୋଇ କ୍ଲିନିକ ଲାଗି ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ଆରମ୍ଭ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଥିବା  ଘରୋଇ କ୍ଲିନିକ ଲାଗି ଶନିବାର ଅନଲାଇନ୍‌ ରେଜିଷ୍ଟ୍ରେଶନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ଦ୍ୱାରା ପ୍ରାୟ ୧୮ ଶହ ପ୍ରାଇଭେଟ୍‌ କ୍ଲିନିକ୍‌ ଉପକୃତ…

6 years ago

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ…

6 years ago

ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି ଲୋକେ।…

6 years ago