ମେଟ୍ରୋ

ଦିନରେ ବେପାରୀ, ରାତିରେ ଚୋରି: ଟାର୍ଗେଟରେ ତାଲା ପଡ଼ୁଥିବା ଘର

ଭୁବନେଶ୍ୱର,୨୯।୧୨(ସୂର୍ଯ୍ୟକାନ୍ତ ବେହେରା) : ବାହାର ରାଜ୍ୟରୁ ଆସି ବେପାର କରିବା ବାହାନାରେ ଗଢ଼ୁଛନ୍ତି ଅପରାଧୀ ଗ୍ୟାଙ୍ଗ୍‌। ନିଜ ସହଯୋଗୀ ଅପରାଧୀଙ୍କ ସମେତ ଓଡ଼ିଶାର ଅପରାଧୀଙ୍କୁ ମଧ୍ୟ ଗ୍ୟାଙ୍ଗ୍‌ରେ…

9 months ago

୧୩ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ନୂଆବର୍ଷ ଲାଗି ସତର୍କ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୨୯।୧୨(ଅସମାପିକା ସାହୁ): ରାଜ୍ୟରେ କରୋନା ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଟେଷ୍ଟିଂ ତୁଳନାରେ କମ୍‌ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ କ୍ରମାଗତ ଭାବେ ଏହି ସଂଖ୍ୟା…

9 months ago

ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ

ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ହୋଇଛି। ହସ୍ପିଟାଲ ପରିସରରେ ଏମରଜେନ୍ସି ୱାର୍ଡ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ବିସ୍ଫୋରଣରେ ୩ରୁ ୪ ଜଣ…

9 months ago

Video: ଘରେ କେହି ନ ଥିବା ବେଳେ ଘରେ କଳାକନା ବୁଲେଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୨୯ା୧୨: ଝିଅ ବାହାଘର ପାଇଁ ଥିଲା ଗହଣା, ଲୁଟିନେଲେ ଚୋର। ରାଜଧାନୀ ଭୁବନେଶ୍ୱରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଲୁଟେରା। ମଞ୍ଚେଶ୍ୱର ଅଞ୍ଚଳରେ ଝିଅ ବାହାଘର ପାଇଁ…

9 months ago

ରାଜଧାନୀରେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ୧୦ ଲକ୍ଷ ଟଙ୍କା ମାଗିଲେ ଅପହରଣକାରୀ

ଭୁବନେଶ୍ୱର,୨୯।୧୨: ଅପରାଧିକ ଘଟଣା ରୋକିବାକୁ କମିସନରେଟ ପୋଲିସ ଏନକାଉଣ୍ଟର କରିବାର କିଛି ଘଣ୍ଟା ପରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି ଅପରାଧୀ। ଗୁରୁବାର ରାତି ୮ଟା ବେଳେ ପାତ୍ରପଡ଼ା…

9 months ago

ଆଜି ରାଜ୍ୟରୁ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୧୨: ବେଶ୍‌ କିଛିଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଏବେ ପୁଣି ଏହି ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ଆଉ ୫…

9 months ago

ହାତ ତିଆରି ଗ୍ରୀଟିଂସ୍‌ କାର୍ଡର ଆଦର

ଭୁବନେଶ୍ୱର,୨୯।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ନୂଆବର୍ଷ ଆସିଲେ ଗ୍ରୀଟିଂସ୍‌ କାର୍ଡ କଥା ମନେପଡ଼େ। ଦିନ ଥିଲା, ପରସ୍ପରକୁ ଶୁଭେଚ୍ଛା ବାର୍ତ୍ତା ଜଣାଇବାର ଏହା ଥିଲା ମୁଖ୍ୟ ମାଧ୍ୟମ। ବଜାରରେ ବିଭିନ୍ନ…

9 months ago

ଟ୍ୱିନ୍‌ ସିଟିରେ ଘନ କୁହୁଡ଼ି

ଭୁବନେଶ୍ୱର,୨୯ା୧୨: ଟ୍ବିନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ଶୁକ୍ରବାର ଘନ କୁହୁଡ଼ି ଦେଖାଦେଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ୫୦ ମିଟର ଦୂରତାରେ ବି ମୁହଁକୁ ମୁହଁ ଦିଶୁନି।…

9 months ago

ଆଦିମ ଜନଜାତିଙ୍କ ଭୋଟ ଉପରେ ଭାଜପାର ଆଖି

ଭୁବନେଶ୍ୱର,୨୯ା୧୨(ସୁନିତ୍‌ ମିଶ୍ର): ଦେଶ ତଥା ରାଜ୍ୟଗୁଡିକର ଆଦିମ ଜନଜାତିମାନଙ୍କ ଭୋଟ ନେବା ସକାଶେ କେନ୍ଦ୍ରର ଏନ୍‌ଡିଏ ନେତୃତ୍ୱାଧୀନ ଭାଜପା ସରକାର ଯୋଜନା ଆରମ୍ଭ କରିଦେଇଛନ୍ତି। ପ୍ରଧାନମନ୍ତ୍ରୀ ଜନଜାତି…

9 months ago

ଭୂତଳ ଜଳରେ ଫ୍ଲୋରାଇଡ୍‌, ଆର୍ସେନିକ

ଭୁବନେଶ୍ୱର,୨୯ା୧୨(ଅନିଲ ଦାସ): ରାଜ୍ୟରେ ଭୂତଳ ଜଳ ପ୍ରଦୂଷିତ ହେଉଛି। ବିଶେଷକରି ଜଳରେ ଫ୍ଲୋରାଇଡ୍‌, ଆର୍ସେନିକ, ନାଇଟ୍ରେଟ୍‌, ପିଏଚ୍‌ର ମାତ୍ରା ଅଧିକ ରହୁଛି, ଯାହାକି ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ…

9 months ago