ମେଟ୍ରୋ

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ଅସମାପିକା ସାହୁ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି…

9 months ago

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ…

9 months ago

ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ

ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍‌ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ…

9 months ago

ଆଜିଠୁ ଛାତ୍ରୀଛାତ୍ରଙ୍କୁ ଏନ୍‌ଇଇଟି, ଜେଇଇ କୋଚିଂ; ୮ଟାରୁ ୧୦ଟା କମ୍ବାଇନ୍‌ଡ ୱାର୍ମ ଅପ୍‌ କ୍ଲାସ୍‌

ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ଦକ୍ଷତା ବୃଦ୍ଧି ପାଇଁ ଗୁରୁବାରଠାରୁ…

9 months ago

ଟାଇମ୍ସ ସ୍କୋୟାରରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ଡିଅର ପୁରୁଷ’

ଭୁବନେଶ୍ୱର,୪।୧(ଶର୍ମିଷ୍ଠା ପାଣିଗ୍ରାହୀ): ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର। ସମାଜରେ ନାରୀ ଓ ପୁରୁଷର ସମ୍ପର୍କ…

9 months ago

ରାଜଧାନୀରେ ସାଇବର ଠକେଇ ୧୫୦% ବୃଦ୍ଧି

ଭୁବନେଶ୍ୱର,୪।୧(ସତ୍ୟଜିତ୍‌ ରାଉତ): ଡିଜିଟାଲ୍‌ ଯୁଗରେ ସାଇବର ଅପରାଧ ବଡ଼ ସମସ୍ୟା ସୃଷ୍ଟି କରିଛି। ବିଭିନ୍ନ କୌଶଳ ଆପଣାଇ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କୁ ଜାଲରେ ଫସାଇ ଟଙ୍କା…

9 months ago

ପ୍ରତି ଓ୍ବାର୍ଡରେ ଆମିଷ ହାଟ ନିର୍ମାଣ ପ୍ରହସନ

ଭୁବନେଶ୍ୱର, ୪।୧(ବନ୍ଦନା ସେଠୀ): ରାଜଧାନୀ ରାସ୍ତାକଡ଼ରେ ବ୍ୟବସାୟ କରୁଥିବା ମାଂସ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ପ୍ରତି ଓ୍ବାର୍ଡରେ ମାଂସ ମାର୍କେଟ ନିର୍ମାଣ ହେବା ସହ ଆମିଷ ବ୍ୟବସାୟକୁ…

9 months ago

ଓଡ଼ିଶାର ୭ଉତ୍ପାଦକୁ ଜିଆଇ ମାନ୍ୟତା

ଭୁବନେଶ୍ୱର,୩।୧(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ୭ଉତ୍ପାଦକୁ ବୁଧବାର ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇସ୍ଥିତ ଭୌଗୋଳିକ ସୂଚକ ରେଜିଷ୍ଟ୍ରି ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଓଡ଼ିଶା ଖଜୁରୀ ଗୁଡ଼(ଗଜପତି),…

9 months ago

ଘନ କୁହୁଡ଼ି ଯୋଗୁ ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ୱର,୩।୧: ରାଜ୍ୟରେ ଶୀତ ସାମାନ୍ୟ କମିଥିଲେ ମଧ୍ୟ ଘନ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଘନ କୁହୁଡ଼ି ଯୋଗୁ ଯାତାୟତରେ ବାଧାପ୍ରାପ୍ତ ହେଉଛି। ଏ ନେଇ…

9 months ago

‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’: ସୌମ୍ୟ ରଞ୍ଜନ ପଟ୍ଟନାୟକ

ଖୋର୍ଦ୍ଧା,୩।୧: ଦୀର୍ଘ ଦିନର ବ୍ୟବଧାନ ପରେ ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ତଥା ପୂର୍ବତ୍ତନ ବିଜେଡି ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ। ବୁଧବାର ଖୋର୍ଦ୍ଧା ଜାନକୀ ଜୟନ୍ତୀ…

9 months ago